Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଆଜି ମଧ୍ୟରାତ୍ରରେ ଆରମ୍ଭ ହେବ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା
ଆଜି ମଧ୍ୟରାତ୍ରରେ ଆରମ୍ଭ ହେବ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା । ଆଉ କିଛି ସମୟ ପରେ ପାରମ୍ପାରିକ ଧେଣ୍ଡୁରା ବାଦ୍ୟ ମାଧ୍ୟମରେ ସହରବାସୀଙ୍କୁ ଯାତ୍ରା ସମ୍ପର୍କରେ ଅବଗତ କରାଯିବ । ସେପଟେ ମା'ଙ୍କ ଅସ୍ଥାୟୀ ପୀଠକୁ ମଧ୍ୟ ସଜ୍ଜିତ କରାଯାଉଛି ।
ବିଭିନ୍ନ ପ୍ରକାରର ଫୁଲରେ…
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିବ
ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିବ। ଗୁରୁବାର ସକାଳ ସୁଦ୍ଧା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୫୦ରୁ ୬୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ଏହି ସମୟ ମଧ୍ୟରେ…
ଫ୍ରାନ୍ସ ରାଷ୍ଟ୍ରଦୂତ ଥିଏରୀ ମାଥୌ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ…
ଭାରତରେ ଅବସ୍ଥାପିତ ଫ୍ରାନ୍ସ ରାଷ୍ଟ୍ରଦୂତ ଥିଏରୀ ମାଥୌ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରି ଓଡ଼ିଶା ଏବଂ ଫ୍ରାନ୍ସର ମଧ୍ୟରେ ଦୃଢ ସମ୍ପର୍କ ସ୍ଥାପନ ବିଷୟରେ ଆଲୋଚନା କରିଛନ୍ତି। ଫ୍ରାନ୍ସ ଓ ଭାରତର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼…
୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ
ଆଜି ଓଡ଼ିଶା ପୋଲିସର ପ୍ରତିଷ୍ଠା ଦିବସ । ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହେଉଛି । ଭୁବନେଶ୍ବର ରିଜର୍ଭ ପୋଲିସ ପଡ଼ିଆରେ କମିଶନରେଟ୍ ପୋଲିସ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ ହେବ । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ । ସେହିପରି ସୁନ୍ଦରଗଡର…
ଓଡ଼ିଆ ଜାତିର ପରିଚୟ, ସଂସ୍କୃତି ଓ ଗରିମାର ସ୍ମରଣ କରାଏ ଉତ୍କଳ ଦିବସ
ଆଜି ଏପ୍ରିଲ୍ ୧, ୨୦୨୫, ଓଡ଼ିଶା ଦିବସ ବା ଉତ୍କଳ ଦିବସ ରାଜ୍ୟରେ ବହୁ ଉତ୍ସାହର ସହ ପାଳନ କରାଯାଉଛି। ୧୯୩୬ ମସିହାରେ ଏହି ଦିନ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା, ଯାହା ଭାରତରେ ଭାଷାଭିତ୍ତିକ ରାଜ୍ୟ ଗଠନର ପ୍ରଥମ ଉଦାହରଣ। ଏହି ଐତିହାସିକ ଦିନ ଓଡ଼ିଆ ଜାତିର ପରିଚୟ,…
ରାତି ପାହିଲେ ଓଡ଼ିଶା ପାଳିବ ଉତ୍କଳ ଦିବସ
ରାତି ପାହିଲେ ଓଡ଼ିଶା ପାଳିବ ଉତ୍କଳ ଦିବସ। କିନ୍ତୁ ବିନା ଦ୍ୱିଧାରେ କୋଟିଆରେ ପ୍ରବେଶ କରୁଛି ଆନ୍ଧ୍ର। ଓଡ଼ିଶା-ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ୨୧ଟି ଗ୍ରାମକୁ ନେଇ ଅନେକ ବର୍ଷ ଧରି ତିକ୍ତତା ଲାଗି ରହିଛି। ସୀମା ବିବାଦ ସୁପ୍ରିମକୋର୍ଟରେ ବିଚାରଧୀନ ରହିଛି। ତଥାପି କୋଟିଆ ମୋହ ଛାଡ଼ି…
ଦନ୍ତେୱାଡାରେ ବଡ଼ ଧରଣର ଏନକାଉଣ୍ଟର ଜାରି, ଏକାଧିକ ମାଓବାଦୀଙ୍କ ମୃତ୍ୟୁ
ନିପାତ ହେଉଛନ୍ତି ମାଓବାଦୀ । ପୁଣି ଛତିଶଗଡ ଦାନ୍ତେୱାଡାରେ ଏନ୍କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ମହିଳା ମାଓବାଦୀ ମୃତ । ଦାନ୍ତେୱାଡା ଓ ବିଜାପୁର ସୀମାରେ ଗୁଳିବିନିମୟ ଜାରି । ଇନ୍ସାସ୍ ରାଇଫଲ ସମେତ ବିପୁଳ ମାରଣାସ୍ତ୍ର ଜବତ ।
ଗତକାଲି ଛତିଶଗଡ ଦାନ୍ତେୱାଡା ରେ ଯବାନଙ୍କ…
କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା
କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣାରେ ପୂର୍ବତଟ ରେଲୱେ ପକ୍ଷରୁ ସହାୟତା ଘୋଷଣା କରାଯାଇଛି। ଜଣେ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ। ସେହିପରି ଜଣେ ଗୁରୁତର ଆହତଙ୍କୁ ଅଢ଼େଇ ଲକ୍ଷ ଟଙ୍କା ଏବଂ ୨ଜଣ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି…
ବେଙ୍ଗାଲୁରୁ କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ , ଉଦ୍ଧାର କାର୍ଯ୍ୟ ଜାରି
ବେଙ୍ଗାଲୁରୁ କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ । ଟ୍ରାକରୁ ଖସିଲା ଏଗାର ବଗି । ଦୁର୍ଘଟଣାରେ କେହି ମୃତାହତ ହୋଇ ନଥିବା ସୂଚନା ରହିଛି । ହେଲେ କୌଣସି ଜନଜୀବନ ହାନି ସୂଚନା ନଥିବାବେଳେ ଆହତଙ୍କ ସଂଖ୍ୟା ବଢୁଥିବା ସୂଚନା ରହିଛି । ଏପରି ସ୍ଥଳେ ମେଡ଼ିକାଲ ଟିମ୍ ସହ ଏନଡିଆରଏଫ ଓ ଫାୟାର…
ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜିଠାରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । କଳାହାଣ୍ଡିରୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ। ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା…