Trending
- ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
Browsing Category
Odisha
All about all odisha state news updates
ଚଳିତ ବଜେଟର ଓଡିଶାକୁ ଗୁରୁତ୍ୱ
ଚଳିତ ବଜେଟର ଓଡିଶାକୁ ଗୁରୁତ୍ୱ । ରାଜ୍ୟର ପ୍ରକୃତିକ ସୌନ୍ଦର୍ଯ୍ୟକୁ ଗୁରୁତ୍ୱ ଦେଇଛନ୍ତି ମୋଦୀ ସରକାର । ବିଶେଷ କରି ପ୍ରାକୃତିକ ଶୋଭାରେ ସମୃଦ୍ଧ ଓଡିଶାର ବନ୍ୟପ୍ରାଣୀ ଅଭୟାରଣ୍ୟ ଓ ବେଳାଭୂମି ଗୁଡିକ ପର୍ଯ୍ୟଟନର ମୁଖ୍ୟ ଆଧାର ହୋଇଥିବାରୁ ଏହାକୁ ବିଶେଷ ଗୁରୁତ୍ୱ ଦିଆଯିବ । ଏହାକୁ ବିଶ୍ୱର…
ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ
ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି । ରଜ୍ୟର ପର୍ଯ୍ୟଟନସ୍ଥଳୀ ପାଇଁ ବଜେଟରେ ବିଶେଷ ଘୋଷଣା କରାଯାଇଛି । ପ୍ରାକୃତିକ ଶୋଭାରେ ସମୃଦ୍ଧ ଓଡ଼ିଶାର ବନ୍ୟପ୍ରାଣୀ ଅଭୟାରଣ୍ୟ ଓ…
ସ୍ୱାସ୍ଥ୍ୟକେନ୍ଦ୍ରର ବଦଳିବ ନାମ
ରାଜ୍ୟରେ ବିଜେପି ସରକାର ପ୍ରଥମ ଥର ପାଇଁ କ୍ଷମତାକୁ ଆସିବା ବେଳେ ଅନେକ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ବର୍ଷ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିବା ବେଳେ ଏବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କରୁଛନ୍ତି । ନିକଟରେ…
ଆର୍ ସନ୍ଥଗୋପାଳନ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ
ରାଜ୍ୟର ନୂଆ ସିଇଓ ହେଲେ ଆଇଏଏସ ଅଫିସର ଆର୍ ସନ୍ଥଗୋପାଳନ । ୨୦୦୧ ବ୍ୟାଚର ଏହି ଆଇଏଏସ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଛି । ଏନେଇ ଇସିଆଇ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି । ପୂର୍ବରୁ ସିଇଓ ଥିବା ନିକୁଞ୍ଜବିହାରୀ ଧଳଙ୍କୁ…
ଆଦିବାସୀଙ୍କ ପାଇଁ ଖୁସି ଖବର
ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି ରାଜ୍ୟପାଳ କହିଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଛନ୍ତି, ରାଜ୍ୟରେ ଆଦିବାସୀ ଭାଷା ସଂରକ୍ଷଣ ନେଇ କାର୍ଯ୍ୟ କରାଯିବ। ଆଦିବାସୀ ଛାତ୍ରଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ ଲାଇବ୍ରେରୀ ଅନ୍ ହ୍ବିଲ୍ସର ଆରମ୍ଭ କରାଯିବ। ଏପରିକି ବନଜାତ…
ଜୁଲାଇ ୨୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ (ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସାଧାରଣ ଭାବେ ପ୍ରତି ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧୀ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…
ରାଷ୍ଟ୍ରୀୟ ସମ୍ମାନ ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଷ୍ଟ୍ରୀୟ ସମ୍ମାନ ସହ ଜନ୍ମମାଟି କୋରାପୁଟ ପାତ୍ରପୁଟରେ ସମ୍ପନ୍ନ ହୋଇଛି ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ। ଜୟପୁର ମେଡିକାଲରୁ ତାଙ୍କ ପାର୍ଥୀବ ଶରୀରକୁ ଶୋଭାଯାତ୍ରାରେ ପାତ୍ରପୁଟକୁ ନିଆଯାଇଥିଲା । ଗାଁ ମଶାଣୀରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ…
ରାଜ୍ୟ ସରକାରଙ୍କୁ ଘେରିବ ବିଜେଡି ଦଳ
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ବସିଛି । ସୋମବାରଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ । ଏହାପୂର୍ବରୁ ବିଜେଡି ତାର ରଣନୀତି ପ୍ରସ୍ତୁତ କରି ସାରିଛି ।ବିଶେଷ ସୂତ୍ରରୁ ଜଣାପଡିଛି ଯେ, ବିଜେଡି ପକ୍ଷରୁ ଏସଓଙ୍କୁ ମାଡ ଘଟଣା ଓ…
ଶଙ୍ଖ ଭବନ’ର ହେବ ତଦନ୍ତ
ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଅଭିଯୋଗ ଅନୁସାରେ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ନିର୍ମାଣ ହୋଇଛି ଶଙ୍ଖ ଭଵନ। ରାଜଧାନୀ ଛାତି ଉପରେ ବେଆଇନ ଭାବେ ନିର୍ମାଣ ହୋଇଛି…
ବଦଳିଲା ବିଜୁ କ୍ରୀଡ଼ା ପୁରସ୍କାରର ନାଁ
ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳାଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରୀଡ଼ା ଓ ଯୁବ ସେବା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜୁ କ୍ରୀଡ଼ା ସମ୍ମାନ ଏଣିକି ରାଜ୍ୟ କ୍ରୀଡ଼ା ସମ୍ମାନ ନାମରେ ପୁରସ୍କାର ପ୍ରଦାନ କରାଯିବ।ପୂର୍ବରୁ ରାଜ୍ୟ ସରକାର ରାଜ୍ୟର ପ୍ରତିଭାବାନ କ୍ରୀଡ଼ାବିତଙ୍କୁ…