Browsing Category

Odisha

All about all odisha state news updates

ଓଟିଆଣ୍ଡଏଏସ୍‌ କ୍ୟାଡର୍‌ରେ ୧୯୮ ଅଧିକାରୀଙ୍କ ବଦଳି,ଅଗଷ୍ଟ ୧ ସୁଦ୍ଧା ବଦଳି ହୋଇଥିବା କାର୍ଯ୍ୟାଳୟରେ ଯୋଗ ନ ଦେଲେ,…

ଓଡ଼ିଶା ଟିକସ ଓ ଆକାଉଣ୍ଟ ସେବା (ଓଟିଆଣ୍ଡଏଏସ୍‌) କ୍ୟାଡର୍‌ରେ ୧୯୮ ଅଧିକାରୀଙ୍କ ବଦଳି କରାଯାଇଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ବିଭିନ୍ନ ଜିଲାରେ ବ୍ଲକ୍ ଫାଇନାନ୍ସ ଅଫିସର୍‌, ସିଟି ଆଣ୍ଡ ଜିଏସ୍‌ଟି ଅଫିସର୍‌, ସବ୍‌-ଟ୍ରେଜେରୀ ଅଫିସର୍‌,…

ଆଜି ସୁଦ୍ଧା ରାଜ୍ୟରେ ବନ୍ୟା ଯୋଗୁଁ ୬ଟି ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ,୪ ଜଣଙ୍କ ମୃତ୍ୟୁ

ଆଜି ସୁଦ୍ଧା ରାଜ୍ୟରେ ବନ୍ୟା ଯୋଗୁଁ ୬ଟି ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ ହୋଇଛି । ଏଥିରେ ପ୍ରଭାବିତ ହୋଇଛନ୍ତି ୭୪୮ଟି ଗାଁର ୨ ଲକ୍ଷରୁ ଅଧିକ ଜଣ । ବନ୍ୟାରେ ଆଜି ପର୍ଯ୍ୟନ୍ତ ୪ ଜଣଙ୍କ ମୃତ୍ୟୁ ହୋଇଛି । ୨୭ହଜାରରୁ ଅଧିକ ଘର ଭାଙ୍ଗିଛି । ଅଧିକ ପ୍ରଭାବିତ ହୋଇଛି ବାଲେଶ୍ୱର ଜିଲ୍ଲା।…

ମହାନଦୀରେ ବନ୍ୟାଜଳକୁ ଦୃଷ୍ଟିରେ ରଖି ଜିଲ୍ଲାପ୍ରଶାସନ ପକ୍ଷରୁ ସତର୍କତା ଜାରି

ମହାନଦୀରେ ବନ୍ୟାଜଳକୁ ଦୃଷ୍ଟିରେ ରଖି ଜିଲ୍ଲାପ୍ରଶାସନ ପକ୍ଷରୁ ସତର୍କତା ଜାରି। ସାଧାରଣ ଜନତାଙ୍କ ଜୀବନ ସୁରକ୍ଷା ସହ ନିମ୍ନ ଅଞ୍ଚଳରେ ବନ୍ୟା ବିପଦକୁ ଦୃଷ୍ଟିରେ ରଖି ନିର୍ଦ୍ଦେଶ ଜାରି କରିଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ସିନ୍ଦେ। ବିପର୍ଯ୍ୟୟ ପରିଚାଳନା ଆଇନ ୨୦୦୫ର…

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ,ଘୋଷଣା କଲେ ୫ ଲକ୍ଷ ଟଙ୍କାର ପୁରସ୍କାର…

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ । ଘୋଷଣା କଲେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି । ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି ନିଜ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ନବଦିନାତ୍ମକ ଯାତ୍ରା ସାରି ରତ୍ନବେଦୀରେ ବିଜେ ହୋଇଛନ୍ତି ଶ୍ରୀଜିଉ , ଆଜି ଶ୍ରୀମନ୍ଦିରରେ ବାହାରିବ ନୀଳାଚଳ ଅବଢ଼ା

ରତ୍ନ ସିଂହାସନରେ ମହାପ୍ରଭୁ । ନବଦିନାତ୍ମକ ଯାତ୍ରା ସାରି ରତ୍ନବେଦୀରେ ବିଜେ ହୋଇଛନ୍ତି ଶ୍ରୀଜିଉ । ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବା ପରେ ଆଜି ଶ୍ରୀମନ୍ଦିରରେ ବାହାରିବ ନୀଳାଚଳ ଅବଢ଼ା । ଭକ୍ତ ଏବଂ ଶ୍ରଦ୍ଧାଳୁ ପାଇବେ ମହାପ୍ରସାଦ । ସେହିପରି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଭକ୍ତମାନେ…

ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଅଭିଯୋଗ ଶୁଣାଣି,୧୨ ଜଣ ରୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଲକ୍ଷ ୧୫ ହଜାର…

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଅଭିଯୋଗ ଶୁଣାଣି । ଏହି ଅବସରରେ ୧୨ ଜଣ ରୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ କରିଛନ୍ତି । ଆଜି ସୁଦ୍ଧା ୯୬% ସମସ୍ୟାର ସମାଧାନ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ…

ପାରଳାଖେମୁଣ୍ଡି ACF ସୌମ୍ୟ ମୃତ୍ୟୁ ମାମଲାରେ ବଡ଼ ମୋଡ଼,ଆତ୍ମସମର୍ପଣ କଲେ ଗଜପତିର ତତ୍କାଳୀନ DFO ସଂଗ୍ରାମ ବେହେରା

ଏବେ ସଂଗ୍ରାମ ବେହେରାଙ୍କ ଆତ୍ମସମର୍ପଣ ଏହି ପାଞ୍ଚ ବର୍ଷ ପୁରୁଣା ବହୁଚର୍ଚ୍ଚିତ ମାମଲାକୁ ପୁଣିଥରେ ଚର୍ଚ୍ଚାକୁ ଆଣିଛି ।  ପାରଳାଖେମୁଣ୍ଡି ACF ସୌମ୍ୟ ମୃତ୍ୟୁ ମାମଲାରେ ବଡ଼ ମୋଡ଼ । ଆତ୍ମସମର୍ପଣ କଲେ ଗଜପତିର ତତ୍କାଳୀନ DFO । ଏସଡିଜେଏମ କୋର୍ଟରେ ସଂଗ୍ରାମ ବେହେରାଙ୍କ ସରେଣ୍ଡର । ଜାମିନ…

ନାଇଡୁ ରିପୋର୍ଟ ଫାଇଲକୁ ନେଇ ବଡ଼ ପଦକ୍ଷେପ,ନାଇଡୁ କମିସନ ଫାଇଲ ଖୋଜିବ କ୍ରାଇମବ୍ରାଞ୍ଚ

ନାଇଡୁ କମିସନ ଫାଇଲ ଖୋଜିବ କ୍ରାଇମବ୍ରାଞ୍ଚ ।  ନାଇଡୁ ରିପୋର୍ଟ ଫାଇଲକୁ ନେଇ ବଡ଼ ପଦକ୍ଷେପ। କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ଘଟଣା ସମ୍ପର୍କିତ ନାଇଡୁ କମିଶନ ରିପୋର୍ଟର ଫାଇଲ୍ ନିଖୋଜ ମାମଲାରେ ଏବେ…

ଆଜି ନୀଳାଦ୍ରି ବିଜେ,ମହାପ୍ରଭୁ ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ

ଆଜି ନୀଳାଦ୍ରି ବିଜେ । ଶ୍ରୀଜଗନ୍ନାଥ ସଂସ୍କୃତିର ସବୁଠାରୁ ଆବେଗମୟ ପର୍ବ । ମହାପ୍ରଭୁଙ୍କ ଘରବାହୁଡ଼ା ଓ ରସଗୋଲା ଦିବସର ଆଧ୍ୟାତ୍ମିକ ଗାଥା । ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ବା ରଥଯାତ୍ରାର ସବୁଠାରୁ ଭାବପୂର୍ଣ୍ଣ, ମାଧୁର୍ଯ୍ୟମୟ ଏବଂ ନାଟକୀୟ ଅନ୍ତିମ ପର୍ବ ହେଉଛି ‘ନୀଳାଦ୍ରି…

‘ଇଣ୍ଡିଆନ୍ ଆଇଡଲ୍ ସିଜନ୍–୧୬’ର ବିଜେତା ଭାବେ ଇତିହାସ ସୃଷ୍ଟି କଲେ ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ

ଓଡ଼ିଶା ପାଇଁ ଆସିଛି ଏକ ଗର୍ବର ମୁହୂର୍ତ୍ତ।  ଜ୍ୟୋତିର୍ମୟୀ ନାୟକ ସୋନି ଟିଭିର ଲୋକପ୍ରିୟ ରିଆଲିଟି ଶୋ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍–୧୬’ର ବିଜେତା ଭାବେ ଇତିହାସ ସୃଷ୍ଟି କରିଛନ୍ତି। ସେ ପ୍ରଥମ ଓଡ଼ିଆ ପ୍ରତିଯୋଗୀ ଭାବେ ‘ଇଣ୍ଡିଆନ୍ ଆଇଡଲ୍ ବିଜୟୀ ହୋଇ ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି।…