Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଆସିଲା ରତ୍ନ ଭଣ୍ଡାର ଜିପିଆର୍ ସର୍ଭେ ରିପୋର୍ଟ
ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେଲା ରତ୍ନ ଭଣ୍ଡାର ଜିପିଆର୍/ ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବାପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । 45 ପୃଷା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । …
ସୁଭଦ୍ରା ଯୋଜନାରେ ବାଦ୍ ପଡ଼ିଥିବା ୨୫% ମହିଳାଙ୍କୁ ଆଜି ମିଳିବ ଟଙ୍କା
ସୁଭଦ୍ରା ଯୋଜନାରେ ବାଦ୍ ପଡ଼ିଥିବା ୨୫% ମହିଳାଙ୍କୁ ରବିବାର ଟଙ୍କା ମିଳିବ। ନଭେମ୍ବର ୨୪ରେ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଭିନ୍ନ କାରଣରୁ ‘ସୁଭଦ୍ରା’ରୁ ବାଦ୍ ପଡ଼ିଥିବା ୨…
ଆଜି ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା
ଆଜି ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ସୁନ୍ଦରଗଡ଼ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ପଠାଇବେ । ଏଥିପାଇଁ ସୁନ୍ଦରଗଡ଼ରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ତେବେ ଆବେଦନ କରି ବିଭିନ୍ନ କାରଣରୁ ବାଦ…
ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି ସରକାର
ରାଜ୍ୟ ସରକାର ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତଦନୁସାରେ ୧୯୯୫ ବ୍ୟାଚ୍ ଆଇଏଏସ୍ ଅଫିସର ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସ୍ଆଇ…
ଜାନୁଆରିରେ ଆସୁଛି ବର୍ଷାଙ୍କ “WIFE”
ସୁରକ୍ଷା-ସମ୍ମାନ-ସଂସ୍କୃତି ଆଉ ସହନଶୀଳତା । ଏଇ 4 ଫଣ୍ଡାକୁ ନେଇ ବର୍ଷା ଆସୁଛନ୍ତି ୱାଇଫ୍ ହୋଇ । ପୁଣି ଥରେ ବର୍ଷାଙ୍କ ଫିଲ୍ମର ଗୀତ ମାର୍କେଟରେ ଧୂମ୍ ମଚାଇବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଜାନୁଆରୀ ମାସରେ ଫିଲ୍ମ ରିଲିଜ୍ ନେଇ ନିଜେ ଘୋଷଣା କରିଛନ୍ତି ବର୍ଷା। ଫିଲ୍ମର କାହାଣୀକୁ…
ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ମିଲରଙ୍କୁ ଦେଲେ କଡ଼ା ଚେତାବନୀ
ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମନ୍ତ୍ରୀ କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ ଧାନ କିଣିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବାହାରୁ ଧାନ କିଣୁଥିବା ମିଲରଙ୍କ ମିଲ୍କୁ ସିଲ୍ କରାଯିବ। ଏହା ସହ ମିଲ୍କୁ କଳା ତାଲିକାଭୁକ୍ତ କରାଯିବ। ନୂଆପଡ଼ାରେ ଏହି…
ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା
ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା । ଆସନ୍ତାକାଲି ସାମିଲ ହେବେ ବାଦ ପଡ଼ିଥିବା ଆବେଦନକାରୀ । ତେବେ ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ଏନେଇ ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ…
ବବି ଦାସଙ୍କ ଭାଇ ନାଁରେ ଥାନାରେ ରୁଜୁ ହୋଇଛି 4ଟି ମାମଲା
ଲଲଙ୍କ ନାଁରେ ଥାନାରେ ରୁଜୁ ହୋଇଛି 4ଟି ମାମଲା । ନଭେମ୍ବର ୨୦ରେ ହୋଇଥିବା ଆକ୍ରମଣ ପାଇଁ ପୁଣି ସିଧାସଳଖ ବବି ଦାସଙ୍କୁ ଦାୟୀ କରିଥିଲେ ବିଧାୟକ ହିମାଂଶୁ ସାହୁ । ଆକ୍ରମଣ ବୃତ୍ତାନ୍ତ ଦୋହରାଇ କହିଥିଲେ ଆକ୍ରମଣ ବେଳେ ବିଜେଡି ଯୁବ ସଭାପତି ଓ କିଛି ଲୋକ ମୋତେ ମାରିବାକୁ ଧମକ ଦେଇଥିଲେ ।…
ଧନୁଯାତ୍ରାରେ ପ୍ରବେଶ କଲେ ନୂତନ କଂସ
ଚଳିତ ବର୍ଷ ହେବାକୁ ଥିବା ଧନୁଯାତ୍ରାରେ ଅନ୍ୟ ଜଣେ କଳାକାର କଂସ ଭୂମିକାରେ ଅଭିନୟ କରିବେ । ହୃଷିକେଶଙ୍କୁ ହଟାଯିବାକୁ ନେଇ କଳାକାର ସମନ୍ବୟ କମିଟିରେ ନିଷ୍ପତି ନିଆଯାଇଛି । ଗତ 2022ରେ 3 ବର୍ଷ ପାଇଁ ହୃଷିକେଶ ଭୋଇଙ୍କୁ କଂସ ଭୂମିକା ପାଇଁ ଚୟନ କରାଯାଇଥିଲା । ନିୟମ ଅନୁସାରେ ତିନି…
ବିଳମ୍ବିତ ରାତିରେ ବବି ଦାସଙ୍କ ଭାଇ ଭବ ପ୍ରସାଦଙ୍କୁ ଉଠାଇନେଲା ପୋଲିସ
ହିଂମାଶୁ ଖେଖର ସାହୁଙ୍କୁ ଆକ୍ରମଣ ଘଟଣା । ଘଟଣାରେ ସମୃକ୍ତ ଥିବା ବବି ପ୍ରସାଦ ଦାସଙ୍କ ଭାଇ ଭବ ପ୍ରସାଦ ଦାସଙ୍କୁ ବିଳମ୍ବିତ ରାତିରେ ସ୍ୱତନ୍ତ୍ର ଟିମ ପୋଲିସ ଘରୁ ଉଠାଇ ନେଇଛନ୍ତି । ଧର୍ମଶାଳା ବିଧାୟକ ସିଧାସଳଖ ଏ ନେଇ ଅଭିଯୋଗ କରିଥିଲେ । ପୋଲିସ ଉଠାଇ ନେବା ପରେ ଯାଜପୁର ସହରରୁ ୪୦ରୁ ୫୦…