Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଆସନ୍ତାକାଲିଠୁ ଆରମ୍ଭ ହେବେ ଧାନ କିଣା
ଆସନ୍ତାକାଲିଠୁ ଧାନ କିଣା । ଏଥିପାଇଁ 200ଟି ବୃହତ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି । 3100 ଟଙ୍କାରେ ସବୁ ଧାନ କିଣିବେ ରାଜ୍ୟ ସରକାର। ଆସନ୍ତାକାଲିଠୁ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ପ୍ରଥମ ଥର ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ୮୦୦ଟଙ୍କା ଅଧିକ…
ନିଶ୍ଚିତ ମୃତ୍ୟୁ ମୁଖରୁ ଯବାନଙ୍କୁ ବଞ୍ଚାଇଲେ ଏମ୍ସ ଭୁବନେଶ୍ୱର ଡାକ୍ତର
ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ବୟ ସହିତ ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଡାକ୍ତରୀ ଦଳ ଉନ୍ନତ ଏକ୍ସଟ୍ରାକୋର୍ପୋରାଲ୍ କାର୍ଡିଓ-ପୁଲମୋନାରୀ ରେସୁସିଟେସନ୍ (ଇ-ସିପିଆର୍) ମାଧ୍ୟମରେ ଜଣେ ୨୪ ବର୍ଷ ବୟସ୍କ ଆର୍ମୀ ଯବାନଙ୍କୁ ନିଶ୍ଚିତ ମୃତ୍ୟୁ ମୁଖରୁ ରକ୍ଷା…
ଡିସେମ୍ବର ୬ ତାରିଖରେ ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି
ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି। କାର୍ଯ୍ୟକ୍ରମ ସୂଚନା…
ଡିସେମ୍ବର ୩ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ
ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି। କାର୍ଯ୍ୟକ୍ରମ ସୂଚନା…
ବିଜେପିରେ ସାମିଲ ହେଲେ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ କୈଳାସ ଗେହଲଟ୍
ବିଜେପିରେ ସାମିଲ ହେଲେ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ କୈଳାସ ଗେହଲଟ୍ । କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଉପସ୍ଥିତିରେ ସେ ବିଜେପିରେ ମିଶିଛନ୍ତି । କୈଳାସ ଗେହଲୋଟ୍ ଦିଲ୍ଲୀରୁ ଦୁଇ ଥର ବିଧାୟକ ହେବା ସହ ଆପର ବଡ ଚେହେରା ଥିଲେ। ଗୁରୁତ୍ବପୂର୍ଣ୍ଣ ବିଭାଗ ମଧ୍ୟ ସମ୍ଭାଳିଛନ୍ତି। …
ଭିଜିଲାନ୍ସ ଜାଲରେ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା
ଭିଜିଲାନ୍ସ ଜାଲରେ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫେୟାର କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା। ଆଜି ସକାଳେ ତାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଆରମ୍ଭ କରିଥିଲା। ତାଙ୍କ ଘର ସମେତ ଚାରିଟି ସ୍ଥାନରେ ଚାଲିଛି ଚଢ଼ାଉ। ଭୁବନେଶ୍ବରରେ ସୁବାସ ଚନ୍ଦ୍ର ପଣ୍ଡାଙ୍କର ୪ଟି…
ବିଜେପିର ବରିଷ୍ଠ ନେତା ସମୀର ଦେ ଙ୍କ ପରଲୋକ
ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ପରଲୋକ ଘଟିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି । କଟକର ଏକ ଘରୋଇ ହସ୍ପିଟାଲରେ ସମୀର ଦେଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ…
ସିଙ୍ଗାପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଗସ୍ତର ପ୍ରଥମ ଦିନରେ ବଡ଼ ଶିଳ୍ପ ଉଦ୍ୟୋଗୀଙ୍କୁ ଭେଟି ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିବେଶକଙ୍କ ସହ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ମଧ୍ୟ ସାମିଲ ଥିଲେ । ସିଙ୍ଗାପୁରରେ ଭାରତ ହାଇକମିଶନର ଡକ୍ଟର ସିଲପକ ଅମ୍ବୁଲେଙ୍କ ସହ…
ଘରୋଇ ଟିଭି ଚ୍ୟାନେଲ ନାଁରେ କ୍ୟାପିଟାଲ ଥାନାରେ ଏତଲା
ସରକାରକୁ ବଦନାମ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ବଦନାମ କରୁଛନ୍ତି । ମିଛ ରିପୋର୍ଟ, ଭିଡିଓ ଦେଖାଇ ଭାଇରାଲ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଘରୋଇ ଟିଭି ଚ୍ୟାନେଲ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଭୁଲ, ବିଭ୍ରାନ୍ତିକର ତଥ୍ଯ ସହ ଫେକ୍ ଭିଡିଓ ଦେଖାଇ ମୋହନ ସରକାରଙ୍କୁ ବଦନାମ…
ମୋ ପୁଅ ଠାକୁର ବୋଲି କେବେ କହିନାହିଁ
ମୁହଁ ଖୋଲିଲେ ରାଜଧାନୀ ଭୁବନେଶ୍ୱରର ଚର୍ଚ୍ଚିତ ନାବାଳକ ବାବାଙ୍କ ବାପା।ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେଳେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା। ସେଥିରେ ମୁଁ, ମୋ ସ୍ତ୍ରୀ ଓ ସମ୍ପର୍କୀୟ…