Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ବିଧାୟକ, ମନ୍ତ୍ରୀ କି ସାଂସଦ ହେଇଛନ୍ତି ବୋଲି ଗର୍ବ କରନ୍ତୁ ନାହିଁ – ଜେ.ପି ନଡ୍ଡା
ବିଧାୟକ, ମନ୍ତ୍ରୀ କି ସାଂସଦ ହେଇଛନ୍ତି ବୋଲି ଗର୍ବ କରନ୍ତୁ ନାହିଁ। ଗ୍ରୁପିଜିମ୍ ଓ ଚାଟୁକାରିତା ଛାଡ଼ି ନିଜର ବ୍ୟକ୍ତିତ୍ବର ବିକାଶ କରନ୍ତୁ। ଗାଁକୁ ଯାଆନ୍ତୁ ଅଙ୍ଗନବାଡ଼ିକୁ ଯାଇ ସେଠିକାର ଅବସ୍ଥା ଦେଖନ୍ତୁ। ଡାକ୍ତରଖାନାକୁ ରୋଗୀଙ୍କ କଥା ବୁଝନ୍ତୁ, ସେମାନଙ୍କର ସମସ୍ୟାର ସମାଧାନ କରନ୍ତୁ।…
ଦଳ ୩ ଭାଗ ହୋଇଯିବ ପଛେ ପାଣ୍ଡିଆନଙ୍କୁ ନବୀନ ଛାଡ଼ିବେନି ଏବଂ ନବୀନଙ୍କ ଚେତାବନୀ କିଛି କାମ ଦେବନି -ପ୍ରସନ୍ନ ପାଟ୍ଟଶାଣୀ
ପ୍ରସନ୍ନ ପାଟ୍ଟଶାଣୀଙ୍କ ବିଷୋଦ୍ଗାର । ଟାର୍ଗେଟ୍ରେ ନବୀନ ଓ ପାଣ୍ଡିଆନ । ବୁଲେଇ ବଙ୍କାଇ ନୁହେଁ ବରଂ ସିଧାସଳଖ କହିଛନ୍ତି ବିଜେଡିର ଏ ଅବସ୍ଥା ଲାଗି ପାଣ୍ଡିଆନ ହିଁ ଦାୟୀ । ଖାଲି ଏତିକି ନୁହେଁ ବିଜେଡି ବୁଡ଼ିଯାଉଥିବା କଥା ବି ସେ କହିଛନ୍ତି । ବିଜେଡି ନେତା ଏବେ ଅଣନିଃଶ୍ବାସୀ…
ଛତିଶଗଡ଼ର କାଂକେର ଜିଲ୍ଲାରେ ଦୀର୍ଘ ଦିନ ପରେ ନକ୍ସଲଙ୍କର ବ୍ୟାନର
ମାଲକାନଗିରି ଜିଲ୍ଲାର ଛତିଶଗଡ଼ର କାଂକେର ଜିଲ୍ଲାରେ ଦୀର୍ଘ ଦିନ ପରେ ନକ୍ସଲଙ୍କର ବ୍ୟାନର ଦେଖିବାକୁ ମିଳିଛି। ପୁଲିସର କଡ଼ା ସୁରକ୍ଷା ଭିତରେ ନକ୍ସଲ ବ୍ୟାନର ଓ ପୋଷ୍ଟର ମାରିବା ପାଇଁ ଶକ୍ତି ଯୋଗାଡ଼ କରିପାରୁନଥିଲେ। କିନ୍ତୁ ଗତକାଲି ରାତିରେ ନକ୍ସଲ ଜିଲ୍ଲାର କୋୟଲାବେଡ଼ା ଥାନା ଅଂଚଳରେ ପୁଣି…
ଆଇଏଏସ୍ ସ୍ତରରେ ଅଦଳବଦଳ
ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ…
୨୪ ଘଣ୍ଟାରେ ଦୁର୍ବଳ ହେବ ଲଘୁଚାପ
ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କେନ୍ଦ୍ରୀଭୂତ ହେଉଛି। ଏହା ଉତ୍ତର ଦିଗରେ ଗତି କରିବ। ପରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ରାୟଗଡ଼ାରେ…
ପୁଲିସ ନିକଟରେ ୨୨ ଜଣ ନକ୍ସଲଙ୍କ ଆତ୍ମସମର୍ପଣ
ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ନାମରେ ୨୬ ଲକ୍ଷ ଟଂକାର ପୁରସ୍କାର ଘୋଷଣା ହୋଇଥିଲା। ଏଥିସହ ଏମାନଙ୍କ ମଧ୍ୟରୁ ୬ ଜଣ ମହିଳା ନକ୍ସଲ ରହିଛନ୍ତି। ଏମାନଙ୍କ ମଧ୍ୟରୁ ବାଟାଲିୟନ ନମ୍ବର ୧ର ସଦସ୍ୟ କମଲି…
ପାଣ୍ଡିଆନଙ୍କୁ କ୍ଲିନଚିଟ ଦେଲେ ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ
ଭିକେ ପାଣ୍ଡିଆନଙ୍କୁ ନେଇ ନବୀନ ପଟ୍ଟନାୟକଙ୍କ ବୟାନ । ପାଣ୍ଡିଆନଙ୍କୁ କ୍ଲିନଚିଟ ଦେଇଛନ୍ତି ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । କହିଲେ, ପାଣ୍ଡିଆନ ଦଳ ଓ ରାଜ୍ୟ ପାଇଁ ଅନେକ କାମ କରିଛନ୍ତି । ୧୦ ମାସ ହେଲାଣି ପାଣ୍ଡିଆନ ଦଳ ଛାଡିଲେଣି । ବର୍ତ୍ତମାନ ସେ ଦଳୀୟ କାର୍ୟ୍ୟରେ ସଂଶ୍ଲୀଷ୍ଟ…
ବିଜେଡିରେ ଯୋଗ ଦେଇଥିବା ନୂଆ ନେତାଙ୍କୁ ଜଣା ନାହିଁ ଦଳର ଇତିହାସ – ଦେବାଶିଷ ସାମନ୍ତରାୟ
ବିଜେଡି ଭିତରେ ଏବେ ପୂରା ଗୋଳମାଳିଆ ସ୍ଥିତି। ୱାକଫ୍ ବିଲକୁ ନେଇ ସସ୍ମିତଙ୍କ ସମର୍ଥନ ପରେ ଦଳରେ କମ୍ପନ ସୃଷ୍ଟି ହୋଇଛି। ଯୁବ ନେତା ଓ ବରିଷ୍ଠ ନେତାମାନେ ଅଲଗା ଅଲଗା ଭାବେ ବୈଠକ କରିବା ନେଇ ଚର୍ଚ୍ଚା ହେଉଥିବାବେଳେ ମୁହଁ ଖୋଲିଛନ୍ତି ସାଂସଦ ଦେବାଶିଷ ସାମନ୍ତରାୟ । ଦେଇଛନ୍ତି ବିସ୍ଫୋରକ…
ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ଓଡ଼ିଶା ଜୀବିକା ମିଶନ ଅନ୍ତର୍ଭୁକ୍ତ ସାମାଜିକ ଅନ୍ତର୍ଭୁକ୍ତୀକରଣ ଅଭିଯାନ , ୨୨ ତାରିଖ…
ରାଜ୍ୟର ବିକାଶରେ ସାମିଲ ପାଇଁ ଗରିବ ଏବଂ ପଛୁଆ ଯୋଗ୍ୟ ପରିବାରଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀରେ ଅନ୍ତର୍ଭୁକ୍ତ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ୪,୧୨,୫୪୮ଯୋଗ୍ୟ ପରିବାରକୁ ଏସଏଚଜିରେ ସାମିଲ କରାଯାଇଥିଲା। ଏହି ଅଭିଯାନରେ ୧୦୮ଟି ଦିବ୍ୟାଙ୍ଗ ଏସଏଚଜି ଗଠିତ ହୋଇଛି। ଏଥିରୁ…
ହିଟୱେଭ୍ ସଚେତନତା ଭ୍ୟାନ୍ ଅଭିଯାନ’କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଭୁବନେଶ୍ୱରର ଗୀତଗୋବିନ୍ଦ ଭବନଠାରେ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିର ମୁକାବିଲା କରିବା ପାଇଁ ଏକ ରାଜ୍ୟବ୍ୟାପୀ 'ହିଟୱେଭ୍ ସଚେତନତା ଭ୍ୟାନ୍ ଅଭିଯାନ'କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।
ଏହି ଅଭିଯାନଟି ୟୁନିସେଫର ଏକ…