Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
Odisha
All about all odisha state news updates
ଆଜି ରାଜଧାନୀ ଭୁବନେଶ୍ବରର ଜନ୍ମଦିନ
ଆଜି ରାଜଧାନୀ ଭୁବନେଶ୍ବରର ଜନ୍ମଦିନ । ୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ବର । ପ୍ରତିଷ୍ଠା ଦିବସ ଉପଲକ୍ଷେ ସଜେଇ ହୋଇଛି ରାଜଧାନୀ । ଆଜି ପ୍ରତିଷ୍ଠା ଦିବସ ଅବସରରେ ରାଜଧାନୀରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି ।ରାଜଧାନୀ ଭୁବନେଶ୍ଵର ପାଳୁଛି ୭୭ତମ ପ୍ରତିଷ୍ଠା ଦିବସ।…
ପୁଲିସ ନିକଟରେ ୫ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳଯରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସପି ପ୍ରଭାତ କୁମାରଙ୍କ ସମ୍ମୁଖରେ ବନ୍ଧୁକ ଓ ବୋମା ସହ ଏହି ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।…
ଆସନ୍ତାକାଲି ଭୁବନେଶ୍ୱରର ଜନ୍ମଦିନ
ଆସନ୍ତାକାଲି (ଏପ୍ରିଲ ୧୩)ରେ ରାଜଧାନୀ ଭୁବନେଶ୍ୱରର ଜନ୍ମଦିନ। ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ। ସମସ୍ତ ସରକାରୀ ବିଭାଗ ସମେତ ବିଏମସି ଓ ୬୭ଟି ୱାର୍ଡରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିପାଇଁ ବିଏମସି ପକ୍ଷରୁ ପ୍ରତି ୱାର୍ଡକୁ ୨୫ ହଜାର ଟଙ୍କା ଲେଖାଏଁ ଦିଆଯାଇଛି। ୭୭ତମ ରାଜଧାନୀ…
ବିଧାୟକ, ମନ୍ତ୍ରୀ କି ସାଂସଦ ହେଇଛନ୍ତି ବୋଲି ଗର୍ବ କରନ୍ତୁ ନାହିଁ – ଜେ.ପି ନଡ୍ଡା
ବିଧାୟକ, ମନ୍ତ୍ରୀ କି ସାଂସଦ ହେଇଛନ୍ତି ବୋଲି ଗର୍ବ କରନ୍ତୁ ନାହିଁ। ଗ୍ରୁପିଜିମ୍ ଓ ଚାଟୁକାରିତା ଛାଡ଼ି ନିଜର ବ୍ୟକ୍ତିତ୍ବର ବିକାଶ କରନ୍ତୁ। ଗାଁକୁ ଯାଆନ୍ତୁ ଅଙ୍ଗନବାଡ଼ିକୁ ଯାଇ ସେଠିକାର ଅବସ୍ଥା ଦେଖନ୍ତୁ। ଡାକ୍ତରଖାନାକୁ ରୋଗୀଙ୍କ କଥା ବୁଝନ୍ତୁ, ସେମାନଙ୍କର ସମସ୍ୟାର ସମାଧାନ କରନ୍ତୁ।…
ଦଳ ୩ ଭାଗ ହୋଇଯିବ ପଛେ ପାଣ୍ଡିଆନଙ୍କୁ ନବୀନ ଛାଡ଼ିବେନି ଏବଂ ନବୀନଙ୍କ ଚେତାବନୀ କିଛି କାମ ଦେବନି -ପ୍ରସନ୍ନ ପାଟ୍ଟଶାଣୀ
ପ୍ରସନ୍ନ ପାଟ୍ଟଶାଣୀଙ୍କ ବିଷୋଦ୍ଗାର । ଟାର୍ଗେଟ୍ରେ ନବୀନ ଓ ପାଣ୍ଡିଆନ । ବୁଲେଇ ବଙ୍କାଇ ନୁହେଁ ବରଂ ସିଧାସଳଖ କହିଛନ୍ତି ବିଜେଡିର ଏ ଅବସ୍ଥା ଲାଗି ପାଣ୍ଡିଆନ ହିଁ ଦାୟୀ । ଖାଲି ଏତିକି ନୁହେଁ ବିଜେଡି ବୁଡ଼ିଯାଉଥିବା କଥା ବି ସେ କହିଛନ୍ତି । ବିଜେଡି ନେତା ଏବେ ଅଣନିଃଶ୍ବାସୀ…
ଛତିଶଗଡ଼ର କାଂକେର ଜିଲ୍ଲାରେ ଦୀର୍ଘ ଦିନ ପରେ ନକ୍ସଲଙ୍କର ବ୍ୟାନର
ମାଲକାନଗିରି ଜିଲ୍ଲାର ଛତିଶଗଡ଼ର କାଂକେର ଜିଲ୍ଲାରେ ଦୀର୍ଘ ଦିନ ପରେ ନକ୍ସଲଙ୍କର ବ୍ୟାନର ଦେଖିବାକୁ ମିଳିଛି। ପୁଲିସର କଡ଼ା ସୁରକ୍ଷା ଭିତରେ ନକ୍ସଲ ବ୍ୟାନର ଓ ପୋଷ୍ଟର ମାରିବା ପାଇଁ ଶକ୍ତି ଯୋଗାଡ଼ କରିପାରୁନଥିଲେ। କିନ୍ତୁ ଗତକାଲି ରାତିରେ ନକ୍ସଲ ଜିଲ୍ଲାର କୋୟଲାବେଡ଼ା ଥାନା ଅଂଚଳରେ ପୁଣି…
ଆଇଏଏସ୍ ସ୍ତରରେ ଅଦଳବଦଳ
ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ…
୨୪ ଘଣ୍ଟାରେ ଦୁର୍ବଳ ହେବ ଲଘୁଚାପ
ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କେନ୍ଦ୍ରୀଭୂତ ହେଉଛି। ଏହା ଉତ୍ତର ଦିଗରେ ଗତି କରିବ। ପରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ରାୟଗଡ଼ାରେ…
ପୁଲିସ ନିକଟରେ ୨୨ ଜଣ ନକ୍ସଲଙ୍କ ଆତ୍ମସମର୍ପଣ
ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ନାମରେ ୨୬ ଲକ୍ଷ ଟଂକାର ପୁରସ୍କାର ଘୋଷଣା ହୋଇଥିଲା। ଏଥିସହ ଏମାନଙ୍କ ମଧ୍ୟରୁ ୬ ଜଣ ମହିଳା ନକ୍ସଲ ରହିଛନ୍ତି। ଏମାନଙ୍କ ମଧ୍ୟରୁ ବାଟାଲିୟନ ନମ୍ବର ୧ର ସଦସ୍ୟ କମଲି…
ପାଣ୍ଡିଆନଙ୍କୁ କ୍ଲିନଚିଟ ଦେଲେ ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ
ଭିକେ ପାଣ୍ଡିଆନଙ୍କୁ ନେଇ ନବୀନ ପଟ୍ଟନାୟକଙ୍କ ବୟାନ । ପାଣ୍ଡିଆନଙ୍କୁ କ୍ଲିନଚିଟ ଦେଇଛନ୍ତି ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । କହିଲେ, ପାଣ୍ଡିଆନ ଦଳ ଓ ରାଜ୍ୟ ପାଇଁ ଅନେକ କାମ କରିଛନ୍ତି । ୧୦ ମାସ ହେଲାଣି ପାଣ୍ଡିଆନ ଦଳ ଛାଡିଲେଣି । ବର୍ତ୍ତମାନ ସେ ଦଳୀୟ କାର୍ୟ୍ୟରେ ସଂଶ୍ଲୀଷ୍ଟ…