Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ , ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ । ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ । ରାଜଧାନୀ ଭୂବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୁଶାନ୍ତ ସିଂଙ୍କ ପରଲୋକ ହୋଇଛି । ସୁଶାନ୍ତ ସିଂହ ଦୀର୍ଘଦିନ ଧରି ଗୁରୁତର ଅସୁସ୍ଥତାରେ ପୀଡ଼ିତ ଥିଲେ । ସେଠାରେ ତାଙ୍କର…
ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ…
ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ । ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି । ବରମୁଣ୍ଡା ଯାଏଁ ଘୋଷାଡ଼ି ନେଲା ଆଉ ଏକ ଗାଡ଼ି । ଦୁର୍ଘଟଣା ଥିଲା ଭୟଙ୍କର । ଦେଖିଥିଲେ ଛାତି ଥରିଉଠିଥାନ୍ତା । ବରମୁଣ୍ଡା ବସ୍ଷ୍ଟାଣ୍ଡ ସମ୍ମୁଖରୁ ମିଳିଲା ମୃତକଙ୍କ ମୁଣ୍ଡ ବିହୀନ…
ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍,ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ଅନ୍ତର୍ଗତ ହରିହର ଯୋର ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହରିହରଯୋର…
ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି ,ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି…
ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି । ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି ହାଣ୍ଡି । ଶ୍ରୀକ୍ଷେତ୍ରରେ ଚାଲିଥିବା ମହାପ୍ରଭୁଙ୍କ ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ଆଜି ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅତ୍ୟନ୍ତ ପବିତ୍ର ଓ ଆଧ୍ୟାତ୍ମିକ ‘ଅଧର…
ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ…
କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ କାର୍ଯ୍ୟକାଳକୁ ନେଇ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ, ଧର୍ମେନ୍ଦ୍ର ପ୍ରଧାନ ଦେଶର ଶିକ୍ଷା କ୍ଷେତ୍ରରେ ଅନେକ ଐତିହାସିକ ଓ ଦୂରଦର୍ଶୀ ପଦକ୍ଷେପ ନେଇଛନ୍ତି। ଧର୍ମେନ୍ଦ୍ର…
ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ…
ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼ । ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ । ପିପିଲି ନିକଟରୁ ମାଳତୀପାଟପୁର ପର୍ଯ୍ୟନ୍ତ ଗାଡ଼ିର ଲମ୍ବା ଲାଇନ ଲାଗିଛି । ମାଳତୀପାଟପୁର ନିକଟରୁ ଗାଡ଼ି ଗୁଡିକୁ ତାଳବଣିଆ…
ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ଶ୍ରଦ୍ଧାଳୁ ମାନଙ୍କ ପାଇଁ ଆରାମଦାୟକ ଓ ନିର୍ବିଘ୍ନ ଯାତ୍ରା କରିବା ସହିତ ବର୍ଦ୍ଧିତ ଯାତ୍ରୀ ଭିଡ଼କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ…
ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୂର୍ଣ୍ଣ ଅଳଙ୍କାରରେ ଝଟକିବେ ମହାବାହୁ । ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ବାହୁଡ଼ା ଯାତ୍ରା ପରେ ଆଜି ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିବ ରଥଯାତ୍ରାର ଅନ୍ୟତମ ଦିବ୍ୟ ଓ ଅପୂର୍ବ ଦୃଶ୍ୟ ମହାପ୍ରଭୁଙ୍କ…
ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ…
ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବାକୁ ଯୋଜନା କରୁଥିବା ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ଅର୍ଥ ବିଭାଗ କଡ଼ା ନିର୍ଦ୍ଦେଶ ଜାରି କରିଛି। ଏଣିକି ଏଭଳି ଯାତ୍ରା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବା ସହ ମୁଖ୍ୟାଳୟ ଛାଡ଼ିବା ପାଇଁ ଆବଶ୍ୟକ ପୂର୍ବାନୁମତି…
ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, କଟକର ଅବିରାମ ଦାସ (୫୭) ସୁଭଦ୍ରାଙ୍କ ରଥ ନିକଟରେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ନିକଟସ୍ଥ ବଗଲା ପ୍ରାଥମିକ ଚିକିତ୍ସା କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ…