Browsing Category

Odisha

All about all odisha state news updates

ପୁରୀରେ ହବିଷ୍ୟାଳୀଙ୍କୁ ମିଳିବ ସବୁ ସୁବିଧା

ପୁରୀ: ଏଥର ପୁରୀକୁ ଯଦି ଆପଣଙ୍କ ପରିବାରର କେହି ହବିଷ୍ୟାଳି ଯିବା ପାଇଁ ଚାହୁଁଛନ୍ତି ତେବେ ସରକାରୀ ଓ୍ବେବସାଇଟରେ ଆବେଦନ କରିବାକୁ ପଡ଼ିବ । ସମସ୍ତ  ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ…

ନିଜ ନିର୍ବାଚନ ମଣ୍ଡଳୀରେ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼

କେଶିଙ୍ଗା: କଳାହାଣ୍ଡି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼ ହୋଇଛି । https://www.youtube.com/watch?v=ZI-xkDf4Mc8 ତାଙ୍କର ପୂର୍ବତନ ସମର୍ଥକ ଥିବା କିଛି ଯୁବକ ଅଣ୍ଡାମାଡ଼ କରିଛନ୍ତି ।  ନିଜ ନିର୍ବାଚନ ମଣ୍ଡଳୀର ଗୋଳମୁଣ୍ଡା କଲେଜର ଏକାଡେମୀକ…

ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ

ପୁରୀ: ମହାପ୍ରଭୁଙ୍କ ଅର୍ପଣ ଚାଉଳ ନିଲାମ ହୋଇଛି। ମୋଟ ୧୪ହଜାର କ୍ବିଣ୍ଟାଲ ଚାଉଳ ସଂଗ୍ରହ କରାଯାଇଥିବା ବେଳେ ଏଥିରୁ ୪ହଜାର କ୍ବିଣ୍ଟାଲ ଚାଉଳ ବ୍ୟବହାର ହୋଇଥିଲା । ବାକି ୧୦ହଜାର କ୍ବିଣ୍ଟାଲ ଚାଉଳ ନଷ୍ଟ ହେବାକୁ ବସିଥିଲା । ଶେଷରେ ଟେଣ୍ଡର ମାଧ୍ୟମରେ ଏହି ଚାଉଳ ସବୁକୁ ନିଲାମ କରାଯାଇଛି ।…

ପୁଣି ଫେରିବ ମୌସୁମୀ

ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ବାଲାଂଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଶୁକ୍ରବାର ଏହା ଉତ୍ତର…

ବରଗଡ ଜିଲ୍ଲା କାରାଗାରରେ ଚଢ଼ାଉ

ବରଗଡ଼ ଜିଲା କାରାଗାରରେ ଆଜି ସକାଳୁ ପୋଲିସ ଅତର୍କିତ ଭାବରେ ଚଢ଼ାଉ କରିଛି। ଏସ୍‌ପି ପି.ଏସ୍‌ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍‌ଖା ଜବତ ହୋଇଛି। ଚଢ଼ାଉରେ ୧୪ ପୋଲିସ ଅଫିସରଙ୍କ ସମେତ ୨ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ।…

କୋରାପୁଟ୧୨ ଘଣ୍ଟିଆ ବନ୍ଦ ପାଳନ

କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚକଅଖ, ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ ଓ ସ୍କୁଲ କଲେଜ ଆଦି ବନ୍ଦ ପାଇଁ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି ।ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ଏହି ବନ୍ଦ ପାଳନ…

ଯାଜପୁରରେ ଉପନିର୍ବାଚନ କେବଳ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି

''ମୋ ଇସ୍ତଫା ଓ ଉପନିର୍ବାଚନ ଗୁଜବ । ଯାଜପୁରରେ ଉପନିର୍ବାଚନ କେବଳ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ହେଲେ ଏହା ସତ ନୁହେଁ। ଯାହା ସବୁ ଗଣମାଧ୍ୟମରେ ଆଲୋଚନା ହେଉଛି, ତାହା କ’ଣ ସତ କି? ମୋତେ ଯିଏ ଟିକେଟ ଦେଇଛନ୍ତି, ଯାହାଙ୍କ ପାଇଁ ଆଜି ଏ ଜାଗାରେ ପହଞ୍ଚିଛି, ତାଙ୍କ ପାଖରୁ ଏହି ସମ୍ପର୍କରେ…

ଭୁବନେଶ୍ଵରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର

ଭୁବନେଶ୍ଵରର ନୂଆ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପିନାକ ମିଶ୍ର। ସେ ସହରର ପୂର୍ବତନ ଡିସିପି ପ୍ରତୀକ ସିଂହଙ୍କ ସ୍ଥାନ ନେଇଛନ୍ତି। ଗୁରୁବାର ଦାୟିତ୍ୱ ଗ୍ରହଣ ଅବସରରେ ପିନାକ ମିଶ୍ରଙ୍କୁ କମିଶନରେଟ୍‌ ପୋଲିସ ପକ୍ଷରୁ ସ୍ଵାଗତ କରାଯାଇଛି। କିଛି ଦିନ ତଳେ ରାଜ୍ୟ ସରକାର ଆଇପିଏସ୍‌…

ଓଡ଼ିଶାରେ ବଢ଼ିଛି ବାଘ ସଂଖ୍ୟା

ଓଡ଼ିଶାରେ ବଢ଼ିଛି କଲରାପତରିଆ ବାଘଙ୍କ ସଂଖ୍ୟା। ଓଡ଼ିଶାର ରାୟଗଡ଼ା, କନ୍ଧମାଳ, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଏବଂ ଅନୁଗୁଳ ଜିଲ୍ଲାର ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳନ୍ତି। ରାଜ୍ୟରେ ଶିମିଳିପାଳ ଓ ସାତକୋଶିଆ ଅଭୟାରଣ୍ୟରେ କଲରାପତରିଆ ବାଘଙ୍କ ସଂଖ୍ୟା…

ପାର୍ବଣ ଋତୁରେ ଡିଜେକୁ ମିଳିଲା ଗ୍ରୀନ୍ ସିଗନାଲ

ଦୁର୍ଗାପୂଗା ଅବସରରେ ଡିଜେ ବାଜିବା ପାଇଁ ଗ୍ରୀନ ସିଗନାଲ ଦେଇଛନ୍ତି ଅଦାଲତ । କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ଉଚ୍ଚ ନ୍ୟାୟାଳୟ । ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ମିଳିବା ପରେ ପାର୍ବଣର ଉତ୍ସାହ ଦ୍ୱିଗୁଣିତ ହୋଇଛି । ଏଣିକି କଟକ ସହରରେ…