Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ମନରେଗାରେ ମେସିନ ଦ୍ବାରା କାମ ବନ୍ଦ କର
ପଞ୍ଚାୟତିରାଜ ବିଭାଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ମନରେଗାରେ ମେସିନ ଦ୍ବାରା କାମ ବନ୍ଦ କରିବାକୁ କହିଛନ୍ତି । ମେସିନ ନ ଲଗାଇ ଶ୍ରମିକମାନଙ୍କୁ ନିଯୁକ୍ତି କରି କାମ କରିବାକୁ କହିଛନ୍ତି । ଏଥିପାଇଁ ଆଗାମୀ ଦିନରେ ଗାଇଡ଼ଲାଇନ ଅଣାଯିବ ବୋଲି କହିଛନ୍ତି ।…
ମେ ୨୮ରେ ପ୍ରକାଶ ପାଇବ ବହୁଚର୍ଚ୍ଚିତ ପାର୍ସଲ୍ ବୋମା ବିସ୍ଫୋରଣ ମାମଲାର ରାୟ
ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ୍ ବୋମା ବିସ୍ଫୋରଣ ମାମଲାର ରାୟ ମେ ୨୮ରେ ପ୍ରକାଶ ପାଇବ। ପାଟଣାଗଡ଼ ଏଡିଜେ ରାୟ ଶୁଣାଇବେ। ବହୁଚର୍ଚ୍ଚିତ ପାଟଣାଗଡ଼ ବୋମା ବିସ୍ଫୋରଣ ମାମଲାର ରାୟ ଆଜି ଶେଷ ଶୁଣାଣି ହେବା ପରେ ରାୟ ସଂରକ୍ଷିତ ରଖିଛନ୍ତି ପାଟଣାଗଡ଼ ଏଡିଜେ।ଆଜି ପାଟଣାଗଡ଼…
ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ, ୬ଟି ପ୍ରସ୍ତାବକୁ ଅନୁମୋଦନ
ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ରାଜ୍ୟ ସରକାର ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି। ଶିକ୍ଷାନୁଷ୍ଠାନରେ…
ମୟୁରଭଞ୍ଜବାସୀଙ୍କୁ ୪୨୦ କୋଟି ଭେଟି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଊର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ +୨ ମହାବିଦ୍ୟାଳୟ…
ଆଜି ଠାରୁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଦିନିଆ ମୟୁରଭଞ୍ଜ ଗ୍ରସ୍ତ
ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କର ଏହା ଦୁଇ ଦିନିଆ ଗସ୍ତ ହେଉଛି। ମୁଖ୍ୟମନ୍ତ୍ରୀ ମେ’ ୧୨ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରୁ ବାହାରି ସକାଳ ୧୦.୧୫ ମିନିଟରେ…
ସବୁ ଆରଡ଼ିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ହେତୁ ଯୁଦ୍ଧ ଭଳି ସ୍ଥିତି ଉପୁଜିଛି। ଏହାକୁ ଆଖି ଆଗରେ ରଖି ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ସରକାରଙ୍କ ଅତିରିକ୍ତ ସଚିବ ମନୋଜ ମହାନ୍ତି ଚିଠି ଲେଖି ଜଣାଇଛନ୍ତି।
ଭାରତ ଏବଂ ପାକିସ୍ତାନ ମଧ୍ୟରେ…
ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବ ସିଭିଲ ଡିଫେନ୍ସ ମକ୍ ଡ୍ରିଲ୍
ଓଡ଼ିଶାର ୧୨ଟି ସ୍ଥାନରେ ସିଭିଲ ଡିଫେନ୍ସ ମକ୍ ଡ୍ରିଲ୍ ହେବ। ରାଜ୍ୟର ବାଲେଶ୍ୱର, କୋରାପୁଟ, ଭୁବନେଶ୍ୱର, ଗୋପାଳପୁର, ହୀରାକୁଦ, ପାରାଦୀପ, ରାଉରକେଲା, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ତାଳଚେରରେ ଏହା ହେବ।
ତାଳଚେରରେ କାଟେଗୋରି ୱାନ୍ ସ୍ଥାନ ଭାବେ ଚି଼ହ୍ନଟ…
ପଶ୍ଚିମବଙ୍ଗର ଦୀଘାରେ ସଦ୍ୟ ପ୍ରତିଷ୍ଠିତ ଜଗନ୍ନାଥ ମନ୍ଦିରର ମୂର୍ତ୍ତି ନିର୍ମାଣ ପାଇଁ ବଳକା ଦାରୁ ବ୍ୟବହାର କରାଯାଇ…
ପଶ୍ଚିମବଙ୍ଗର ଦୀଘାରେ ସଦ୍ୟ ପ୍ରତିଷ୍ଠିତ ଜଗନ୍ନାଥ ମନ୍ଦିରର ମୂର୍ତ୍ତି ନିର୍ମାଣ ପାଇଁ ବଳକା ଦାରୁ ବ୍ୟବହାର କରାଯାଇ ନାହିଁ। ସୋମବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏହା କହିଛନ୍ତି।ସୋମବାର ପୂର୍ବାହ୍ନରେ ଆଇନ ମନ୍ତ୍ରୀ ପୁରୀ
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…
କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ିବା ଘଟଣାର ୩ଜଣିଆ କମିଟି ତଦନ୍ତ କରିବ – ଆଇନ ମନ୍ତ୍ରୀ
କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ିବା ଘଟଣାର ୩ଜଣିଆ କମିଟି ତଦନ୍ତ କରିବ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଇଞ୍ଜିନିୟର ଇନ୍ ଚିଫ୍ ଲକ୍ଷ୍ମୀକାନ୍ତ ପାଢ଼ୀ କମିଟି ମୁଖ୍ୟ ଥିବାବେଳେ ୧୫ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦିଆଯିବ। ଏହାପରେ ଦୋଷୀଙ୍କ ବିରୋଧରେ ଦୃଢ଼…
କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ,ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ
ବୌଦ୍ଧ ଜିଲ୍ଲା ବାଉଁଶୁଣି ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବହୁ ସ୍ଥାନରେ ଗଛ ଭାଙ୍ଗିଯାଇ ରାସ୍ତା ଅବରୋଧ ହୋଇଛି। ଫଳରେ ବାଉଁଶୁଣିରୁ ମନମୁଣ୍ଡାକୁ ଯୋଗାଯୋଗ ବିଛିନ୍ନ ହୋଇଛି।…