Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଆନ୍ଦୋଳନରୁ ଓହରିଲା ୟୁନାଇଟେଡ ଟ୍ରକ୍ ଓନର ଆସୋସିଏସନ୍
ଆନ୍ଦୋଳନରୁ ଓହରିଲା ୟୁନାଇଟେଡ ଟ୍ରକ୍ ଓନର ଆସୋସିଏସନ୍ କୋଡିନେସନ୍ କମିଟି। ଗୁରୁବାର ତୃତୀୟ ଥର ପାଇଁ ପରିବହନ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚୋନ ପରେ ଆନ୍ଦୋଳନକୁ ପ୍ରତ୍ୟାହାର କରିଛି ସଂଘ । ଆଜିଠାରୁ ସ୍ଵାଭାବିକ ହେବ ଟ୍ରକ୍ ଚଳାଚଳ। ଗତ ନଭେମ୍ବର 10 ତାରିଖରୁ 11 ଦଫା ଦାବି ନେଇ 13…
ଜାତୀୟ ସ୍ତରରେ ପାଳିତ ହେଉଛି ଉତ୍କଳକେଶରୀଙ୍କ ଜୟନ୍ତୀ
ଜାତୀୟ ସ୍ତରରେ ପାଳିତ ହେଉଛି ଉତ୍କଳକେଶରୀଙ୍କ ଜୟନ୍ତୀ । ବର୍ଷ ବ୍ୟାପୀ ଚାଲିବ କାର୍ଯ୍ୟକ୍ରମ । ଭାରତ ସରକାରଙ୍କ ପକ୍ଷରୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।…
ଆଜି ଭାଙ୍ଗିବନି ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ
ଆଜି ଭାଙ୍ଗିବନି ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ । ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ବୈକୁଣ୍ଠଧାମ ଆଶ୍ରମକୁ ନଭାଙ୍ଗିବାକୁ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ପରବର୍ତ୍ତୀ ଆଦେଶ ନଆସିବା ପର୍ଯ୍ୟନ୍ତ ଏହି ରହିତାଦେଶ ବଳବତ୍ତର ରହିବ।…
ଗୁଣ୍ଡାଗର୍ଦ୍ଦିକୁ ବିଜେପି ସରକାର ପ୍ରଶୟ ଦେବ ନାହିଁ : ହିମାଂଶୁ
ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାକୁ ସେ ନିନ୍ଦା କରିଛନ୍ତି। ହିମାଂଶୁ ଏକ ଖବରଦାତା ସମ୍ମିଳନୀରେ ଆହୁରି କହିଛନ୍ତି, ଭାଜପା ସରକାର ଏଭଳି ଗୁଣ୍ଡାଗର୍ଦ୍ଦିକୁ…
ରାଜ୍ୟରେ ପ୍ରତିଷ୍ଠା ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ
ରାଜ୍ୟରେ ଖୁବ୍ଶୀଘ୍ର ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି। ଆଜି ଇନଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟର୍ସଠାରେ ବିଶ୍ବ ମତ୍ସ୍ୟ ଦିବସ ପାଳନ ଅବସରରେ…
ବିଧାୟକଙ୍କୁ ଆକ୍ରମଣ ମାମଲା: ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍
ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍। ଗତକାଲି ଏତଲା ଆଧାରରେ ପୁଲିସ୍ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ବୁଧବାର ସନ୍ଧ୍ୟା ବେଳେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ଯାଜପୁର ଜିଲ୍ଲାପାଳଙ୍କ ଅଫିସରେ ହେବାକୁ ଥିବା ବୈଠକରେ ଯୋଗଦେବା ପାଇଁ ଯାଉଥିଲେ। ତେବେ…
ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ
ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବାର ଘଟଣା ନଜରକୁ ଆସୁଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ଖୁବଶୀଘ୍ର ମହିଳା କୋର୍ଟ ପ୍ରତିଷ୍ଠା କରିବାକୁ ଯାଉଛନ୍ତି।
ଏ…
ଆସନ୍ତା 24 ରେ ଆସିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ରାଜ୍ୟ ସରକାର ଅଙ୍ଗନବାଡି କର୍ମୀମାନଙ୍କୁ ମଧ୍ୟ ସୁଭଦ୍ରା ଯୋଜନା ଦେବା ନେଇ ଘୋଷଣା କରିଛନ୍ତି ଏଥିସହ ଆସନ୍ତା ୨୪ରେ ତୃତୀୟ କିସ୍ତି ମିଳି ସୁଭଦ୍ରା ଯୋଜନାର ଟଙ୍କା ଏ ନେଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଥିବା ବେଳେ ଡିସେମ୍ବରରେ ମିଳିବ ଚତୁର୍ଥ କିସ୍ତି ଟଙ୍କା । ସୁଚନା ଅନୁଯାୟୀ ରାଜ୍ୟରେ…
ଯାଜପୁରରେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ
ଯାଜପୁରରେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିଭିନ୍ନ ସ୍ଥାନରେ ପୋଲିସ ର ତିନୋଟି ଟିମ୍ ଚଢାଉ କରି ୪ଜଣଙ୍କୁ ଅଟକ ରଖିଛି । ତେବେ ଅନ୍ୟମାନେ ଏଯାଏଁ ଫେରାର୍ ଅଛନ୍ତି । ବିଳମ୍ବିତ ରାତିରେ ଅତିରିକ୍ତ ଡିଜି ପହଁଚି ଏସପିଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି । ଗତକାଲି…
କଣ୍ଠଶିଳ୍ପୀ ସୋନୁ ନିଗମ ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି
ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି। ଦୀର୍ଘଦିନ ପରେ ମହାପ୍ରଭୁଙ୍କ ଦର୍ଶନ ପାଇ ସେ ବେଶ ଭାବ ବିହ୍ୱଳ ହୋଇ ପଡ଼ିଥିଲେ। ସେବାୟତମାନେ ଶ୍ରୀମନ୍ଦିର ସିଂହଦ୍ଵାରରେ ତାଙ୍କୁ ଖଣ୍ଡୁଆ ଦେଇ ସ୍ବାଗତ କରିବା ସହ ମହାପ୍ରଭୁଙ୍କ…