Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Odisha
All about all odisha state news updates
ବମ୍ ସ୍କାର୍ଡ, ଡଗ୍ ସ୍କ୍ୱାର୍ଡ ଓ ପୁଲିସର ଛାନଭିନ ପରେ କିଛି ନମିଳିବାରୁ କୋର୍ଟ କାର୍ଯ୍ୟ ସ୍ୱାଭାବିକ
ବୋମା ଧମକ ସତ୍ୱେ ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ । ବମ୍ ସ୍କାର୍ଡ, ଡଗ୍ ସ୍କ୍ୱାର୍ଡ ଓ ପୁଲିସର ଛାନଭିନ ପରେ କିଛି ନମିଳିବାରୁ କୋର୍ଟ କାର୍ଯ୍ୟ ସ୍ୱାଭାବିକ ହୋଇଛି । ମୁଖ୍ୟ ବିଚାରପତି ଓ ୩ ବିଚାରପତି କୋର୍ଟରେ ଶୁଣାଣି ଆରମ୍ଭ କରିଛନ୍ତି ।
ରାଜ୍ୟର ୩ଟି କୋର୍ଟ କଟକ ଜିଲା କୋର୍ଟ,…
ସାରା ରାଜ୍ୟର ୩୦ ଜିଲ୍ଲାରେ ୧୧୮ଟି ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ…
ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକକାଳୀନ ସାରା ରାଜ୍ୟର ୩୦ ଜିଲ୍ଲାରେ ୧୧୮ଟି ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି…
ଆଜିଠୁ ରାଜ୍ୟରେ ସ୍ଵାଭାବିକ ହେଲା ଧାନ କିଣା, ୧୯ଟି ଜିଲ୍ଲାରେ ଉଠାଯାଉଛି ଧାନ – ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…
ଆଜିଠୁ ରାଜ୍ୟରେ ସ୍ଵାଭାବିକ ହେଲା ଧାନ କିଣା। ୧୯ଟି ଜିଲ୍ଲାରେ ଉଠାଯାଉଛି ଧାନ। ମିଲର୍ସଙ୍କ କିଛି ଦାବିକୁ ରାଜ୍ୟ ସରକାର ମାନିଛନ୍ତି। ମଙ୍ଗଳବାର ମିଲର୍ସ ସଂଘ ସହିତ ଆଲୋଚନା ହୋଇଥିଲା। ଏନେଇ ସରକାରଙ୍କର ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛିବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର…
ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ସଡ଼କ ଦୃଘଟଣା, ସ୍କୁଟି ଉପରେ ଚଢିଗଲା ଯାତ୍ରୀବାହୀ ବସ , ସାମ୍ବାଦିକା ମୃତ
ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ପିପିଲି ଥାନା ଅନ୍ତର୍ଗତ ମଙ୍ଗଳପୁର ନିକଟ ଜମାଲପୁର ଗ୍ରାମ୍ୟଛକ ନିକଟରେ ରାସ୍ତାରେ ଯାଉଥିବା ଏକ ସ୍କୁଟି ଉପରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଚଢିଯାଇଛି। ଏଥିରେ ସାମ୍ବାଦିକାଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ ସାମ୍ବାଦିକା ହେଲେ…
ଆଜି ଭୁବନେଶ୍ୱରର କିଛି ପ୍ରମୁଖ ସ୍ଥାନରେ AQI ୨୦୦ ରୁ ୨୫୦ ମଧ୍ୟରେ ରହିଛି
ଭୁବନେଶ୍ୱରରେ ବାୟୁ ପ୍ରଦୂଷଣର ସ୍ଥିତି ଏବେ ଚିନ୍ତାଜନକ ରହିଛି। ଆଜି ୬ ଜାନୁଆରୀ, ୨୦୨୬ ର ରିପୋର୍ଟ ଅନୁଯାୟୀ, ଶୀତଦିନିଆ ପାଣିପାଗ ଯୋଗୁଁ ସହରର ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ରେ ଅବନତି ଦେଖାଦେଇଛି। ଆଜି ଭୁବନେଶ୍ୱରର କିଛି ପ୍ରମୁଖ ସ୍ଥାନରେ AQI ୨୦୦ ରୁ ୨୫୦ ମଧ୍ୟରେ ରହିଛି, ଯାହାକୁ…
ଆସନ୍ତା ୧୦ରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟ ସ୍ତରୀୟ ଶିଶିର ସରସ ମେଳା
ଆସନ୍ତା ୧୦ରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟ ସ୍ତରୀୟ ଶିଶିର ସରସ ମେଳା ୨୦୨୬ ।ଚଳିତବର୍ଷ ପ୍ରଦର୍ଶନୀ ପଡ଼ିଆରେ ଏହି ମେଳା ଅନୁଷ୍ଠିତ କରାଯିବ । ଯାହା ଜାନୁଆରୀ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତିଦିନ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମେଳା ବୁଲିପାରିବେ ରାଜଧାନୀବାସୀ ।
ତେବେ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା।ସେ ଓଡ଼ିଶାର ବିକାଶ ପଥକୁ…
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବ
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବ। ସେପଟେ ରାଜ୍ୟର ବିଭିନ୍ନ ଜିଲାରେ…
ବାଲେଶ୍ୱର ପୌରପାଳିକା ଓ ୟୁଏଲବି ଅଞ୍ଚଳରେ ପ୍ରଦୂଷଣ କଟକଣା, ସନ୍ଧ୍ୟା ୬ଟାରୁ ସକାଳ ୧୦ଟ ମଧ୍ୟରେ ସମସ୍ତ ନିର୍ମାଣ ବନ୍ଦ…
ବାଲେଶ୍ୱର ପୌରପାଳିକା ଓ ୟୁଏଲବି ଅଞ୍ଚଳରେ ପ୍ରଦୂଷଣ କଟକଣା । ଲଗାତାର AQI ବୃଦ୍ଧି ନେଇ ଗାଇଡଲାଇନ ଜାରି କରିଛନ୍ତି ଜିଲ୍ଲାପାଳ । ଗତ କିଛି ଦିନ ଧରି ବାଲେଶ୍ୱର ଜିଲ୍ଲା ଓ ସହରରେ ପ୍ରଦୂଷଣ ମାତ୍ରାଧିକ ଥିଲା । ଯାହାକୁ ଦୃଷ୍ଟିରେ ରଖି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ପ୍ରଶାସନ ।…
କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ୍ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ୍ କରିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଡାକ୍ତରମାନେ ରୋଗୀ ସେବା କାର୍ଯ୍ୟରେ ଯୋଗ ଦିଅନ୍ତୁ। ଆଲୋଚନା ଦ୍ବାରା ସବୁ ସମାଧାନ…