Browsing Category

Odisha

All about all odisha state news updates

ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍ ଦେଇ ନିଷ୍କାସିତ ବନ୍ୟାଜଳ,ତଳମୁଣ୍ଡରେ ଥିବା ଗେଜ୍ ଷ୍ଟେସନଗୁଡ଼ିକ ଉପରେ କଡ଼ା ନଜର ରଖିଛି…

ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ । ଜଳଭଣ୍ଡାରର କୌଣସି ଗେଟ୍ ବନ୍ଦ ହୋଇନାହିଁ । ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୪.୨୭ ଫୁଟ୍ । ଆସନ୍ତାକାଲି ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୮ ଫୁଟ୍ କରାଯିବ ବୋଲି କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ । ହୀରାକୁଦ ଜଳଭଣ୍ଡାରକୁ…

ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ,୬ଟି ବିଭାଗର ୧୧ଟି ପ୍ରସ୍ତାବକୁ ଅନୁମୋଦନ

ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬ଟି ବିଭାଗର ୧୧ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଜିର…

ଚିକିତ୍ସା ଅବହେଳାରୁ ଛୁଆର ମୃତ୍ୟୁ , ଶିଶୁଭବନ ଛକରେ ରାସ୍ତା ଉପରେ ମୃତଦେହ ରଖି ମାଆଙ୍କ ପ୍ରତିବାଦ

ଭୁବନେଶ୍ବର ଶିଶୁଭବନ ଛକରେ ରାସ୍ତା ଉପରେ ମୃତଦେହ ରଖି ମାଆ ପ୍ରତିବାଦ କରିବା ଆରମ୍ଭ କରିଛି । ଚିକିତ୍ସା ଅବହେଳାରୁ ଛୁଆକୁ ମାରିଦେଇଥିବା ଅଭିଯୋଗ ହୋଇଛି । ଅଙ୍କୁରା ହସ୍ପିଟାଲ ସାମ୍ନାରେ ଛୁଆର ମୃତଦେହ ରଖି ପ୍ରତିବାଦ କରିଛନ୍ତି। ଡାକ୍ତର ଓ ହସ୍ପିଟାଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଭଦ୍ରକ ଜିଲ୍ଲାର ୧୧୨ ପଞ୍ଚାୟତ ବନ୍ୟା ପ୍ରଭାବିତ, ୪.୮୨ ଲକ୍ଷ ଲୋକ ବନ୍ୟା କବଳରେ ,୬୦ ହଜାର ଏକରରୁ ଅଧିକ ଚାଷଜମି…

ବୈତରଣୀ କମିଲା, ସାଳନ୍ଦୀ ଚିନ୍ତା ବଢ଼ାଇଲା । ଭଦ୍ରକ ଜିଲ୍ଲାର ୧୧୨ ପଞ୍ଚାୟତ ବନ୍ୟା ପ୍ରଭାବିତ । ୪.୮୨ ଲକ୍ଷ ଲୋକ ବନ୍ୟା କବଳରେ । ୬୦ ହଜାର ଏକରରୁ ଅଧିକ ଚାଷଜମି ଜଳମଗ୍ନ । ବୈତରଣୀର ତଳମୁଣ୍ଡରେ ବନ୍ୟାର ପ୍ରକୋପ । ଧାମନଗର-ତିହିଡି-ଚାନ୍ଦବାଲିରେ ବନ୍ୟା ଦୁର୍ଦ୍ଦଶା । ଗାଁ ଗାଁରେ ପଶିଛି…

ସନ୍ଧ୍ୟା ମଧ୍ୟରେ ହୀରାକୁଦର ୨୨ ଗେଟ୍ ଖୋଲାଯିବ -ଜଳସମ୍ପଦ ସର୍ବେଚ୍ଚ ଯନ୍ତ୍ରୀ

ହୀରାକୁଦର ଏବେ ୧୪ଟି ଗେଟ ଖୋଲା ଅଛି । ସନ୍ଧ୍ୟା ମଧ୍ୟରେ ୨୨ ଗେଟ୍ ଖୋଲାଯିବ ବୋଲି କହିଛନ୍ତି ଜଳସମ୍ପଦ ସର୍ବେଚ୍ଚ ଯନ୍ତ୍ରୀ । ମହାନଦୀରେ ସୃଷ୍ଟି ହୋଇଛି ମଧ୍ୟମ ଧାରଣର ବନ୍ୟା । ଆଜି ଦିନ ୧୨ ଟା ସୁଦ୍ଧା ମୁଣ୍ଡୁଳୀରେ ୮ ଲକ୍ଷ୍ୟ ୬୫ ହଜାର କ୍ୟୁସେକ ପାଣି ପ୍ରବାହିତ ହେଉଛି । ଆଜି ସନ୍ଧ୍ୟା…

ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି,୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ

ଫୁଲୁଛି ହୀରାକୁଦ ଜଳଭଣ୍ଡାର । ଏବେ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଲଭଣ୍ଡାରକୁ ପ୍ରବଳ ମାତ୍ରାରେ ବନ୍ୟାଜଳ ପ୍ରବେଶ କରୁଛି  l ଭୋର ୩ଟା ସୁଦ୍ଧା ହୀରାକୁଦ ଜଲଭଣ୍ଡାରର ଜଳସ୍ତର ୬୨୩ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୩ ଲକ୍ଷ…

ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବନ୍ୟା ସ୍ଥିତି,୫ ଜିଲ୍ଲାକୁ ହାଇଆଲର୍ଟ

ମହାନଦୀରେ ମଧ୍ୟମ ବନ୍ୟା ସ୍ଥିତି । ୫ ଜିଲ୍ଲାକୁ ହାଇଆଲର୍ଟ। ଲଗାଣ ବର୍ଷା ଏବଂ ମହାନଦୀର ଉପରମୁଣ୍ଡ ଅଞ୍ଚଳରୁ ବଢ଼ିଥିବା ଜଳପ୍ରବାହ ଯୋଗୁଁ ତଳିଆ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଆଜି ସକାଳେ କଟକ ନିକଟସ୍ଥ ମୁଣ୍ଡଳୀ ବ୍ୟାରେଜରେ ଜଳପ୍ରବାହ ୮ରୁ ୯ ଲକ୍ଷ…

ଆକାଶମାର୍ଗରୁ ବନ୍ୟାଞ୍ଚଳ ଏବଂ ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କରି ବିସ୍ତୃତ ସମୀକ୍ଷା କଲେ ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ

ଉତ୍ତର ଓଡିଶାରେ ପ୍ରବାହିତ ନଦୀର ଜଳସ୍ତର ଆଜି ଧୀରେ ଧୀରେ କମିବାରେ ଲାଗିଛି । କିନ୍ତୁ ବନ୍ୟା ପରବର୍ତ୍ତୀ ସ୍ଥିତିରେ ଲୋକଙ୍କ ଦୁର୍ଦ୍ଦଶା ବଢିବା ଆରମ୍ଭ କରିଛି । ବନ୍ୟା ଦ୍ୱାରା ରାଜ୍ୟର ୫ ଜିଲ୍ଲାରେ ୫ ଲକ୍ଷ ୮୭ ହଜାର ୮୨୨ ଲୋକ ପ୍ରଭାବିତ ହୋଇଛନ୍ତି । ମହାନଦୀର ଜଳସ୍ତର ବଢୁଥିବାରୁ ତଳିଆ…

ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ବନ୍ଦ । ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲାପାଳ । ଅଗଷ୍ଟ ୧ ତାରିଖରେ ସ୍କୁଲ ଖୋଲିବାକୁ…

ଡିଏମ୍ ସ୍କୁଲର ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀ ନିଖୋଜ ଘଟଣା,ରିଜର୍ଭ ପଡ଼ିଆର ପାଣି କୁଣ୍ଡରୁ ମିଳିଲା ମୃତଦେହ

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE)ର ଡେମୋନଷ୍ଟ୍ରେସନ୍ ମଲ୍ଟିପର୍ପୋଜ୍ (ଡିଏମ୍) ସ୍କୁଲର ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀ ନିଖୋଜ ଘଟଣା। ସ୍କୁଲ୍ ପଛ ପଟେ ଥିବା ପୋଲିସ ରିଜର୍ଭ ପଡ଼ିଆର ପାଣି କୁଣ୍ଡରୁ ମିଳିଲା ମୃତଦେହ। ସର୍ଚ୍ଚ ବେଳେ ମୁର୍ମୂଷ ଅବସ୍ଥାରେ ପାଣି…