Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଟ୍ରେନକୁ କିଏ ମାରିଲା ଗୁଳି ?
ନୂଆଦିଲ୍ଲୀରୁ ପୁରୀ ଅଭିମୁଖେ ଆସୁଥିବା ନନ୍ଦନକାନନ ଏକ୍ସପ୍ରେସ ଟ୍ରେନକୁ ଗୁଳିମାଡ଼ । ଦୁଇ ରାଉଣ୍ଡ ଗୁଳିମାଡ଼ ହୋଇଥିବା କୁହାଯାଉଛି । ଏନେଇ ତଦନ୍ତ ଆରମ୍ଭ ହୋଇଛି । ତେବେ ଏଥିରେ ଯାତ୍ରୀଙ୍କ କ୍ଷୟକ୍ଷତି ହୋଇନାହିିଁ । ଆଜି ସକାଳ ସା୍ଢ଼େ ୯ଟାରୁ ୧୦ଟା ଭିତରେ ଗୁଳିମାଡ଼ ହୋଇଥିବାର ଖବର…
କିଏ ହେବେ ଓଡିଶା କଂଗ୍ରେସର ନୂଆ ସଭାପତି ?
ସବୁ ବିଧାୟକ ଏବଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା କଂଗ୍ରେସର ଏହି ବୈଠକ । କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ପିସିସି କାର୍ଯ୍ୟାଳୟ ଭିତରେ ଘମାସନ ଆଲୋଚନା ହୋଇଥିଲା । ଛତିଶଗଡ଼ର କଂଗ୍ରେସ ନେତା ଚରଣ ଦାସ ମହନ୍ତ ଏଵଂ ମିନାକ୍ଷୀ ନଟରାଜନ ଉପସ୍ଥିତିରେ ବସିଥିଲା ବୈଠକ…
ଦୁଇଦିନ ଭିତରେ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା
ଦିନକ ପରେ ବାତ୍ୟା କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକକୁ ଯିବ ଟଙ୍କା । ପ୍ରାଥମିକ ସ୍ତରରେ ୧୪ ଜିଲ୍ଲାରେ ପ୍ରାୟ ୬୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ଆକଳନ ହୋଇଥିବା କହିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ତେଣୁ ଚାଷୀଙ୍କୁ ପ୍ରଥମେ କ୍ଷତିପୂରଣ ଦେବେ ରାଜ୍ୟ…
ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ବୋମାରେ ଉଡେଇଦେବାକୁ ଧମକ
ଭୁବନେଶ୍ବର ବିମାନବନ୍ଦରରେ ଜରୁରୀ ଅବତରଣ । ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପୁଣି ବୋମା ଧମକ । ବିସ୍ଫୋରଣ କରି ବିମାନବନ୍ଦର ଉଡ଼ାଇଦେବାକୁ ଧମକ । ସୋମବାର ରାତିରେ ଭୁବନେଶ୍ବରରୁ ଦିଲ୍ଲୀ ଆଭିମୁଖେ ଯାତ୍ରା କରୁଥିବା ଇଣ୍ଡିଗୋ ବିମାନରେ ବୋମା ଥିବା ନେଇ ଧମକ ଆସିଥିଲା ।…
ବାଲିଯାତ୍ରା ପାଇଁ କଟକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଉପର ପଡ଼ିଆରେ ବାଲିଯାତ୍ରା ନକରିବା ନେଇ ପ୍ରଶାସନକୁ ହାଇକୋର୍ଟ ପରାମର୍ଶ ଦେଇଛନ୍ତି । ଏ ପ୍ରସଙ୍ଗରେ ଆଜି କଟକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା।
ଆଜି କୋର୍ଟରେ ସତ୍ୟପାଠ ଦାଖଲ ହେବ। ବ୍ୟବସାୟୀଙ୍କ ହିତ, କଟକବାସୀଙ୍କ…
ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା
ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ ହୋଇଯାଇଛି । ଆଉ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଚାଷୀଙ୍କଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ। ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧…
ଶିମିଳିପାଳ ଜଙ୍ଗଲରେ ପ୍ରାଣତ୍ୟାଗ କଲା ‘ଯଶୋଦା’
୬ ମାସ ତଳେ ଯଶୋଦାକୁ ଚନ୍ଦକା ଅଭୟାରଣ୍ୟରୁ ଶିମିଳିପାଳକୁ ଆଣାଯାଇଥିଲା । ଆସିବା ସମୟରୁ ଯଶୋଦା ଅସୁସ୍ଥ ରହିଥିଲା । ଗତ ତିନିମାସ ହେବ ତାର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଅନେକ ବିଶେଷଜ୍ଞ ଡାକ୍ତରଙ୍କ ଦ୍ଵାରା ଚିକିତ୍ସା କରାଯାଉଥିଲା । ହେଲେ କୌଣସି ସୁଫଳ ମିଳିନଥିଲା । ଶେଷରେ…
୨ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ କରିବେ ଯୋଗଦାନ । ଏହି ଗସ୍ତ ସମୟରେ ଅନେକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ରହିଛି କାର୍ଯ୍ୟକ୍ରମ । ଓଡ଼ିଶାର ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗରେ କରିପାରନ୍ତି ଆଲୋଚନା । ସେହିପରି ମୁଖ୍ୟମନ୍ତ୍ରୀ ୩ ଦିନିଆ ବିଦେଶ…
୧୦ ତାରିଖରୁ ଟ୍ରକ୍ ପରିବହନ ବନ୍ଦ କରିବାକୁ ଚେତାବନୀ ଦେଲା ଟ୍ରକ୍ ମାଲିକ ସଂଘ
ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛି ଲଘୁ ଖଣିଜ ପରିବହନ କରୁଥିବା ମିଳିତ ଟ୍ରକ ମାଲିକ ସଂଘ। ଖୋର୍ଦ୍ଧା ଟ୍ରକ ମାଲିକ ସଂଘ ଆହ୍ବାନ କ୍ରମେ ପାଖାପାଖି ୧୦ ଜିଲ୍ଲାର ୧୫ ଟ୍ରକ ମାଲିକ ସଂଘର ମିଳିତ ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି । ସେମାନଙ୍କ ଦାବି, ନଦୀ ବାଲି ପରିବହନ କ୍ଷେତ୍ରରେ…
ଶ୍ରୀମନ୍ଦିରରେ ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ
ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ବିତ କରାଯିବ। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି ଓ ହର ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର…