Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁରେ ଜଣେ ଯବାନ ଆହତ
ମାଲକାନଗିରି ଜିଲ୍ଲା ଏମ୍ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି। ଆହତ ଯବାନ ଜଣଙ୍କ ହେଲେ ଡମ୍ବୁର ବଡ଼ ନାୟକ। ତାଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏମ୍ ଭି-୭୯ ଜିନ୍ଦଲଗୁଡ଼ା…
4କୋଟି 12ଲକ୍ଷର ଦୁଗ୍ଧ ଶୀତଳିକରଣ ପ୍ରକଳ୍ପର ଉଦଘାଟନ କଲେ ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶା ଗସ୍ତର ତୃତୀୟ ଦିନରେ ଦେବଗଡ଼କୁ ଧୋବୋଲିପଥର ଦୁଗ୍ଧ ଶୀତଳିକରଣ ବଡ଼ ଉପହାର ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୋଟ ୪୦ କୋଟି ଟଙ୍କାର ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ କହିଛନ୍ତି, କୃଷି ପ୍ରଧାନ ଜିଲ୍ଲା…
ମାଟି ଘରକୁ ପକ୍କା ଘରରେ ରୂପାନ୍ତରିତ ପାଇଁ କେନ୍ଦ୍ରର ସହଯୋଗ ନେବୁ ରାଜସ୍ବ ମନ୍ତ୍ରୀ ।
ବାତ୍ୟା `ଦାନା' କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍ । ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ପି.କେ ରାୟଙ୍କ ନେତୃତ୍ବରେ ଆସନ୍ତା 24 ତାରିଖରେ ଓଡ଼ିଶା ଆସିବେ ୭ ଜଣିଆ କେନ୍ଦ୍ରୀୟ ଟିମ୍। 27 ଯାଏଁ ଓଡ଼ିଶାର ପ୍ରଭାବିତ ଜିଲ୍ଲାଗୁଡ଼ିକ ବୁଲି ଦେଖିବେ । ଭଦ୍ରକ, ବାଲେଶ୍ଵର,…
ଖାଦ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍
ଭିଜିଲାନ୍ସ ରେଡ୍ ଯେତେ ବାଢୁଛି ସରକାରୀ ବାବୁମାନେ ଯେତେ ଧରାପଡିଲେ ମଧ୍ୟ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଚେତା ପଶୁନି |ପୁଣି ଜଣେ ସୁବର୍ଣ୍ଣପୁର ଜିଲ୍ଲାର ଦୁର୍ନୀତିଗ୍ରସ୍ତ ଅଧିକାରୀ ତଥା ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢାଉ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ…
ଲାଞ୍ଚୁଆ ସରକାରୀ କର୍ମଚାରୀ ନିଲମ୍ବିତ
ବାତ୍ୟାରେ କ୍ଷୟକ୍ଷତି ସହିଥିବା ଚାଷୀଙ୍କୁ କ୍ଷତିପୂରଣ ଦେବା ବେଳେ ଲୋକଙ୍କଠାରୁ କର୍ମଚାରୀ ଲାଞ୍ଚ ନେଉଥିବା ନେଇ ଭିଡିଓ ଭାଇରାଲ୍ ହେବା ପରେ ଭଦ୍ରକ ଜିଲ୍ଲା କୃଷି ଅଧିକାରୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅଭିଯୁକ୍ତ ଭଗବତୀ କିସାନଙ୍କୁ ନିଲମ୍ବନ କରିଛନ୍ତି ଜିଲ୍ଲା କୃଷି ଅଧିକାରୀ ।
ବରଗଡ଼ ଜିଲ୍ଲା ସୋହେଲାରେ ଆଜି ଧାନମଣ୍ଡି ଖୋଲିଲେ ଯୋଗାଣ ମନ୍ତ୍ରୀ
ବରଗଡ଼ ଜିଲ୍ଲା ସୋହେଲାରେ ଆଜି ଖୋଲିଛି ଧାନମଣ୍ଡି। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପୂଜାର୍ଚ୍ଚନା କରିବା ପରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇଛି ଏଥିଲାଗି ସୋହେଲାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଧାନ ମଣ୍ଡି ଖୋଲିବା ଅବସରରେ ମନ୍ତ୍ରୀ…
ଉତ୍କର୍ଷ ଓଡ଼ିଶା କନକ୍ଲେବରେ ଯୋଗଦେବାକୁ ଶିଳ୍ପପତି ଓ ନିବେଶକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଫିକି ଇଣ୍ଡିଆ ସହଯୋଗରେ ଆୟୋଜିତ ବୈଠକରେ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ଭିତ୍ତିଭୂମି, ନିବେଶ ସୁଯୋଗକୁ ନେଇ ଆଲୋଚନା ହୋଇଛି । ରାଜ୍ୟରେ ମୁଖ୍ୟତଃ ରିନ୍ୟୁୟବୁଲ ଏନର୍ଜୀ, ପୋଟ୍ରୋକେମିକାଲ୍ସ , ମିନେରାଲ ଏବଂ ଟେକ୍ନୋଲୋଜି ଶିଳ୍ପ ପ୍ରତିଷ୍ଠା ପାଇଁ ଦୃଢ ଭିତ୍ତିଭୂମି ରହିଥିବାରୁ ନିବେଶକ…
ଭାରତ-ଇଂଲଣ୍ଡ ଦିନିକିଆ ମ୍ଯାଚ ପାଇଁ ଟିକଟ ଦର ହ୍ରାସ
ଓଡ଼ିଶା କ୍ରିକେଟ୍ପ୍ରେମୀଙ୍କୁ ମଙ୍ଗଳବାର ମିଳିଛି ପ୍ରତୀକ୍ଷିତ ଖୁସି ଖବର। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ହସ୍ତକ୍ଷେପ ପରେ ବାରବାଟୀ ଟିକଟ ଦର କମିବାକୁ ଯାଉଛି। ଆସନ୍ତା ଫେବ୍ରୁଆରି ୯ ତାରିଖରେ ଐତିହାସିକ ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଏକଦିବସୀୟ…
ଆଜିଠାରୁ ଆରମ୍ଭ ଧାନ କିଣା ପ୍ରକ୍ରିୟା
ଆଜିଠାରୁ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେଉଛି ଧାନ କିଣା ପ୍ରକ୍ରିୟା । ଚଳିତ ଖରିଫ ଋତୁରେ ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା ପାଇବେ ଚାଷୀ । ୨୩୦୦ ଟଙ୍କା ଏମ୍ଏସପି ଓ ୮୦୦ ଟଙ୍କା ବୋନସ୍ ପାଇବେ ।
ନୂଆ ସରକାର ଆସିବା ପରେ ରାଜ୍ୟରେ ପ୍ରଥମ ଥର ଖରିଫ ଧାନ ସଂଗ୍ରହ କରାଯାଉଛି । କିଭଳି…
ଭିଜିଲାନ୍ସ ଜଳରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକ
କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ। କାଲି ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକଙ୍କ ଘରେ ରେଡ୍ ହୋଇଥିଲା । କାର୍ଯ୍ୟାଳୟ, ସରକାରୀ ବାସଭବନରେ ଚଢାଉ କରିଥିଲା ଭିଜିଲାନ୍ସ ।ରେଡ ବେଳେ ଉପଜିଲ୍ଲାପାଳଙ୍କର…