Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
Odisha
All about all odisha state news updates
ବିଜେଡିରେ ଯୋଗ ଦେଇଥିବା ନୂଆ ନେତାଙ୍କୁ ଜଣା ନାହିଁ ଦଳର ଇତିହାସ – ଦେବାଶିଷ ସାମନ୍ତରାୟ
ବିଜେଡି ଭିତରେ ଏବେ ପୂରା ଗୋଳମାଳିଆ ସ୍ଥିତି। ୱାକଫ୍ ବିଲକୁ ନେଇ ସସ୍ମିତଙ୍କ ସମର୍ଥନ ପରେ ଦଳରେ କମ୍ପନ ସୃଷ୍ଟି ହୋଇଛି। ଯୁବ ନେତା ଓ ବରିଷ୍ଠ ନେତାମାନେ ଅଲଗା ଅଲଗା ଭାବେ ବୈଠକ କରିବା ନେଇ ଚର୍ଚ୍ଚା ହେଉଥିବାବେଳେ ମୁହଁ ଖୋଲିଛନ୍ତି ସାଂସଦ ଦେବାଶିଷ ସାମନ୍ତରାୟ । ଦେଇଛନ୍ତି ବିସ୍ଫୋରକ…
ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ଓଡ଼ିଶା ଜୀବିକା ମିଶନ ଅନ୍ତର୍ଭୁକ୍ତ ସାମାଜିକ ଅନ୍ତର୍ଭୁକ୍ତୀକରଣ ଅଭିଯାନ , ୨୨ ତାରିଖ…
ରାଜ୍ୟର ବିକାଶରେ ସାମିଲ ପାଇଁ ଗରିବ ଏବଂ ପଛୁଆ ଯୋଗ୍ୟ ପରିବାରଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀରେ ଅନ୍ତର୍ଭୁକ୍ତ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ୪,୧୨,୫୪୮ଯୋଗ୍ୟ ପରିବାରକୁ ଏସଏଚଜିରେ ସାମିଲ କରାଯାଇଥିଲା। ଏହି ଅଭିଯାନରେ ୧୦୮ଟି ଦିବ୍ୟାଙ୍ଗ ଏସଏଚଜି ଗଠିତ ହୋଇଛି। ଏଥିରୁ…
ହିଟୱେଭ୍ ସଚେତନତା ଭ୍ୟାନ୍ ଅଭିଯାନ’କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଭୁବନେଶ୍ୱରର ଗୀତଗୋବିନ୍ଦ ଭବନଠାରେ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିର ମୁକାବିଲା କରିବା ପାଇଁ ଏକ ରାଜ୍ୟବ୍ୟାପୀ 'ହିଟୱେଭ୍ ସଚେତନତା ଭ୍ୟାନ୍ ଅଭିଯାନ'କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।
ଏହି ଅଭିଯାନଟି ୟୁନିସେଫର ଏକ…
ଚଳିତ ୨୨ ଓ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ
ଚଳିତ ୨୨ ଓ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ସୁଭଦ୍ରା…
ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସେଠାରେ ସେ ରାଜ୍ୟ ସରକାରଙ୍କ ତରଫରୁ ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (ଆଇଓସିଏଲ୍), ପେଟ୍ରୋନେଟ ଏଲ୍ଏନ୍ଏଜି ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ ସମେତ ପ୍ରମୁଖ ଉଦ୍ୟୋଗ ସହିତ…
ଗଣମାଧ୍ୟମର ପ୍ରତିନିଧିଙ୍କୁ ସେବାୟତଙ୍କ ପ୍ରାଣାନ୍ତକ ଆକ୍ରମଣ
ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି ବଢ଼ିଥିବା ଚର୍ଚ୍ଚା ହେଉଛି। ସେବାୟତମାନଙ୍କର ଶ୍ରୀମନ୍ଦିରରେ ଦୌରାତ୍ମ ବଢ଼ିଯାଇଥିବା ଭକ୍ତମାନେ ଅନେକ ସମୟରେ ଅଭିଯୋଗ ଆଣିଛନ୍ତି। ସେବାୟତମାନେ ଗଣମାଧ୍ୟମର ପ୍ରତିନିଧିଙ୍କୁ ମଧ୍ୟ ଛାଡୁ ନାହାନ୍ତି। ଆଜି ଅପରାହ୍ଣରେ ଗଣମାଧ୍ୟମର ପ୍ରତିନିଧିଙ୍କୁ…
ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ସିଫା ନିକଟରେ ବିଳମ୍ବିତ ରାତିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା, ଜଣେ ମୃତ 20 ଆହତ
ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ସିଫା ନିକଟରେ ବିଳମ୍ବିତ ରାତିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଆହତମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବାଂଲାଦେଶରୁ ପୁରୀ ଆସୁଥିଲା ଯାତ୍ରୀବାହୀ ବସ୍ । ଏଥିରେ…
ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ
ଆସନ୍ତା ଅପ୍ରେଲ ୭(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ସୋମବାର ୟୁନିଟ-୫, ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ…
ପୁଲିସ ପାଖରେ ଆତ୍ମସମର୍ପଣ କଲେ ଛତିଶଗଡ଼ର ୮୬ ମାଓବାଦୀ
ପୁଣି ପୁଲିସ ପାଖରେ ଆତ୍ମସମର୍ପଣ କଲେ ମାଓବାଦୀ। ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ଛତିଶଗଡ଼ର ୮୬ ମାଓବାଦୀ। ଭଦ୍ରାଦ୍ରୀ କୋଥାଗୁଡେମ୍ ଜିଲ୍ଲାରେ ନକ୍ସଲଙ୍କ ଆତ୍ମସମର୍ପଣ। ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଭିତରୁ ୨୦ ଜଣ ମହିଳା ମାଓବାଦୀ ଅଛନ୍ତି। ଆତ୍ମସମର୍ପଣ କରିଥିବା ସମସ୍ତ…
ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ଛତିଶଗଡ଼ର ୮୬ ମାଓବାଦୀ
ପୁଣି ପୁଲିସ ପାଖରେ ଆତ୍ମସମର୍ପଣ କଲେ ମାଓବାଦୀ। ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ଛତିଶଗଡ଼ର ୮୬ ମାଓବାଦୀ। ଭଦ୍ରାଦ୍ରୀ କୋଥାଗୁଡେମ୍ ଜିଲ୍ଲାରେ ନକ୍ସଲଙ୍କ ଆତ୍ମସମର୍ପଣ। ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଭିତରୁ ୨୦ ଜଣ ମହିଳା ମାଓବାଦୀ ଅଛନ୍ତି। ଆତ୍ମସମର୍ପଣ କରିଥିବା ସମସ୍ତ…