Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବ ଦାସଙ୍କ ପତ୍ନୀ
ପୂର୍ବତନ ମନ୍ତ୍ରୀ ନବଦାସଙ୍କ ପତ୍ନୀଙ୍କୁ ସାକ୍ଷାତ କରିବାକୁ ସମୟ ଦେଲେ ମୁଖ୍ୟମନ୍ତ୍ରୀ । ଆଜି ସଂଧ୍ୟା ୫ ଟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଦାସଙ୍କ ପତ୍ନୀ। । ଆଜି ସଂଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବ ଦାସଙ୍କ ପତ୍ନୀ ମିନତି ଦାସ, ଝିଅ ଦିପାଲି ଦାସ ଓ ବିଶାଳ ଦାସ…
ଖୋଲିଲା ନବ ଦାସ ମର୍ଡର ଫାଇଲ
ନୂଆ ମୋଡ଼ ନେଲା ନବ ଦାସ ହତ୍ୟାକାଣ୍ଡ ପ୍ରସଙ୍ଗ । ନବ ଙ୍କ ପରିବାର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ରି-ଓପନ ହେଲା ମର୍ଡର ଫାଇଲ । ନୂଆ ସରକାରଙ୍କ ନୂଆ ଟିମ ନୂଆ ଅନ୍ଦାଜ ରେ ଆରମ୍ଭ କଲେ ତଦନ୍ତ । ନବ ଙ୍କ ଘରେ ପହଞ୍ଚି ଷ୍ଟେଟମେଣ୍ଟ ରେକର୍ଡ କଲା କ୍ରାଇମବ୍ରାଞ୍ଚ ଟିମ । ବୟାନ ରେକର୍ଡ…
ଆଜି ସୁନା ଦର ୯୦ ହଜାର ହୋଇଛି
ବିଶ୍ବ ବଜାରରେ ସୁନା ଦର ଦ୍ରୁତ ବେଗରେ ଦୌଡୁଛି। ଚଳିତ ବର୍ଷ ଆରମ୍ଭରୁ ସୁନା ମୂଲ୍ୟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଆଜି ଏହା ସର୍ବକାଳୀନ ସ୍ତରରେ ପହଞ୍ଚି ଯାଇଛି। ୨୦୨୫ ମାର୍ଚ୍ଚ ମାସରେ ସୁନା ଦାମ ୯୦ ହଜାର ପାର ହୋଇଛି । ଗତ କିଛି ଦିନ ମଧ୍ୟରେ ସୁନା ଦାମ୍ ରେକର୍ଡ ଭାଙ୍ଗିଛି ।…
ମହାନଦୀରେ ନିର୍ମାଣ ହେବ ୭ ବ୍ୟାରେଜ୍
ଜଳ ଉପଲବ୍ଧତା ଏବଂ ପରିଚାଳନା ବୃଦ୍ଧି ପାଇଁ ମହାନଦୀର ଶାଖା ନଦୀଗୁଡ଼ିକରେ ୭ଟି ନୂତନ ବ୍ୟାରେଜ୍ ନିର୍ମାଣ କରିବାକୁ ଓଡ଼ିଶା ସରକାର ଘୋଷଣା କରିଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଓଡ଼ିଶାରେ ପାନୀୟ ଜଳ ଯୋଗାଣ ସମ୍ପର୍କିତ ସମସ୍ୟାକୁ ସମାଧାନ କରିବା ସମୟରେ ଏହି ଖବରକୁ ନିଶ୍ଚିତ…
ଆଇଏଏସ୍ସ୍ତରରେ ଏକ ଛୋଟ ଅଦଳବଦଳ
ଓଡ଼ିଶା ସରକାର ଆଇଏଏସ୍ସ୍ତରରେ ଏକ ଛୋଟ ଅଦଳବଦଳ କରିଛନ୍ତି। ୩ ଆଇଏଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି।ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ୨୦୧୧ ବ୍ୟାଚ୍ ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ ବୈଷୟିକ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକଙ୍କୁ…
ଔରଙ୍ଗଜେବ କବର ବିବାଦକୁ ନେଇ ନାଗପୁରରେ ହିଂସା
ମହାରାଷ୍ଟ୍ର ନାଗପୁରରେ ଔରଙ୍ଗଜେବ କବର ବିବାଦକୁ ନେଇ ହିଂସା ଦେଖାଯାଇଛି । ୨ ଗୋଷ୍ଠୀ ଭିଏଚପି ଓ ବଜରଙ୍ଗ ଦଳର ପ୍ରଦର୍ଶନ ପରେ ହିଂସା ବଢିବାରେ ଲାଗିଛି । କାର, ବାଇକ ଓ ଜେସିବି ଜାଳିଦେଇଛନ୍ତି ଉପଦ୍ରବକାରୀ । ପୁଲିସ ଉପରେ ମଧ୍ୟ ଢେଲାପଥର ମାଡ କରାଯାଇଛି । ଯେଉଁଥିରେ ୫୦ ଜଣ…
ପଞ୍ଚଭୂତରେ ବିଲୀନ ହେଲେ ଦେବେନ୍ଦ୍ର ପ୍ରଧାନ
ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଆଉ ଏକ ଯୁଗର ଅନ୍ତ ହୋଇଛି । ଦୀପ ଭଳି ଜଳି ଜଳି ସମାଜକୁ ଆଲୋକିତ କରୁଥିବା ଦେବେନ୍ଦ୍ର ପ୍ରଧାନ ପଞ୍ଚଭୂତରେ ବିଲୀନ ହୋଇଛନ୍ତି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ଵର୍ଗଦ୍ଵାରରେ ସମ୍ପନ୍ନ ହୋଇଛି ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ । ଶେଷକୃତ୍ୟ…
ଆଜି ପୁରୀ ସ୍ବର୍ଗଦ୍ବାରରେ ହେବ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ
ସ୍ବର୍ଗଦ୍ବାର ଅଭିମୁଖେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର । ସୋମବାର ଭୁବନେଶ୍ବର ବିମାନବନ୍ଦରରେ ପହଂଚିବା ପରେ ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିମାନବନ୍ଦରରେ ବିଭିନ୍ନ ଦଳର ରାଜନେତା ପହଂଚିଥିଲେ।…
୨୪, ୨୫ ମାର୍ଚ୍ଚରେ ବ୍ୟାଙ୍କ ୟୁନିଅନଗୁଡ଼ିକ ଧର୍ମଘଟ
୪ ଦିନ ବନ୍ଦ ରହିବ ବ୍ୟାଙ୍କ । ଆସନ୍ତା ସପ୍ତାହରେ ସାପ୍ତାହିକ ଛୁଟି ଓ ଧର୍ମଘଟ ଡାକରା ଯୋଗୁଁ ବିଭିନ୍ନ ବ୍ୟାଙ୍କ ୪ ଦିନ ଧରି ବନ୍ଦ ରହିବ । ୨୨ ଓ ୨୩ରେ ସାପ୍ତାହିକ ଛୁଟି ଯୋଗୁଁ ବ୍ୟାଙ୍କ ବନ୍ଦ ରହିବା ଥିବା ବେଳେ ୨୪ ଓ ୨୫ର ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ୟୁନାଇଟେଡ୍ ଫୋରମ୍…
ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଦେଶ ଓ ରାଜ୍ୟରୁ ଦୂର ହେଲା ବିପଦ
ଶ୍ରୀମନ୍ଦିର ପତିତପାବନ ବାନାରେ ପଡିଲା ଶୂନ୍ୟ ଗଣ୍ଠି l ଶୂନ୍ୟରେ ପତିତପାବନ ବାନାରେ ଆପେ ଆପେ ଗଣ୍ଠି ପଡିଗଲେ ତାହା ଶୂନ୍ୟ ଗଣ୍ଠି କୁହାଯାଏ । ବିଶ୍ବାସ ରହିଛି ଶୂନ୍ୟଗଣ୍ଠି ଘରେ ରଖିଲେ ସମସ୍ତ ପ୍ରକାରର ବ୍ୟାଧିରୁ ମୁକ୍ତ ମିଳିଥାଏ । ବିପଦ ଆପଦ ଦୂର ହୋଇଥାଏ ବୋଲି ଚୂନରା ସେବକ…