Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ପହଲଗାମ ଆତଙ୍କୀ ଆକ୍ରମଣ ଘଟଣା: ପ୍ରଶାନ୍ତ ଶତପଥୀଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ୱର ଇଶାଣୀ ଗ୍ରାମରେ ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଆଜି ନିଜ ଗ୍ରାମରେ ପହଂଚିଛି । ସାରା ଗାଁ ଶୋକରେ ବୁଡିଛି, ଆଉ ପ୍ରଶାନ୍ତଙ୍କ ଶେଷ ଦର୍ଶନ ପାଇଁ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶେଷ ଦର୍ଶନରେ ମୁଖ୍ୟମନ୍ତ୍ରୀଙ୍କ ସହ…
ନିଜ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଯାତ୍ରା କଳାକାର ଓ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ଯାତ୍ରା କଳାକାର ଓ କର୍ମଚାରୀ ସଂଘ ସଭାପତି ବାପି ପଣ୍ଡା। ଯାତ୍ରା ଜଗତରେ ଚାଲିଥିବା ବିବାଦ ସମ୍ପର୍କରେ ବାପି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ସହିତ ନିଜ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ପ୍ରଦାନ ପାଇଁ ଅନୁରୋଧ କରିଛନ୍ତି। ବାପିଙ୍କ…
ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ
ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ ଏହାର ତର୍ଜମା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…
କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତପ୍ତ ସହର ପାଲଟିଥିବା ବେଳେ ସୋମବାର ମଧ୍ୟ ଏଠାରେ ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୪.୮ ଡିଗ୍ରୀ…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ସୋମବାର…
ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
ଆସନ୍ତାକାଲି ସମ୍ବଲପୁରରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର । ଏହା ପୂର୍ବରୁ ସମୀକ୍ଷା ବୈଠକ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ | ଏହି ଜନ ଅଭିଯୋଗ ଶୁଣାଣି ଶିବିର ସମ୍ବଲପୁର ଦୁର୍ଗାପାଲିଠାରେ ହେବ । ଆସନ୍ତାକାଲିର ଅଭିଯୋଗ ଶୁଣାଣିରେ…
ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ କ୍ରୀଡା ମନ୍ତ୍ରୀ । ପ୍ରାୟ ୨୦ ଫୁଟ୍ ଗଭୀର ପାଣିରେ ବୁଡି ଚେସ୍ ଖେଳିଛନ୍ତି । ପାଣି ଭିତରେ ପ୍ରାୟ ଅଧ ଘଣ୍ଟା ଧରି ଚାଲିଥିଲା ଚେସ୍ ଖେଳ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଗଡଗଡିଆ ଘାଟ ନିକଟ ମହାନଦୀରେ । ରାଜ୍ୟ କ୍ରୀଡ଼ା ମନ୍ତ୍ରୀ…
ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାରେ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶୁକ୍ରବାର ସୂଚନା ଦେଇଛନ୍ତି। ଭକ୍ତ ଓ ସେବାୟତଙ୍କ ପାଇଁ ଇନ୍ସ୍ୟୁରାନ୍ସ ବ୍ୟବସ୍ଥା ରହିବା ସହ ଚନ୍ଦନଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗର ଅନୁମୋଦନ ରହିଥିବା…
ଆଜି ଓଡିଶା ଆସିବେ ପି.କେ. ମିଶ୍ର
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଗୁରୁବାର ୪ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ ସେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ରାଜ୍ୟ ସରକାରଙ୍କର ବିଭିନ୍ନ ଅଧିକାରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବା…
ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ବଦଳିଲା ପାଣିପାଗ ଟ୍ଵିନ୍ ସିଟିରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ସେପଟେ କଟକରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଏଥିଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ପ୍ରବଳ ବର୍ଷା ନେଇ ଖୋର୍ଦ୍ଧା, କଟକ ଓ ଢେଙ୍କାନାଳକୁ…