Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ପୁରୀ ଧାମରେ ହେବ ଅନ୍ତର୍ଜାତୀୟ ବିମାନବନ୍ଦର
ପୁରୀରେ ହେବ ଅନ୍ତର୍ଜାତୀୟ ଗ୍ରୀନ ଫିଲ୍ଡ ଏୟାରପୋର୍ଟ। ହେଲେ ଏଥିପାଇଁ ହୋଇଥିବା ଟେଣ୍ଡର ପ୍ରକ୍ରିୟାରେ କେହି ସାମିଲ ହୋଇନଥିଲେ। ତେଣୁ ବିମାନ ବନ୍ଦର ନିମାର୍ଣ ନେଇ ଆଶଂକା ବଢିଥିଲା। ତେବେ ଭୁବନେଶ୍ବରରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ରାଜ୍ୟବାସୀଙ୍କୁ…
ମହାନଦୀରେ ଭାସିଯାଇ ଦୁଇ ଅଷ୍ଟମ ଶ୍ରେଣୀ ଛାତ୍ର ନିଖୋଜ
କଟକ: ଜଗତପୁର ଶିଳ୍ପାଞ୍ଚଳ ଦେଇ ଯାଇଥିବା ମହାନଦୀରେ ଭାସିଯାଇ ଦୁଇ ଅଷ୍ଟମ ଶ୍ରେଣୀ ଛାତ୍ର ନିଖୋଜ । ମହାନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଛାତ୍ରଦ୍ବାୟ ବୁଡ଼ି ଯାଇଛନ୍ତି ।
ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଛାତ୍ରଙ୍କୁ ଉଦ୍ଧାର କରିବାକୁ ଖୋଜାଖୋଜି ଆରମ୍ଭ କରିଛି…
ଲାଞ୍ଚ ନେଲା ବେଳେ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ
ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି।
ସୂଚନାରୁ ଜଣାପଡିଛି ବେଲପଡା ବ୍ଲକ କନ୍ଧେନଝୁଲା ଗ୍ରାମର ଦୈନିକ…
ଏନକାଉଣ୍ଟରରେ 30 ମାଓବାଦୀଙ୍କ ମୃତ୍ୟୁ
ଛତିଶଗଡ଼: ମାଓବାଦୀମାନେ ଜଙ୍ଗଲରେ କ୍ୟାମ୍ପ କରିଥିବା ବେଳେ ସେମାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ ସୁରକ୍ଷାକର୍ମୀ । ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ରହିଛି ଏକେ 47 ରାଇଫଲ ଓ ଏସଏଲଆର । ଛତିଶଗଡ଼ ନାରାୟଣପୁର ଓ ଦନ୍ତେୱାଡ଼ା ଜିଲ୍ଲାର ସୀମାନ୍ତରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ…
ପୁରୀରେ ହବିଷ୍ୟାଳୀଙ୍କୁ ମିଳିବ ସବୁ ସୁବିଧା
ପୁରୀ: ଏଥର ପୁରୀକୁ ଯଦି ଆପଣଙ୍କ ପରିବାରର କେହି ହବିଷ୍ୟାଳି ଯିବା ପାଇଁ ଚାହୁଁଛନ୍ତି ତେବେ ସରକାରୀ ଓ୍ବେବସାଇଟରେ ଆବେଦନ କରିବାକୁ ପଡ଼ିବ । ସମସ୍ତ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ…
ନିଜ ନିର୍ବାଚନ ମଣ୍ଡଳୀରେ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼
କେଶିଙ୍ଗା: କଳାହାଣ୍ଡି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼ ହୋଇଛି ।
https://www.youtube.com/watch?v=ZI-xkDf4Mc8
ତାଙ୍କର ପୂର୍ବତନ ସମର୍ଥକ ଥିବା କିଛି ଯୁବକ ଅଣ୍ଡାମାଡ଼ କରିଛନ୍ତି । ନିଜ ନିର୍ବାଚନ ମଣ୍ଡଳୀର ଗୋଳମୁଣ୍ଡା କଲେଜର ଏକାଡେମୀକ…
ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ
ପୁରୀ: ମହାପ୍ରଭୁଙ୍କ ଅର୍ପଣ ଚାଉଳ ନିଲାମ ହୋଇଛି। ମୋଟ ୧୪ହଜାର କ୍ବିଣ୍ଟାଲ ଚାଉଳ ସଂଗ୍ରହ କରାଯାଇଥିବା ବେଳେ ଏଥିରୁ ୪ହଜାର କ୍ବିଣ୍ଟାଲ ଚାଉଳ ବ୍ୟବହାର ହୋଇଥିଲା । ବାକି ୧୦ହଜାର କ୍ବିଣ୍ଟାଲ ଚାଉଳ ନଷ୍ଟ ହେବାକୁ ବସିଥିଲା । ଶେଷରେ ଟେଣ୍ଡର ମାଧ୍ୟମରେ ଏହି ଚାଉଳ ସବୁକୁ ନିଲାମ କରାଯାଇଛି ।…
ପୁଣି ଫେରିବ ମୌସୁମୀ
ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ବାଲାଂଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଶୁକ୍ରବାର ଏହା ଉତ୍ତର…
ବରଗଡ ଜିଲ୍ଲା କାରାଗାରରେ ଚଢ଼ାଉ
ବରଗଡ଼ ଜିଲା କାରାଗାରରେ ଆଜି ସକାଳୁ ପୋଲିସ ଅତର୍କିତ ଭାବରେ ଚଢ଼ାଉ କରିଛି। ଏସ୍ପି ପି.ଏସ୍ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍ଖା ଜବତ ହୋଇଛି। ଚଢ଼ାଉରେ ୧୪ ପୋଲିସ ଅଫିସରଙ୍କ ସମେତ ୨ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ।…
କୋରାପୁଟ୧୨ ଘଣ୍ଟିଆ ବନ୍ଦ ପାଳନ
କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚକଅଖ, ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ ଓ ସ୍କୁଲ କଲେଜ ଆଦି ବନ୍ଦ ପାଇଁ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି ।ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ଏହି ବନ୍ଦ ପାଳନ…