Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଆଉ ୨ଦିନ ହେବ ବର୍ଷା
ରାଜ୍ୟରେ ଗତ କିଛିଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ହେଉଛି। ତେବେ ଆସନ୍ତା ୨ଦିନ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।
ସୋମବାର ମୟୂରଭଞ୍ଜ,…
ପ୍ରୟାଗରାଜ କୁମ୍ଭମେଳାରେ ବୁଡ଼ ପକାଇବେ ମୋହନ ମାଝି
ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜରେ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରିବେ। ସୂତ୍ର ଅନୁଯାୟୀ ଓଡିଶା ମୁଖ୍ୟମନ୍ତ୍ରୀ ପବିତ୍ର ତ୍ରିବେଣୀ ସଙ୍ଗମରେ ଭୟଭୀତ ହୋଇ ବୁଡ଼ ପକାଇବେ।
ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୧୪୪ ବର୍ଷ…
ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ
କିଟ୍ ବିଶ୍ୱବିଦ୍ୟାଳୟ ଘଟଣାରେ ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ । ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ପିଲାମାନଙ୍କ ଭରସା ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଲେ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନେପାଳ…
ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍ ଟ୍ରେନରୁ ଖସିପଡ଼ିଲା ଯାନ୍ତ୍ରିକ ସାମଗ୍ରୀ
ବାଲେଶ୍ୱର ଜିଲା ସୋର ଷ୍ଟେଶନ ନିକଟ ସର୍ବରା ଷ୍ଟେଶନର କିଛି ଦୂରରେ ଶନିବାର ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ଟି ପଶ୍ଚିମବଙ୍ଗର ନ୍ୟୁଜଲପାଇଗୁଡିରୁ ଚେନ୍ନାଇ ସେଣ୍ଟ୍ରାଲ ଅଭିମୁଖେ ଯାଉଥିବା ବେଳେ ବ୍ୟାଟେରି ସହିତ ଅନ୍ୟ ଯାନ୍ତ୍ରିକ…
ଓଲଟିଲା OSRTC ବସ୍
ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଓଏସ୍ଆର୍ଟିସି ବସ୍, ଯାହାଫଳରେ ୨୦ ଆହତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲା ଲହୁଣିପଡା ଥାନା ମୁଚୁରିନାଳ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯାଇଛି ଏବଂ ପରେ ଓଲଟିପଡିଛି।…
ମାଲବାହୀ ଟ୍ରେନ୍ର ୩ଟି ୱାଗନ ଲାଇନଚ୍ୟୁତ
ଟିଟିଲାଗଡ଼ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ । ଟିଟିଲାଗଡ଼ ଠାରୁ ୮ ନମ୍ବର ଲାଇନରୁ ଡାଉନ୍ ଲାଇନ୍ ରହେନ୍ ଭଟା ଆଡ଼କୁ ଯାଉଥିବା ବେଳେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଗୋଟିଏ ୱାଗନ ପୁରା ରେଳ ଧାରଣାର କଡ଼କୁ ଚଢ଼ି ଯାଇଥିବା ବେଳେ ଆଉ ଦୁଇଟି ୱାଗନ ଲାଇନଚ୍ୟୁତ୍…
ଆଜିଠାରୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା
ଅଜିଠୁ ସୁଭଦ୍ରା ଶକ୍ତି ମେଳା | ଭାଗ ନେବେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା SHG ଓ ଉତ୍ପାଦକ ଗୋଷ୍ଠୀ। ୩୦୦ରୁ ଅଧିକ ଷ୍ଟଲରେ ବିକ୍ରି ହେବ ବିବିଧ ସାମଗ୍ରୀ। ଗ୍ରାମୀଣ ମହିଳା ଉଦ୍ୟୋଗୀଙ୍କୁ କ୍ରେତା, ବ୍ୟବସାୟ ଓ ବଜାର ସହ ଯୋଡ଼ିବାକୁ ସରକାରଙ୍କ ଉଦ୍ୟମ ।
ଆଜିଠୁ ଜନତା ମୈଦାନରେ ଆରମ୍ଭ…
ମାଟ୍ରିକ ପରୀକ୍ଷାର୍ଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ
ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ନାଳକୁ ଓଲଟିଲା ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ । ରାଜନଗର ବିବେକାନନ୍ଦ ହାଇସ୍କୁଲ ବାଘମାରିର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଏକ ବୋଲେରୋରେ ଯିବା ସମୟରେ ଏପରି ଦୁର୍ଘଟଣା ଘଟିଛି । ଗାଡ଼ିରେ ୧୨ ଜଣ ଛାତ୍ରଛାତ୍ରୀ ଥିଲେ । ସମସ୍ତଙ୍କୁ…
ମାଟ୍ରିକ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଆଜିଠୁ ଆରମ୍ଭ ମାଟ୍ରିକ ପରୀକ୍ଷା | ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ଓପନ ସ୍କୁଲ ସାର୍ଟିଫିକେଟ ଛାତ୍ରଛାତ୍ରୀଙ୍କୁ ମିଶାଇ ମୋଟ 5 ଲକ୍ଷ, 22 ହଜାର 336 ବିଦ୍ୟାର୍ଥୀ ଦେବେ ପରୀକ୍ଷା । ଏଥିପାଇଁ ବୋର୍ଡ ପକ୍ଷରୁ 3 ହଜାର 133 ଟି ପରୀକ୍ଷା କେନ୍ଦ୍ର ଓ 314 ଟି ନୋଡାଲ ସେଣ୍ଟର ପ୍ରତିଷ୍ଠା…
୨୧ରୁ ବଢିବ ବର୍ଷା ଓ ଘଡ଼ଘଡ଼ି, ୬ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରିକଲା ପାଣିପାଗ ବିଭାଗ
ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଛି। କିଛି ସ୍ଥାନରେ ୪୦ରୁ ୫୦କି.ମି. ବେଗରେ ପବନ ବହିବା ସହ କୁଆପଥର ବର୍ଷା ହୋଇଛି। ବାଲେଶ୍ୱରରେ ସର୍ବାଧିକ ୧୭.୬ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ଏହା ତଳକୁ ମୟୂରଭଞ୍ଜ ଜିଲାର ବାରିପଦାରେ ୩.୮ ମି.ମି. ବର୍ଷା…