Browsing Category

Odisha

All about all odisha state news updates

ରାଉରକେଲାରେ ରାମ ଦୋଳି ଛିଡ଼ି ପଡ଼ିଲା

ଶାରଦୀୟ ଦୁର୍ଗାପୂଜା ପାଇଁ ଇସ୍ପାତନଗରୀ ‘ରାଉରକେଲା’ ଉତ୍ସବମୁଖର ହୋଇ ଉଠିଥିବାବେଳେ ଏକ ଅଘଟଣ ଘଟିଛି । ପରିବାରର ସ୍ବାମୀ, ସ୍ତ୍ରୀ ଏବଂ ୧୨ ବର୍ଷର ଝିଅ ଦୁର୍ଗାପୂଜା ମେଳା ଦେଖି ବାହାରିଥିଲେ। ସନ୍ଧ୍ୟାରେ ଟେଲିଫୋନ୍‌ ଭବନରେ ମିଆଁମାର ବୁଦ୍ଧ ମନ୍ଦିର ତୋରଣ ଦେଖିଥିଲେ। ତାପରେ ମାଆଙ୍କ…

ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର। ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରିଛନ୍ତି। ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ସବୁ ପୂଜା ପେଣ୍ଡାଲର ଭଡ଼ା ଛାଡ଼ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି…

ପାଟଣା ସାହି ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ରାଜଧାନୀର ପାଟଣା ସାହି ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ସେଠାରେ ପହଞ୍ଚି ମାଆଙ୍କର ଆଳତି କରିଛନ୍ତି। ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। ପାଟଣା ସାହି ପୂଜାମଣ୍ଡପରେ ସେଠାକାର ବିଶେଷାଙ୍କ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି…

ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । ଆସ୍ଥା ବିଶ୍ୱାସ ଓ ପରମ୍ପରାର ପର୍ବ ମାଣିକେଶ୍ୱରୀଙ୍କ ଛତର ଯାତ୍ରା । ସହର ଉପକଣ୍ଠରେ ଥିବା ଜେନାଖାଲରୁ ସକାଳ ସାଢ଼େ ୫ଟାରେ ମା'ଙ୍କ ବିଜୟ ଛତର ବାହାରିଛି । ମଧ୍ୟ ରାତ୍ରରେ ଜେନାଖାଲରେ ରୀତିନୀତି…

ଗ୍ୟାସ୍‌ ବୁକିଂର ୪୮ଘଣ୍ଟା ମଧ୍ୟରେ ନଦେଲେ କାର୍ଯ୍ୟାନୁଷ୍ଠାନ

ଗ୍ୟାସ୍‌ ବୁକିଂର ୪୮ଘଣ୍ଟା ମଧ୍ୟରେ ଖାଉଟିଙ୍କ ନିକଟରେ ଗ୍ୟାସ୍ ପହଞ୍ଚିବା ଦରକାର। ଏନେଇ ପୂର୍ବରୁ ଥିବା ନିର୍ଦ୍ଦେଶନାମାକୁ କଡ଼ାକଡ଼ି ପାଳନ କରାଯାଉ। ନଚେତ୍ ଖିଲାପକାରୀ ବିତରକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଗ୍ୟାସ୍ କଳାବଜାରୀ ଓ ତୈଳ ସାମଗ୍ରୀରେ ଅପମିଶ୍ରଣ ରୋକିବାକୁ…

ବିଜେଡିରେ ସବୁ ଠିକ ଚାଲିନି, କାର୍ଯ୍ୟକ୍ରମରୁ କାହିଁକି ଦୂରେଇ ରହିଲେ ଅମର-ଅଶୋକ-ସୁନନ୍ଦା ?

ଯାଜପୁର:ଯାଜପୁର ନେତା କହୁଛନ୍ତି ଆମେ ଏକାଠି, ବବି କହିଲେ ଆମେ ଏକାଠି  । କିନ୍ତୁ ବିଜେଡିର ଯାଜପୁର ଜିଲ୍ଲାସ୍ତରୀୟ ସଦସ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ କିଛି ଠିକ୍ ଠାକ ନଥିବା ଦେଖାଯାଇଛି । କାରଣ ହେଉଛି ବିଜେଡିର କିଛି ତୁଙ୍ଗ ନେତାଙ୍କ କାର୍ଯ୍ୟକ୍ରମରେ ଅନୁପସ୍ଥିତିକୁ ନେଇ ଆଲୋଚନା ଦାଣ୍ଡରେ…

ଦୁର୍ଗା ପୂଜାରେ ବୁଲିବେ ‘ଶକ୍ତି ବାହିନୀ

ସବୁଠି ପୂଜାର ଆସର । ଏହି ପବିତ୍ର ଉତ୍ସବରେ ମହିଳାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେଫ ନେଇଛନ୍ତି ରାଜ୍ୟ ସରକାର । ଦୁର୍ଗା ପୂଜାରେ ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରିଛି ଓଡ଼ିଶା ପୋଲିସ । ୪୦ ଜଣ ମହିଳା ପୋଲିସଙ୍କୁ ନେଇ ‘ଶକ୍ତିବାହିନୀ’ ଟିମ୍ ଗଠନ…

ସୁଭଦ୍ରା’ ଯୋଜନା 

ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନା ମାଧ୍ୟମରେ ମହିଳାମାନଙ୍କୁ ସ୍ବାବଳମ୍ବୀ କରିବା ପାଇଁ ଏକ ବୃହତ୍‌ ପଦକ୍ଷେପ ନେଇଛନ୍ତି। ଏଥି ପାଇଁ ଗତ ସେପ୍ଟେମ୍ବର ୧୭ ତାରିଖ ଠାରୁ ସହାୟତା ପ୍ରଦାନ କରି ଆସୁଛନ୍ତି। ବର୍ଷକୁ ୫ ହଜାର ଟଙ୍କା ଲେଖାଏଁ ୨ଟି କିସ୍ତିରେ ହିତାଧିକାରୀଙ୍କୁ ୧୦ ହଜାର ଟଙ୍କା…

ଭିଜିଲାନ୍ସ ଜାଲରେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର

କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ମାଗଣା ମେଡିସିନ ପାଇଁ ସେ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଥିଲା।…

ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର…