Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ…
ଓଡ଼ିଶାର ଭିତ୍ତିଭୂମି ବକାଶରେ ଆଜି ଏକ ନୂତନ ଫର୍ଦ୍ଦ ଯୋଡ଼ି ହୋଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି। କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଏହି ପ୍ରକଳ୍ପଗୁଡ଼ିକ ଭେଟି ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୧୯ଟି…
ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍ଣ…
ଦୃଷ୍ଟିବାଧିତ ମାଆ କୋଳକୁ ଫେରିଲା ଅପହୃତ କୁନି ଶିଶୁ
ଦୃଷ୍ଟିବାଧିତ ମାଆ କୋଳକୁ ଫେରିଲା ଭୁବନେଶ୍ୱରରୁ ଅପହୃତ କୁନି ଶିଶୁ । ଦୀର୍ଘ ୫୦ ଘଣ୍ଟା ପରେ ମାଆ କୋଳକୁ ଫେରିଲା । କ୍ୟାପିଟାଲ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ପରେ ମାଆକୁ ଛୁଆ ହସ୍ତାନ୍ତର କରାଯାଇଛି । ଛୁଆକୁ ପାଇବା ପରେ ମାଆ ଭାବବିହ୍ୱଳ ହେବା ସହ ପ୍ରଭୁ ଶ୍ରୀରାମଙ୍କ କୃପାରୁ ଛୁଆ…
ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି,୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ
ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥା ଜାରି ରହିବ। ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ। ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ…
ଆଜିଠୁ ଓଡିଶା ଉପକୂଳ ସମୁଦ୍ରରେ ମାଛଧରା ନିଷେଧ
ଆଜିଠୁ ଓଡିଶା ଉପକୂଳ ସମୁଦ୍ରରେ ମାଛଧରା ନିଷେଧ। ଏପ୍ରିଲ ୧୫ ତାରିଖରୁ ଜୁନ୍ ୧୪ ତାରିଖ ଯାଏଁ ମାଛଧରା ନେଇ କଟକଣା ଜାରି କରାଯାଇଛି। ପ୍ରଜନନ ସମୟରେ ମାଛ ବଂଶ ବୃଦ୍ଧି ତଥା ମତ୍ସ୍ୟ ସମ୍ପଦର ସଂରକ୍ଷଣ ଉର୍ଦେଶ୍ୟରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି। କେବଳ…
ଘରକୁ ଫେରୁଥିଲେ ଧକ୍କାଦେଲା ସ୍କୁଟି – 3 ଗୁରୁତର
ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ଖାରିଗୁଡା ନିକଟରେ ସୋମବାର ସାରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସ୍କୁଟିରେ ବସିଥିବା ଦୁଇଜଣ ଏବଂ ଜଣେ ପଥଚାରୀ ଗୁରୁତର ହୋଇଛନ୍ତି। ଆହତ ମାନେ ହେଲେ ବଞ୍ଜରଗାଁର ବିଶ୍ବମ୍ବର ପ୍ରଧାନ, ମୃତ୍ୟୁଞ୍ଜୟ ନାୟକ ଓ ଖାରିଗୁଡାର ସାବିତ୍ରୀ ଗେଡ।…
ଘଟଗାଁ ତାରିଣୀ ପୀଠରେ ମା’ଙ୍କ ୮୯ତମ ଚଇତି ପର୍ବ – ମା’ଙ୍କ ଦର୍ଶନ କରି ସାନ୍ନିଧ୍ୟ ଲାଭ କଲେ ମୁଖ୍ୟମନ୍ତ୍ରୀ
ଘଟଗାଁ ତାରିଣୀ ପୀଠରେ ମା’ଙ୍କ ୮୯ତମ ଚଇତି ପର୍ବର ଷଷ୍ଠ ଦିନରେ ସୋମବାର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଧୂମଧାମରେ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଲୋକସଭା ସଦସ୍ୟ ଅନନ୍ତ ନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଚଇତି ପର୍ବରେ ମା’ଙ୍କ ଦର୍ଶନ କରି ସାନ୍ନିଧ୍ୟ ଲାଭ…
ଆଜି ରାଜଧାନୀ ଭୁବନେଶ୍ବରର ଜନ୍ମଦିନ
ଆଜି ରାଜଧାନୀ ଭୁବନେଶ୍ବରର ଜନ୍ମଦିନ । ୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ବର । ପ୍ରତିଷ୍ଠା ଦିବସ ଉପଲକ୍ଷେ ସଜେଇ ହୋଇଛି ରାଜଧାନୀ । ଆଜି ପ୍ରତିଷ୍ଠା ଦିବସ ଅବସରରେ ରାଜଧାନୀରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି ।ରାଜଧାନୀ ଭୁବନେଶ୍ଵର ପାଳୁଛି ୭୭ତମ ପ୍ରତିଷ୍ଠା ଦିବସ।…
ପୁଲିସ ନିକଟରେ ୫ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳଯରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସପି ପ୍ରଭାତ କୁମାରଙ୍କ ସମ୍ମୁଖରେ ବନ୍ଧୁକ ଓ ବୋମା ସହ ଏହି ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।…
ଆସନ୍ତାକାଲି ଭୁବନେଶ୍ୱରର ଜନ୍ମଦିନ
ଆସନ୍ତାକାଲି (ଏପ୍ରିଲ ୧୩)ରେ ରାଜଧାନୀ ଭୁବନେଶ୍ୱରର ଜନ୍ମଦିନ। ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ। ସମସ୍ତ ସରକାରୀ ବିଭାଗ ସମେତ ବିଏମସି ଓ ୬୭ଟି ୱାର୍ଡରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିପାଇଁ ବିଏମସି ପକ୍ଷରୁ ପ୍ରତି ୱାର୍ଡକୁ ୨୫ ହଜାର ଟଙ୍କା ଲେଖାଏଁ ଦିଆଯାଇଛି। ୭୭ତମ ରାଜଧାନୀ…