Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘର ସମେତ ୧୦ଟି ସ୍ଥାନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍ , ୩ଟି ଫ୍ଲାଟ୍ ଓ…
ରାଷ୍ଟ୍ରପତିଙ୍କ ଓଡିଶା ଗ୍ରସ୍ତ ସ୍ଥଗିତ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ସମ୍ଭାବ୍ୟ ବାତ୍ୟା ପାଇଁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବାରୁ ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା। ବାତ୍ୟାକୁ ଦ୍ରୁଷ୍ଟିରେ ଯୋଗୁ…
ବାତ୍ୟାକୁ ଦ୍ରୁଷ୍ଟିରେ ରଖି ସରକାର ଏହି ୧୪ଟି ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି
ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତ୍ସିଂହପୁର,…
ଯାଜପୁର ଜିଲ୍ଲା କାଳିଆପାଣି ଥାନା ଓଏମ୍ସି କଲରଙ୍ଗି ଟ୍ରକ୍ ପାର୍କିଂୟାର୍ଡରେ ସୂଟିଙ୍ଗ ହେଉଛି…
ଯାଜପୁର ଜିଲ୍ଲା କାଳିଆପାଣି ଥାନା ଓଏମ୍ସି କଲରଙ୍ଗି ଟ୍ରକ୍ ପାର୍କିଂୟାର୍ଡରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ଆଜି ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟ ସୁଟିଂ କରାଯାଇଛି। ଏହି ଚଳଚ୍ଚିତ୍ର ପାଇଁ ପ୍ରଯୋଜନା ସଂସ୍ଥାର ପ୍ରବନ୍ଧକ ଜି ଭାରା ପ୍ରସାଦଙ୍କ ନେତୃତ୍ବରେ…
ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଦେଇଛନ୍ତି ଭେଟି
ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଉପହାର ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ…
ସରକାରୀ କର୍ମଚାରୀଙ୍କ 3 ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବରେ ଲାଗୁ ହେବ। ଏହି…
ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ପକ୍ଷରୁ ବଡ ନିଷ୍ପତ୍ତି
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି । ଭ୍ରମଣରେ ଯାଇଥିବା ପର୍ଯ୍ୟଟକଙ୍କୁ ପୁରୀ ଛାଡିବାକୁ ନିର୍ଦ୍ଦେଶ । ଆସନ୍ତା ୨୩ ତାରିଖ ସୁଦ୍ଧା ପୁରୀ ଛାଡିବାକୁ ନିର୍ଦ୍ଦେଶ । ସହରରେ ଥିବା ହବିଷ୍ୟାଳିଙ୍କ ପାଇଁ କରାଯିବ ସ୍ୱତନ୍ତ୍ର ବ୍ୟବସ୍ଥା । ବାତ୍ୟାର ରୂପ…
ମିଛ କନିଆଁ ଠକିନେଲା ତିନି ଲକ୍ଷ ଟଙ୍କା
ରାଜଧାନୀରେ ପ୍ରତିଦିନ କିଏ କାହାକୁ ଲୁଟିବାକୁ ଷଡ଼ଯନ୍ତ୍ର କରୁଛି । ଯିଏ ଏହି ଠକଙ୍କ ହାବୁଡ଼ରେ ପଡିବେ ସେମାନେ ସର୍ବସ୍ବ ହରାଇବେ । ଏବେ ଏକ ମ୍ୟାରେଜ୍ ରାକେଟ୍ ବର ପରିବାରଠୁ ତିନି ଲକ୍ଷ ଟଙ୍କା ଠକି ନେଇଥିବା ଥାନାରେ ଅଭିଯୋଗ ହୋଇଛି । ମିଛ ବାହାଘର, ମିଛ କନିଆଁ ।,ଫେକ୍ ବାପା ମାଆ ଓ ଭାଇ…
ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ ପାଇଁ କ୍ଷମା ମାଗିଲେ ବୁଦ୍ଧାଦିତ୍ୟ ମହାନ୍ତି
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ ପୋଷ୍ଟ ପାଇଁ ଓଲିଉଡର ଜଣାଶୁଣା ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ଭୁଲ୍ ବଶତଃ ଏଭଳି ପୋଷ୍ଟ କରିଥିଵା କହିଛନ୍ତି ବୁଦ୍ଧାଦିତ୍ୟ। ଏନେଇ ସେ ସମଗ୍ର କଂଗ୍ରେସ ପରିବାର ଓ ରାହୁଲ ଗାନ୍ଧୀଙ୍କୁ…
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ
ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଅନ୍ତରୀଣ ବୈଠକ ଶେଷ ହୋଇଛି। ରାଜ୍ୟରେ ବାତ୍ୟା ସ୍ଥିତି ନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ଓଡ଼ିଶା ପଶ୍ଚିମବଙ୍ଗ ଆଡେ ଗତି କରିବ ଏହି ବାତ୍ୟା । ଏହା ୨୪ ତାରିଖରେ ବାତ୍ୟାର ରୂପ ନେଇପାରେ ।…