Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ଦୁର୍ଗା ପୂଜାରେ ବୁଲିବେ ‘ଶକ୍ତି ବାହିନୀ
ସବୁଠି ପୂଜାର ଆସର । ଏହି ପବିତ୍ର ଉତ୍ସବରେ ମହିଳାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେଫ ନେଇଛନ୍ତି ରାଜ୍ୟ ସରକାର । ଦୁର୍ଗା ପୂଜାରେ ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରିଛି ଓଡ଼ିଶା ପୋଲିସ । ୪୦ ଜଣ ମହିଳା ପୋଲିସଙ୍କୁ ନେଇ ‘ଶକ୍ତିବାହିନୀ’ ଟିମ୍ ଗଠନ…
ସୁଭଦ୍ରା’ ଯୋଜନା
ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନା ମାଧ୍ୟମରେ ମହିଳାମାନଙ୍କୁ ସ୍ବାବଳମ୍ବୀ କରିବା ପାଇଁ ଏକ ବୃହତ୍ ପଦକ୍ଷେପ ନେଇଛନ୍ତି। ଏଥି ପାଇଁ ଗତ ସେପ୍ଟେମ୍ବର ୧୭ ତାରିଖ ଠାରୁ ସହାୟତା ପ୍ରଦାନ କରି ଆସୁଛନ୍ତି। ବର୍ଷକୁ ୫ ହଜାର ଟଙ୍କା ଲେଖାଏଁ ୨ଟି କିସ୍ତିରେ ହିତାଧିକାରୀଙ୍କୁ ୧୦ ହଜାର ଟଙ୍କା…
ଭିଜିଲାନ୍ସ ଜାଲରେ ଏସ୍ସିବି ଡାଟା ଏଣ୍ଟ୍ରି ଅପରେଟର
କଟକ ଏସ୍ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ମାଗଣା ମେଡିସିନ ପାଇଁ ସେ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଥିଲା।…
ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ
ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର…
ପୋଲିସ ପାପୁଲି ଛିଡ଼ାଇ ଦେଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର
କମଲୁ ଫେରାର ଥିଲା। ପୁଲିସ କମଲୁକୁ ଧରିବାକୁ ଚେଷ୍ଟା ଚଳାଇଥିଲା। କଟାପାଲି ନିକଟ ଜଙ୍ଗଲରେ କମଲୁ ଲୁଚି ଥିବା ଖବର ପାଇ ପୁଲିସ ଟିମ୍ ଜଙ୍ଗଲରେ ପହଞ୍ଚି ଖୋଜାଖୋଜି କରିଥିଲେ। ପରେ ତାକୁ ପୋନିସ ଏନକାଉଣ୍ଟର କରିଥିବା ଜଣାପଡିଛି । ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଝରାପାଲି ଗାଁରେ…
କେବେ ଆସିବ ନୂଆ ରାସନ କାର୍ଡ଼ , ମନ୍ତ୍ରୀ ଦେଲେ ସୂଚନା
ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ କେନ୍ଦ୍ର ସରକାର ୨୦୨୮ ପର୍ଯ୍ୟନ୍ତ ମାଗଣା ରାସନ ସୀମା ବୃଦ୍ଧି କରିଛନ୍ତି। ଏହାପରେ ରାଜ୍ୟ ମଧ୍ୟ ସୀମା ବୃଦ୍ଧି ପାଇଁ ଯୋଜନା କରିଛନ୍ତି। ରାଜ୍ୟର ନିଜସ୍ବ ଯୋଜନା ଅନୁସାରେ ଅବଧି ବୃଦ୍ଧି କରାଯିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ…
ସାଲିଆସାହିରରେ ପୁଣି ଠାବ ହେଲା ଦେଶୀ ମଦ କାରଖାନା
ସାଲିଆସାହିର ନୀଳଚକ୍ର ନଗରରେ ଦେଶୀ ମଦ କାରଖାନାରେ ଅବକାରୀ ଟିମ୍ ପକ୍ଷରୁ ଚଢ଼ାଉ କରାଯାଇଛି। ଶହ ଶହ ଲିଟର ଦେଶୀ ମଦ ଜବତ ସହ ପୋଚ ନଷ୍ଟ କରିଛି ।ଗୁରୁବାର ଭୋର ୫ଟାରୁ ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଚଢ଼ାଉବେଳେ ୨ଟି ବଡ଼ ଦେଶୀ ମଦ…
ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍ ଯାଉଥିବାବେଳେ ଟନେଲ୍ରୁ ଖସିଲା ପଥର
ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସିଛି। ରେଳ ଧାରଣା ଉପରେ ପଥର ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍ଡ ଇକ୍ୟୁପ୍ମେଣ୍ଟ ତାର। ଦୀର୍ଘ ୪ଘଣ୍ଟାର କସରତ ପରେ କୋରାପୁଟ-ରାୟଗଡ଼ା ରେଳ ପଥରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲା। କାକିରିଗୁମ୍ମା-ଲକ୍ଷ୍ମୀପୁର…
ଚୋର ଧରିବା ପାଇଁ ମଣ୍ଡପରେ ସ୍ବତନ୍ତ୍ର ପୋଲିସ ଫୋର୍ସ ନିୟୋଜିତ
ଭୁବନେଶ୍ୱର:ଦୁର୍ଗତି ନାଶିନୀଙ୍କ ଆବାହନରେ ଚଳଚଂଚଳ ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ। ଆଜି ପୂଜା ମଣ୍ଡପରେ ମହାମାୟୀଙ୍କର ହେବ ଚକ୍ଷୁଦାନ ପର୍ବ । ଶକ୍ତିପୀଠରେ ମହାଷ୍ଟମୀ ପୂଜା ହେଉଥିବା ବେଳେ ପୂଜା ମଣ୍ଡପରେ ହେବ ମାଆଙ୍କ ମହାସପ୍ତମୀ ପୂଜା। ମହାଷ୍ଟମୀ ପାଇଁ ସକାଳ ସମୟରେ ନୟାପଲ୍ଲୀ,…
ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା କେତେ ବଢ଼ିଲା ଜାଣନ୍ତୁ
ଦଶହରା ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଖୁସି ଖବର ଦେଇଛନ୍ତି। ମୋହନ ମାଝୀଙ୍କ ସରକାର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଇଛନ୍ତି। କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଛି। ପୂର୍ବରୁ ଏହା ୪୬ ପ୍ରତିଶତ ଥିବା ବେଳେ ରାଜ୍ୟ ସରକାର ଏହାକୁ ୫୦ ପ୍ରତିଶତ…