Trending
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ମୋହନ ସରକାରକୁ ଆଜି ୧୦୦ ଦିନ
ପୂର୍ବ ସରକାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ମଧ୍ୟ ରାଜନୀତି କରୁଥିଲେ। ସରକାର ସବୁବେଳେ ଲୋକଙ୍କ ମତ ଏବଂ ହିତକୁ ନେଇ କାର୍ଯ୍ୟ କରିବା ଜରୁରୀ। ପୂର୍ବ ସରକାର ଦୁର୍ନୀତି ଅଭିଯୋଗରେ କେବଳ କିରାଣିଙ୍କୁ ଧରୁଥିଲେ। କିନ୍ତୁ ଆମେ ସେଭଳି କରୁନାହୁଁ। ଦୁର୍ନୀତିରେ ଜଡ଼ିତ ଅଧିକାରୀଙ୍କୁ ଆମେ…
ବ୍ରାହ୍ମଣୀନଦୀରେ ଜଳସ୍ତର ବୃଦ୍ଧି
ଲଗାଣ ବର୍ଷା ଯୋଗୁ ବ୍ରାହ୍ମଣୀନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଆର୍ଏସ୍ପି ପକ୍ଷରୁ ମନ୍ଦିରା ଡ୍ୟାମ୍ର ୧୦ଟି ଗେଟ୍ ଖୋଲାଯାଇଛି। ମନ୍ଦିରା ଡ୍ୟାମ୍କୁ ୫୩,୦୫୭ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିଲାବେଳେ ୫୩,୧୬୦ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ଡ୍ୟାମ୍ର ଜଳସ୍ତର ୬୭୯.୫୦ ଫୁଟ୍…
ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ
ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ…
ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚକୁ ନେଇ ପୁରୀ ଶଙ୍କରାଚାର୍ଯ୍ୟଙ୍କ କ୍ଷୋଭ
ଶ୍ରୀ ମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ବିଷୟରେ କୌଣସି ମତାମତ ନିଆଯାଉନାହିଁ । ମୋତେ ଅଣଦେଖା କରାଯାଉଛି ।ସାଧୁସନ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ କୌଣସି ବ୍ୟବସ୍ଥା ଗ୍ରହଣ କରାଯାଉନାହିଁ । ସାଧାରଣ ଭକ୍ତଙ୍କ ପରି ସାଧୁସନ୍ଥମାନେ ମଧ୍ୟ ଭିଡ଼ରେ ଯାଇ ଦର୍ଶନ କରୁଛନ୍ତି ବୋଲି କହିଛନ୍ତି ଜଗତଗୁରୁ…
ସାମୟିକ ସ୍ଥଗିତ ରହିଲା ବଡ଼ଦାଣ୍ଡ ମିଳିତ ଉଠାଦୋକାନୀ ବ୍ୟବସାୟୀ ମହାସଂଘର ଜେଲ୍ ଭରୋ ଆନ୍ଦୋଳନ
ସାମୟିକ ସ୍ଥଗିତ ରହିଲା ବଡ଼ଦାଣ୍ଡ ମିଳିତ ଉଠାଦୋକାନୀ ବ୍ୟବସାୟୀ ମହାସଂଘ ର ୧୯ ତାରିଖ ଜେଲ୍ ଭରୋ ଆନ୍ଦୋଳନ । ଜିଲ୍ଲାପାଳ ଙ୍କ ସହ ଆଲୋଚନା ବିଫଳ ହେବା ପରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ମନ୍ତ୍ରୀ ମହାଶୟ ସ୍ୱୟଂ ବଡ଼ଦାଣ୍ଡ ରେ ଓ ଶ୍ରୀ ଦାଣ୍ଡ ରେ ଗରୀବ ଉଠା ଦୋକାନୀ ମାନଙ୍କ…
ଏମ୍ସରେ ଚିକିତ୍ସାଧୀନ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ
ଏମ୍ସରେ ଚିକିତ୍ସାଧୀନ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ। ଏହି ଘଟଣାକୁ ଅତ୍ୟନ୍ତ ନିନ୍ଦନୀୟ ଓ ବର୍ବରୋଚିତ ବୋଲି କହିଛି ବିଜେଡି । ମେଜରଙ୍କ ବାନ୍ଧବୀଙ୍କୁ ଚରମ ଆଘାତ ଲାଗିଛି। ତାଙ୍କର ଶାରୀରିକ ଓ ମାନସିକ ସ୍ତରରେ ଆଘାତ ଲାଗିଛି । ମୁଖ୍ଯମନ୍ତ୍ରୀ ଗୃହ ବିଭାଗର ମନ୍ତ୍ରୀ…
ସୁଭଦ୍ରା ଯୋଜନା ଅଧୀନରେ ଆବେଦନ କରିଥିବା ୨ ହଜାର ମହିଳାଙ୍କ ଆବେଦନ ପତ୍ର ଖାରଜ
ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟ ଠିକ୍ ନାହିଁକି କି? ତେବେ ଶୀଘ୍ର ଯାଇ ଠିକ୍ କରନ୍ତୁ ନହେଲେ ସୁଭଦ୍ରା ଟଙ୍କା ମିଳିବ ନାହିଁ । ସୁଭଦ୍ରା ଯୋଜନା ଅଧୀନରେ ଆବେଦନ କରିଥିବା ୨ ହଜାର ମହିଳାଙ୍କ ଆବେଦନ ପତ୍ର ଖାରଜ କରାଯାଇଛି l କାରଣ ତାଙ୍କ ବ୍ୟାଙ୍କ ଠିକଣାରେ କିଛି ସମସ୍ୟା ଅଛି । ଏନେଇ ସୂଚନା…
ମୋଦି ସରକାରଙ୍କ ବଡ଼ ପଦକ୍ଷେପ: ଓ୍ବାନ ନେସନ ଓ୍ବାନ ଇଲେକସନକୁ କ୍ୟାବିନେଟ ମଂଜୁରି
ମୋଦି ସରକାରଙ୍କ ବଡ଼ ପଦକ୍ଷେପ । ଓ୍ବାନ ନେସନ ଓ୍ବାନ ଇଲେକସନକୁ କ୍ୟାବିନେଟ ମଂଜୁରି ମିଳିଛି । ଯଦି ସରକାର ଏହି ବିଲ ପାସ କରନ୍ତି ତେବେ ଆଗାମୀ ନିର୍ବାଚନ ଏକା ସମୟରେ ହୋଇପାରେ । କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରାଳୟ ଏବଂ ଏକ ଉଚ୍ଚସ୍ତରୀୟ କମିଟି ନିକଟରେ ଦାଖଲ ହୋଇଥିବା ଏହି ରିପୋର୍ଟକୁ…
ମେଜରଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା: ୫ ପୁଲିସ କର୍ମଚାରୀ ନିଲମ୍ବିତ
ରାଜଧାନୀ ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାରେ ପୁଲିସ ଡିଜି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ମାମଲାରେ ଭରତପୁର ଥାନାର ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବିତ କର୍ମଚାରୀମାନେ…
ଆଜି ଖୋଲିପାରେ ଗୁପ୍ତ ସୁଡ଼ଙ୍ଗର ରହସ୍ୟ
ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ…