Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
Odisha
All about all odisha state news updates
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍ରେ ପୀଡ଼ିତ, ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ
ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍ରେ ପୀଡ଼ିତ ଅଛନ୍ତି। ଏ ସମ୍ପର୍କରେ ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ଶ୍ରୀ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ସ୍ବାସ୍ଥ୍ୟଜନିତ ସମସ୍ୟା ଯୋଗୁଁ ଚିକିତ୍ସା ପାଇଁ ସେ ମୁମ୍ବଇ ଯିବେ।…
ଗୋପାଳପୁର ଗଣବଳାତ୍କାର ମାମଲାରେ ରିପୋର୍ଟ ମାଗିଲେ ଏନ୍ସିଡବ୍ଲ୍ୟୁ
ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ସୋମବାର ସନ୍ଧ୍ୟାରେ ଘଟିଥିବା ଗଣଦୁଷ୍କର୍ମ ମାମଲାକୁ ନେଇ ସାରା ଦେଶରେ ନିନ୍ଦା କରାଯାଉଛି । ଜଣେ ୨୦ବର୍ଷୀୟା କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ଜାତୀୟ ମହିଳା କମିଶନ(ଏନ୍ସିଡବ୍ଲ୍ୟୁ)।
କମିଶନ ନିଜ ଆଡ଼ୁ ମାମଲା…
ବିଜେପି ବର୍ଷ ପୂର୍ତ୍ତି ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ
ଜୁନ୍୨୦ରେ ବିଜେପି ସରକାର ଗଠନର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଆୟୋଜନ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ବୋଧନ ଦେବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବହୁ କେନ୍ଦ୍ର ମନ୍ତ୍ରୀ, ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟଗଣ,…
ରାଜ୍ୟ ବିଜେପି ପ୍ରତିଶ୍ରୁତି କାର୍ଯ୍ୟକାରୀ କରିନାହିଁଁ: କଂଗ୍ରେସ
ନିର୍ବାଚନ ପୂର୍ବରୁ ରାଜ୍ୟ ବିଜେପି ଯେଉଁସବୁ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିଲା ସେଥିରୁ ଗୋଟିଏ ବି ଠିକ୍ ଢଙ୍ଗରେ କାର୍ଯ୍ୟକାରୀ ହୋଇନାହିଁ। ରାଜ୍ୟରେ ଶାସନ ଦିଗହରା ହୋଇଥିବା ବେଳେ ମୋହନ ସରକାର ମିଛ ବିକାଶର ଡିଣ୍ଡିମ ପିଟୁଛନ୍ତି।
ଅଯୋଗ୍ୟ ମୁଖ୍ୟମନ୍ତ୍ରୀ ଓ ଅପରାଗ…
ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ
ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳ ସାଢ଼େ ୫ଟାରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ…
ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ତଦନ୍ତ କରିବା ନେଇ ପୋଲିସ ଡିଜି ଓ୍ବାଇ ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଆଇଜି ଏସ.ସାଇନିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ ହେବ । କହିରଖୁଛୁ ଗୋପାଳପୁର ବେଳାଭୂମିରେ…
ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍
ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ…
ଜୁନ 20 ରେ ଆସିବେ ମୋଦୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକ ବର୍ଷ ପୂରିଛି। ଜୁନ୍ ୧୨ରୁ ୨୦ତାରିଖ ପର୍ଯ୍ୟନ୍ତ ବର୍ଷ ପୂର୍ତ୍ତି ପାଳନ ହେଉଛି। ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ଗସ୍ତ ସମୟରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ଼…
ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି, ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି
ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍-ଅପ୍ ଭତ୍ତା ୬୧୨ରୁ…
ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ
ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇଛି। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଆଜି ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେବା ପରେ ଇଣ୍ଟରନେଟ ସେବା ପୁଣି ଥରେ ପୂର୍ବଭଳି ସ୍ବାଭାବିକ ହୋଇଛି।
ଜିଲ୍ଲାପାଳ…