Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ବିଧାନସଭାରେ ବାଜିଲା ଘଣ୍ଟ,ଦିନ ସାଢେ ୧୧ଟା ଯାଏଁ ମୁଲତବି
ବିଧାନସଭାରେ ବାଜିଲା ଘଣ୍ଟ । ବିଧାନସଭାକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଆଜି ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଚାଲିପାରିନି ବିଧାନସଭା । ଆଉ ବିଧାନସଭାରେ ଦେଖିବାକୁ ମିଳିଛି ବିରୋଧୀଙ୍କ ନିଆରା ପ୍ରତିବାଦ । କଂଗ୍ରେସ ବିଧାୟକମାନେ କଳାସାର୍ଟ ଆଉ କଳାବ୍ୟାଚ୍ ପିନ୍ଧିବା ସହିତ ଘଣ୍ଟ ବଜେଇ…
ଗିରଫ ହୋଇଛି ରାଜା ଚକ୍ରଙ୍କ ସହଯୋଗୀ ସୁଶାନ୍ତ ସାମଲ
ସୁଶାନ୍ତ ସାମଲକୁ କେନ୍ଦୁଝରରୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW । ସୁଶାନ୍ତ ରାଜା ଚକ୍ରଙ୍କ କୋଟି କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ । ବେନାମୀ ସମ୍ପତ୍ତି ବିନିଯୋଗ କରିବା ସହିତ ଅର୍ଥ ହେରଫେରରେ ସୁଶାନ୍ତଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ କ୍ରାଇମବ୍ରାଞ୍ଚ…
ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଝଡ, ପବନ ସାଙ୍ଗକୁ ଘଡଘଡି,…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨୨ ମାଓବାଦୀ
ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ପୃଥକ୍ ସ୍ଥାନରେ ୨୨ ମାଓବାଦୀ ନିହତ ହୋଇଛନ୍ତି। ଗାଙ୍ଗୋଲ ଅଞ୍ଚଳରେ ୧୮ ମାଓବାଦୀ ନିହତ ହୋଇଥିବାବେଳେ କାଙ୍କେରରେ ଆଉ ୪ ମାଓବାଦୀ ନିହତ ହୋଇଛନ୍ତି। ପୋଲିସ…
ଆଜି ବିଶ୍ଵ ପଖାଳ ଦିବସ
ଆଜି ପଖାଳ ଦିବସ।ଓଡିଆ ମାନଙ୍କର ପଖାଳ ପ୍ରତି ରହିଥିବା ଆଗ୍ରହ ହେଉଛି ପଖାଳ ଦିବସ । ଏହି ଦିବସର ମହତ୍ଵକୁ ସମୟକ୍ରମେ ଲୋକମାନେ ମନାଇ ଆସୁଛନ୍ତି । ପଖାଳ ର ଲୋକପ୍ରିୟତାକୁ ଦେଖି ତାରକା ହୋଟେଲ ଗୁଡିକ ମଧ୍ୟ ବ୍ୟବସାୟିକ ଦୃଷ୍ଟି ରଖି ଏହି ଦିବସକୁ ପାଳନ କରୁଛନ୍ତି। ତାରକା ହୋଟେଲରେ…
ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଭରସା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। ସ୍ୱର୍ଗତ…
ବିନା ଟିକେଟ୍ରେ ଯାତ୍ରା କରି ଧରାପଡିଲେ ୫୯ ଜଣ, ଗଣିଲେ ୧୭୨୨୫ ଟଙ୍କା
ବିନା ଟିକେଟ୍ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ଆଜି ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ ଆରମ୍ଭ ହୋଇଥିଲା। ଖୋର୍ଦ୍ଧା ରେଳ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ-୨ଙ୍କ ନିର୍ଦ୍ଦେଶରେ…
ଗ୍ରୀଷ୍ମପ୍ରବାହ ଯୋଗୁଁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ
ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ସମୟ ସାରଣୀ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର
ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଲୋକସେବା ଭବନରେ ପହଞ୍ଚିଲେ ନବ ଦାସଙ୍କ ପରିବାର । ପୂର୍ବରୁ ସାକ୍ଷାତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଇ-ମେଲ କରିଥିଲେ ନବ ଦାସଙ୍କ ପତ୍ନୀ ମୀନତି ଦାସ । ଏହା ସହ ଡାକ ଜରିଆରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପଠାଇଥିଲେ । ବହୁ ଚର୍ଚ୍ଚିତ ନବ ଦାସ…
ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫
ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫ । ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି, ତୋଷାଳି ମେଳା ହେବ ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂସ୍କୃତିର ନିଦର୍ଶନ ।…