Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦି
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ ଶେଷ ଦର୍ଶନ କରିଛନ୍ତି।…
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
"ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ନେତା ଏବଂ ଦକ୍ଷ…
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କର ଆଜି ଦେହାନ୍ତ ହୋଇଛି। ତାଙ୍କର ବୟସ ୮୪ ବର୍ଷ ଥିଲା।
ବରିଷ୍ଠ ବିଜେପି ନେତା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ସକାଳ ପ୍ରାୟ ୧୦.୩୦ ସମୟରେ ତାଙ୍କ ପୁଅ ଏବଂ କେନ୍ଦ୍ର…
ଆତ୍ମସମର୍ପଣ କଲେ ୬୪ ମାଓବାଦୀ
ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍ମା ଓ ବିଜାପୁରରେ ଏହି ମାଓବାଦୀମାନେ ଦଳ ସଭ୍ୟଭାବେ କାର୍ଯ୍ୟକରି ଆସୁଥିଲେ। ଏମାନଙ୍କ ମଧ୍ୟରୁ ୧୬ ମହିଳା ଥିବା ବେଳେ ୪୮ ପୁରୁଷ ରହିଛନ୍ତି। ଏ ସମସ୍ତ…
ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ
ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟରଜଣେ ଆଧୁନିକ…
ଲେଣ୍ଡୋ ଗ୍ରାମର ପ୍ରସିଦ୍ଧ ଐତିହାସିକ ଦୋଳ ଯାତ୍ରା ଆରମ୍ଭ
ଦୋଳ ଉତ୍ସବକୁ ପାଳନ କରିବା ପାଇଁ ଦୋଳପଡିଆକୁ ବିରାଟ ଶୋଭାଯାତ୍ରାରେ ଦୋଳବିମାନରେ ବିରାଜମାନ କରିଛନ୍ତି ଠାକୁର ପତିତପାବନ ଦେବ ଓ ଐଶାନେଶ୍ୱର ଦେବଙ୍କ ସହିତ ୧୨ ଠାକୁର ଠାକୁରାଣୀ।ଚଳିତ ବର୍ଷ ମହା ଆଡମ୍ବରରେ ହେଉଛି ଦୋଳ ଯାତ୍ରା।
ପତିତପାବନ ଦେବ ଓ ଐଶାନେଶ୍ୱର ଦେବ ଏକ ବିରାଟ ପଟୁଆରରେ ଗ୍ରାମ…
ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ । ଦଳ ପକ୍ଷରୁ ଆୟୋଜିତ ହୋଲି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବରିଷ୍ଠ ନେତୃବୃନ୍ଦ ଓ ସାମ୍ବାଦିକଙ୍କ ଗହଣରେ ହୋଲି ଖେଳିଛନ୍ତି । ପ୍ରତିବର୍ଷ ପରି ଏବର୍ଷ ବି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ…
ହୋଲି ଉତ୍ସବ ପାଳନ କଲା ନିରାକରପୁର ବ୍ଯାଡମିଣ୍ଟନ ଦଳ
ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଗାଁ ରୁ ସହର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି।
ନିରାକରପୁର…
ଆଜି ସାରା ଦେଶ ପାଳନ କରୁଛି ରଙ୍ଗର ପର୍ବ ହୋଲି
ଆଜି ହେଉଛି ହୋଲି । ରଙ୍ଗର ପର୍ବ, ଖୁସି, ଉତ୍ସାହର ଦିନ । ଆମ ସମସ୍ତଙ୍କ ପସନ୍ଦର ପର୍ବ ହୋଲି । ରଙ୍ଗର ଏହି ପର୍ବକୁ ନେଇ ଗାଁଠୁ ସହର ସବୁଠି ଉତ୍ସବ ମୁଖର । ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ । ସବୁଠି ହୋଲି ପର୍ବର ଧୁମ ଦେଖିବାକୁ ମିଳେ ।ସାଧାରଣ ଲୋକଙ୍କଠୁ ନେଇ ସେଲିବ୍ରେଟି ସମସ୍ତେ…
ଅନ୍ୟ ଜାତିରେ ବିବାହ ପରେ ୧୨ ବର୍ଷ ପାଇଁ ନିଜ ଜାତିରୁ ସମାଜିକ ବାସନ୍ଦ ହେଲେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ
ବଢିଲା ପ୍ରଦୀପ ମାଝୀଙ୍କ ଅଡୁଆ । ଅନ୍ୟ ଜାତିରେ ବିବାହ ପରେ ଜାତିରୁ ବାସନ୍ଦ କରିଛନ୍ତି ସାହି ଭାଇ । ଅନ୍ୟ ଜାତିରେ ବିବାହ କରିବା ପ୍ରଦୀପ ମାଝୀଙ୍କୁ ମହଙ୍ଗା ପଡିଛି । ପ୍ରଦୀପ ଓ ତାଙ୍କ ପରିବାରଙ୍କୁ ନିଜ ଜାତି ସମାଜିକ ବାସନ୍ଦ କରିଛି । ୧୨ ବର୍ଷ ପାଇଁ ନିଜ ଜାତି ର ସମାଜିକ ବାସନ୍ଦ…