Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ରାଜଧାନୀରେ ନିଆରା ଢ଼ୋଲ ତୋରଣ
ଆସୁଛି ମାଙ୍କ ପୂଜା । ନୂଆ ନୂଆ ମେଢ଼ ଦେଖିବା ପାଇଁ ଆପଣ ଅପେକ୍ଷା କରିଥିବେ ନିଶ୍ଚୟ । ତେବେ ଏଥର ନୂଆ ନୂଆ ତୋରଣ ଶ୍ରଦ୍ଧାଳୁଙ୍କ ଆକର୍ଷଣ କରିବ । ପୀଠରେ ଆଜି ମା’ ଦୁର୍ଗାଙ୍କ ସପ୍ତମୀ ପୂଜା ଚାଲିଥିବା ବେଳେ ବିଭିନ୍ନ ପୂଜାମଣ୍ଡପରେ ମାଙ୍କ ଷଷ୍ଠୀ ପୂଜା ଜାରି ରହିଛି। ପୂଜା ମଣ୍ଡପଗୁଡ଼ିକରେ…
ଆଜି ମୁକ୍ତିଲାଭ କରିବ ଓଡ଼ିଆ ଫିଲ୍ମ ‘କର୍ମ’
ଧରାପୃଷ୍ଠରେ ଜନ୍ମନେଇ ଈଶ୍ବର ମଧ୍ୟ ନିଜ କର୍ମର ଫଳ ନିଜେ ଭୋଗିଛନ୍ତି। ଯେଉଁଠି ଇଶ୍ବର କର୍ମଫଳ ଭୋଗୁଛନ୍ତି, ସେଠି ମଣିଷ ବା ବର୍ତ୍ତିଯିବ କେମିତି? ଯିଏ ଯେମିତି କର୍ମ କରିବ, ସେ ତା’ର ଫଳ ନିଶ୍ଚୟ ପାଇବ। ଏଭଳି ଏକ ବାର୍ତ୍ତା ନେଇ ଅମୀୟ ପଟ୍ଟନାୟକ ପ୍ରଡକ୍ସନ ବ୍ୟାନରରେ ନିର୍ମାଣ ହୋଇଛି…
କେତେ ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା ଜାଣନ୍ତୁ
ବାରିପଦାର ଛଉ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ‘ସୁଭଦ୍ରା’ ଟଙ୍କା ପଠାଇଛନ୍ତି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…
ଧାମନଗରରେ ପରିସ୍ଥିତି ଶାନ୍ତିପୂର୍ଣ୍ଣ ଥିବା ଯୋଗୁ ଉଠିଲା ଧାରା ୧୬୩
ଭଦ୍ରକ ଜିଲ୍ଲା ଧାମନଗର ଏନଏସିରେ ପ୍ରଶାସନ ପକ୍ଷରୁ ଲଗାଯାଇଥିବା ଧାରା ୧୬୩କୁ ଉଠାଇଦିଆଯାଇଛି। ସେଠାରେ ପରିସ୍ଥିତି ଶାନ୍ତିପୂର୍ଣ୍ଣ ଥିବା ଯୋଗୁ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।
ଗତ ମାସ ୨୭ ତାରିଖରୁ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ଧାମନଗର ଏନଏସି ଓ ଏହାର ପାଖ…
ଆଜି ଆସିବ ସୁଭଦ୍ରା ଟଙ୍କା
ଆଜି 35 ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ 5ହଜାର ଟଙ୍କା ଯିବ । ମଙ୍ଗଳବାର ସୁଦ୍ଧା ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ତେବେ ଆଜି ଏହି ଟଙ୍କା ଆକାଉଣ୍ଟକୁ ଆସିବାକୁ ଥିବା ବେଳେ ବ୍ୟାଙ୍କ ଆଗରେ ଧାଡି ନଲଗାଇବା ପାଇଁ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।…
ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’: ଜଣେ ଡାକ୍ତରଙ୍କ ସାହସର କାହାଣୀ
ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ସିନେମା ‘ଦମନ’ ଜାତୀୟସ୍ତରରେ ପ୍ରଶଂସା କରାଯାଇଛି । ଫିଲ୍ମର କଥାବସ୍ତୁ ହେଲା-ମ୍ୟାଲେରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଦୁର୍ଗମ ଅଞ୍ଚଳରେ ‘ଦମନ’ ନାମରେ ଏକ ଯୋଜନା । ଏହି ଯୋଜନା ରାଜ୍ୟ ସରକାରଙ୍କ ପକ୍ଷରୁ…
ବଡ଼ ଅଘଟଣ ଟଳିଗଲା : ଜାହାଜରୁ ଅନ୍ଲୋଡିଂ ବେଳେ କଣ ଘଟିଲା ?
ପାରାଦୀପ: ରାଦୀପ ବନ୍ଦରର ଏଫ୍ପିବି ବର୍ଥରେ ଏମ୍ଭି ଆନ୍ସି ମ୍ୟାକ୍ସିମସ୍ ଜାହାଜରୁ ଚୂନପଥର ଅନଲୋଡ଼ିଂ ହେଉଥିଲା। କ୍ରେନ୍ର ବକେଟ୍ ସମୁଦ୍ର ଭିତରକୁ ଖସି ପଡ଼ିଲା । ପୂର୍ବରୁ କେବେ ଏଭଳି ଦୁର୍ଘଟଣା ଘଟି ନଥିବା ବେଳେ ଏହାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। କାହିଁକି ଓ କେଉଁ…
ପାଞ୍ଚଟି ରାଶିରେ ଆଜି ଅଛି ସୁବର୍ଣ୍ଣ ସୁଯୋଗ
ଅଦ୍ୟ ଅକ୍ଟୋବର ମାସ ୦୯ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଆଶ୍ୱିନମାସ- ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ଦିବା ଘ୧୨/୦୦ ଗତେ ସପ୍ତମୀ
ନକ୍ଷତ୍ର- ମୂଳା
ଚନ୍ଦ୍ର - ଧନୁ
ଯୋଗ- ସୌଭାଗ୍ୟ
କରଣ - ତୈତିଳ
ସୌରମାସ-…
ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ
ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ। ଆଜି ସନ୍ଧ୍ୟା ୫ ଟା ୩୦ରେ ଶ୍ରୀମନ୍ଦିର ସଦର କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୧୪ ଅକ୍ଟୋବରରୁ ୧୫ ନଭେମ୍ବର ପର୍ଯ୍ୟନ୍ତ ହେବାକୁ ଥିବା କାର୍ତ୍ତିକ…
ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ବିଭାଗର ପ୍ରାଇଭେଟ ସେକ୍ରେଟାରୀ
ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ। କୋଟି କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।…