Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ସାର୍ବଜନୀନ ହେବନି ରତ୍ନଭଣ୍ଡାର ଚାବି ରିପୋର୍ଟ – ବଦଳିଗଲା ସରକାରଙ୍କ ସ୍ବର
ନିର୍ବାଚନ ସମୟରେ ରତ୍ନଭଣ୍ଡାର ଚାବି ହଜିବାକୁ ପ୍ରସଙ୍ଗ କରି, ବିଜେଡି ଉପରେ ଜୋରଦାର ବର୍ଷୁଥିଲା ବିଜେପି । ପ୍ରଧାନମନ୍ତ୍ରୀ ମୋଦୀଙ୍କଠାରୁ ଆରମ୍ଭ କରି ଶୀର୍ଷ ନେତାମାନେ, ସରକାରକୁ ଆସିଲେ ରଚ୍ନଭଣ୍ଡାର ଚାବି ଖୋଜି ଆଣିବାକୁ ପ୍ରତିଶ୍ରୁତି ଦେଉଥିଲେ । ହେଲେ ସରକାରକୁ ଆସିବା ପରେ ବିଜେପିର…
ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି
ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି । ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହେବେ । ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ ରାଲି ଚାଲିବ । ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ଆଧାରରେ ଏହି ରାଲି ଅନୁଷ୍ଠିତ ହେବ।…
ବିବାହ ବନ୍ଧନରେ ବାନ୍ଧି ହେଲେ ମନ୍ମଥ ରାଉତରାୟ
ଦ୍ୱିତୀୟଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ରୋଜାଲିନ ପଟ୍ଟନାୟକଙ୍କୁ ବିବାହ କରିଛନ୍ତି ମନ୍ମଥ ରାଉତରାୟ। ଉଭୟଙ୍କର ପ୍ରେମ ବିବାହ ହୋଇଥିବା କୁହାଯାଉଛି। ତେବେ ରାଜଧାନୀ ଉପକଣ୍ଠ ଡେରାସ ନିକଟ ଚନ୍ଦକା ନେଚର ରିସର୍ଟରେ ବେଶ୍…
ବାପା, ମାଆ ଓ ଭଉଣୀକୁ ପିଟିପିଟି ହତ୍ୟା କରିଛି ସୈତାନ ପୁଅ
ଜଗତସିଂହପୁରରେ ବିଭତ୍ସ ହତ୍ୟାକାଣ୍ଡ। ବଂଶ ନିପାତ କଲା କୁଳାଙ୍ଗାର ପୁଅ । ବାପା, ମାଆ ଓ ଭଉଣୀକୁ ପିଟିପିଟି ହତ୍ୟା କରିଛି ସୈତାନ । ଜଗତସିଂହପୁର ସଦର ଥାନା ଜୟବଡ଼ ଧୋବାସାହିରୁ ସାମ୍ନାକୁ ଆସିଛି ଏଭଳି ନୃଶଂସକାଣ୍ଡ । ଘର ଭିତରେ ରକ୍ତ ଗୁଡୁବୁଡୁ ଅବସ୍ଥାରେ ପଡ଼ିଛି ୩ ମୃତଦେହ । ବିଳମ୍ବିତ…
କୌଶିକ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଏସଡି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି ।ସୋମବାର ବିଭାଗ ପକ୍ଷରୁ ଜାରି…
ଏଣିକି ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ
ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ । ମାର୍ଚ୍ଚ 5ରେ ପାଳନ ହେବନି ପଞ୍ଚାୟତିରାଜ ଦିବସ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ମିଳିଛି । ପଞ୍ଚାୟତିରାଜ ଦିବସ ପାଳନରେ ଅସଙ୍ଗତ ଦୂର କରିବାକୁ ପ୍ରୟାସ । ଅଲଗା ଅଲଗା ପାଳନ ହେବନି ଜାତୀୟ ଓ ରାଜ୍ୟସ୍ତରୀୟ ଉତ୍ସବ ।…
ବିବାହ ବନ୍ଧନରେ ବାନ୍ଧି ହେବେ ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ
ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ମାହାଙ୍ଗା ସ୍ୱାଧୀନ ବିଧାୟକ ସାରଦା ପ୍ରସାଦ ପ୍ରଧାନ । ଆଜି ତାଙ୍କର ବାହାଘର ହେବ। ଏହାକୁ ନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଉତ୍କଣ୍ଠା ପ୍ରକାଶ ପାଇଛି। ବିଧାୟକ ସାରଦା ପ୍ରସାଦ କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଳକ ଜଅଁରା ବାରିମୂଳ ଗ୍ରାମର…
ସୁରେଶ ପନ୍ତଙ୍କୁ ପିସିସିଏଫ ପଦବିରେ ନିଯୁକ୍ତି ଦେଲେ ରାଜ୍ୟ ସରକାର
ରାଜ୍ୟ ସରକାର ଭାରତୀୟ ବନ ସେବା ଅଧିକାରୀ ସୁରେଶ ପନ୍ତଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି । ଶ୍ରୀ ପନ୍ତଙ୍କୁ ମୋହନ ସରକାର ପିସିସିଏଫ ପଦବିରେ ନିଯୁକ୍ତି ଦେଇଛନ୍ତି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
୧୯୯୦ ବ୍ୟାଚ୍ର ଆଇଏଫ୍ଏସ୍ ଅଧିକାରୀ…
ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଉଦଳାରେ ବାଥୁଡି ସମାଜର ବାର୍ଷିକ ଉତ୍ସବରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଅପରାହ୍ନରେ ମାଆ କିଚେକେଶ୍ବରୀଙ୍କର ଦର୍ଶନ କରିବେ । ଯଶିପୁରରେ ରାତ୍ରି ରହଣୀ ସହ ଆସନ୍ତାକାଲି ରାମତିର୍ଥରେ ମିନି ମାରାଥନରେ ଯୋଗଦେବେ । ଡିଡି କଲେଜ ପଡିଆରେ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାର ଉଦଘାଟନ କରିବେ…
ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
ଆଇପିଏସ ସ୍ତରରେ ଶୁକ୍ରବାର ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ଅଦଳବଦଳରେ କମିଶନରେଟ ପୁଲିସର ଭୁବନେଶ୍ଵର ଏବଂ କଟକ ଡିସିପିଙ୍କୁ ବଦଳି କରାଯାଇଛି। ଭୁବନେଶ୍ଵର ଡିସିପି ଥିବା ପିନାକ ମିଶ୍ରଙ୍କୁ ଏସଟିଏଫ ଡିଆଇଜି ଭାବେ ବଦଳି କରାଯାଇଥିବାବେଳେ ତାଙ୍କ ସ୍ଥାନରେ କଟକ ଡିସିପି ଜଗମୋହନ ମୀନାଙ୍କୁ…