Trending
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
Browsing Category
Odisha
All about all odisha state news updates
ଧନ୍ତେରସ୍ ଓ ଦୀପାବଳିକୁ ନେଇ ରାଜଧାନୀ ସୁନା ବଜାରରେ ପ୍ରବଳ ଉତ୍ସାହ
ଧନ୍ତେରସ୍ରେ ସୁନା ଓ ଧାତବ ପଦାର୍ଥ କିଣିଲେ ଘରର ସମୃଦ୍ଧି ବଢ଼ିଥାଏ ବୋଲି ରହିଥିବା ବିଶ୍ବାସକୁ ଆଧାର କରି ଗହଣା ପ୍ରତିଷ୍ଠାନଗୁଡ଼ିକ ଆକର୍ଷଣୀୟ ଅଫର ଘୋଷଣା କରିଛନ୍ତି। ଗଢ଼ା ମଜୁରିରେ ରିହାତି, ସୁନାର ଗ୍ରାମ ପିଛା ଫ୍ଲାଟ୍ ରିହାତି, ପୁରୁଣା ସୁନା ବଦଳରେ ନୂଆ ଗହଣା ନେବା,…
ଜାଣନ୍ତୁ ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ କେବେଠୁ ଲାଗୁ ହେବ ?
ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ ୨ ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଲଞ୍ଚ ହେବ । ଏଥିରେ ସତୁରୀ ବର୍ଷରୁ ଅଧିକ ବୟସ ଲୋକମାନେ ମାଗଣା ସ୍ବାସ୍ଥ୍ୟ ସୁବିଧା ପାଇବେ । କିନ୍ତୁ ଓଡ଼ିଶାରେ ଏହା ଲାଗୁ ହୋଇପାରିବ ନାହିଁ । ଯେହେତୁ ଓଡ଼ିଶାରେ ପୂର୍ବରୁ…
କେବେ ମିଳିବ ତୃତୀୟ ପର୍ଯ୍ୟାୟର ସୁଭଦ୍ରା ପ୍ରଥମ କିସ୍ତି ଟଙ୍କା ?
‘ସୁଭଦ୍ରା' ଯୋଜନା ନେଇ ପୁଣି ଏକ ଅପଡେଟ ଖବର ଆସିଛି । ଯେଉଁମାନେ ଏହି ଯୋଜନାର ଲାଭ ପାଇନାହାଁନ୍ତି । ସେମାନେ ଖୁବ ଶୀଘ୍ର ପାଇବେ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା…
ଦୁର୍ନୀତିଖୋର ଅଧିକାରୀଙ୍କୁ କୌଣସି ସୁରକ୍ଷା ଦେବେନାହିଁ ସରକାର
ଦୁର୍ନୀତିଖୋର ଅଧିକାରୀଙ୍କୁ କଠୋର ଦଣ୍ଡ ମିଳିବ । କାହାକୁ ଛଡାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯେଉଁମାନେ ଦୁର୍ନୀତି କରୁଛନ୍ତି ତାକୁ ପ୍ରଶୟ ଦେବନାହିଁ ସରକାର। ଦୁର୍ନୀତି ନିବାରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଓଡ଼ିଶା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ…
ମଠ ମନ୍ଦିରଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ ପାଇଁ ସରକାର ଆଣୁଛନ୍ତି ନୂଆ ଯୋଜନା
ବିଜେପି ସରକାର ମଠମନ୍ଦିରଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ ସହ ପରିଚଳନା ସମସ୍ୟା ସମାଧାନ ପାଇଁ ନୂଆ ଯୋଜନା ଆଣୁଛନ୍ତି । ଏନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । ଦେବାଳୟ ପ୍ରକଳ୍ପ ନୂଆ ଯୋଜନା ଆଣୁଛନ୍ତି ସରକାର। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ ଯେଉଁ ମଠ…
ନଭେମ୍ବର 2 ସୁଦ୍ଧା ଆସିବ ବାତ୍ୟା କ୍ଷୟକ୍ଷତି ରିପୋର୍ଟ
ନଭେମ୍ବର 2 ସୁଦ୍ଧା ଆସିବ ବାତ୍ୟା କ୍ଷୟକ୍ଷତି ରିପୋର୍ଟ । ବାତ୍ୟା ପରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୮ ପ୍ରତିଶତ ବିଦ୍ୟୁତ୍ ଉପଭୋକ୍ତାଙ୍କୁ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।ଏବେ ସୁଦ୍ଧା ୫୦ ହଜାର ଲୋକଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇ ପାରିନି। ବିଦ୍ୟୁତ୍…
ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆଜି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ…
ଦେଶବାସୀଙ୍କୁ ଅନୁପ୍ରାଣିତ କରୁଛି ମନ କି ବାତ କାର୍ଯ୍ୟକ୍ରମ: ମନମୋହନ ସାମଲ
ଭାରତୀୟ ସଂସ୍କୃତି, ପରଂପରା, ଐତିହ୍ୟ, କଳା, ଭାଷା ଆଦି ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରି ପ୍ରତ୍ୟେକ ଭାରତୀୟଙ୍କୁ ଗୈାରବ୍ୱାନିତ କରିଛନ୍ତି ଦେଶର ନେତୃତ୍ୱ ନେଉଥିବା ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି । ଭଗବାନ ବିର୍ସା ମୁଣ୍ଡା, ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦…
କଣ୍ଟାବାଞ୍ଜିରୁ ଦାଦନ ଚାଲାଣ ବେଳେ ୧୪ ଦାଦନ ଶ୍ରମିକ ଉଦ୍ଧାର
ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ପୋଲିସକୁ ସଫଳତା। କର୍ଲାବାହାଲି ଗାଁରୁ ଦାଦନ ଚାଲାଣ ବେଳେ ୧୪ ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ। ବିଳମ୍ବିତ ରାତିରେ କଣ୍ଟାବାଞ୍ଜିରୁ ବାହାର ରାଜ୍ୟକୁ ଚାଲାଣ ବେଳେ କର୍ଲାବାହାଲି ଗାଁ ଛକରୁ ଉଦ୍ଧାର କରିଛି କଣ୍ଟାବାଞ୍ଜି ପୋଲିସ । ଏମାନଙ୍କ ମଧ୍ୟରେ…
ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା
ଆଜି ଏକ ବିଶ୍ଵବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହ ବିଦ୍ୟାର୍ଥୀମାନଙ୍କ ସହ କରିବେ ଆଲୋଚନା। ଭାରତୀୟ ଯୁବକଙ୍କ ରାଷ୍ଟ୍ର ଗଠନରେ କଣ ଯୋଗଦାନ ରହିଛି ସେ ନେଇ ଆଲୋଚନା ହେବ । ଏହା ସହ ଭୁବନେଶ୍ୱରରେ କିଛି ଲୋକପ୍ରତିନିଧିଙ୍କ ସହ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଓମ୍…