Trending
- କଇଁଛ ସୁରକ୍ଷା ପାଇଁ ନଭେମ୍ବର ୧ ରୁ ମଇ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମାଛ ଧରିବା ଉପରେ କଟକଣା ଜାରି
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
Browsing Category
Odisha
All about all odisha state news updates
ବିନା ଟିକେଟ୍ରେ ଯାତ୍ରା କରି ଧରାପଡିଲେ ୫୯ ଜଣ, ଗଣିଲେ ୧୭୨୨୫ ଟଙ୍କା
ବିନା ଟିକେଟ୍ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ଆଜି ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ ଆରମ୍ଭ ହୋଇଥିଲା। ଖୋର୍ଦ୍ଧା ରେଳ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ-୨ଙ୍କ ନିର୍ଦ୍ଦେଶରେ…
ଗ୍ରୀଷ୍ମପ୍ରବାହ ଯୋଗୁଁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ
ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ସମୟ ସାରଣୀ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର
ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଲୋକସେବା ଭବନରେ ପହଞ୍ଚିଲେ ନବ ଦାସଙ୍କ ପରିବାର । ପୂର୍ବରୁ ସାକ୍ଷାତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଇ-ମେଲ କରିଥିଲେ ନବ ଦାସଙ୍କ ପତ୍ନୀ ମୀନତି ଦାସ । ଏହା ସହ ଡାକ ଜରିଆରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପଠାଇଥିଲେ । ବହୁ ଚର୍ଚ୍ଚିତ ନବ ଦାସ…
ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫
ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫ । ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି, ତୋଷାଳି ମେଳା ହେବ ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂସ୍କୃତିର ନିଦର୍ଶନ ।…
ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବ ଦାସଙ୍କ ପତ୍ନୀ
ପୂର୍ବତନ ମନ୍ତ୍ରୀ ନବଦାସଙ୍କ ପତ୍ନୀଙ୍କୁ ସାକ୍ଷାତ କରିବାକୁ ସମୟ ଦେଲେ ମୁଖ୍ୟମନ୍ତ୍ରୀ । ଆଜି ସଂଧ୍ୟା ୫ ଟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଦାସଙ୍କ ପତ୍ନୀ। । ଆଜି ସଂଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବ ଦାସଙ୍କ ପତ୍ନୀ ମିନତି ଦାସ, ଝିଅ ଦିପାଲି ଦାସ ଓ ବିଶାଳ ଦାସ…
ଖୋଲିଲା ନବ ଦାସ ମର୍ଡର ଫାଇଲ
ନୂଆ ମୋଡ଼ ନେଲା ନବ ଦାସ ହତ୍ୟାକାଣ୍ଡ ପ୍ରସଙ୍ଗ । ନବ ଙ୍କ ପରିବାର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ରି-ଓପନ ହେଲା ମର୍ଡର ଫାଇଲ । ନୂଆ ସରକାରଙ୍କ ନୂଆ ଟିମ ନୂଆ ଅନ୍ଦାଜ ରେ ଆରମ୍ଭ କଲେ ତଦନ୍ତ । ନବ ଙ୍କ ଘରେ ପହଞ୍ଚି ଷ୍ଟେଟମେଣ୍ଟ ରେକର୍ଡ କଲା କ୍ରାଇମବ୍ରାଞ୍ଚ ଟିମ । ବୟାନ ରେକର୍ଡ…
ଆଜି ସୁନା ଦର ୯୦ ହଜାର ହୋଇଛି
ବିଶ୍ବ ବଜାରରେ ସୁନା ଦର ଦ୍ରୁତ ବେଗରେ ଦୌଡୁଛି। ଚଳିତ ବର୍ଷ ଆରମ୍ଭରୁ ସୁନା ମୂଲ୍ୟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଆଜି ଏହା ସର୍ବକାଳୀନ ସ୍ତରରେ ପହଞ୍ଚି ଯାଇଛି। ୨୦୨୫ ମାର୍ଚ୍ଚ ମାସରେ ସୁନା ଦାମ ୯୦ ହଜାର ପାର ହୋଇଛି । ଗତ କିଛି ଦିନ ମଧ୍ୟରେ ସୁନା ଦାମ୍ ରେକର୍ଡ ଭାଙ୍ଗିଛି ।…
ମହାନଦୀରେ ନିର୍ମାଣ ହେବ ୭ ବ୍ୟାରେଜ୍
ଜଳ ଉପଲବ୍ଧତା ଏବଂ ପରିଚାଳନା ବୃଦ୍ଧି ପାଇଁ ମହାନଦୀର ଶାଖା ନଦୀଗୁଡ଼ିକରେ ୭ଟି ନୂତନ ବ୍ୟାରେଜ୍ ନିର୍ମାଣ କରିବାକୁ ଓଡ଼ିଶା ସରକାର ଘୋଷଣା କରିଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଓଡ଼ିଶାରେ ପାନୀୟ ଜଳ ଯୋଗାଣ ସମ୍ପର୍କିତ ସମସ୍ୟାକୁ ସମାଧାନ କରିବା ସମୟରେ ଏହି ଖବରକୁ ନିଶ୍ଚିତ…
ଆଇଏଏସ୍ସ୍ତରରେ ଏକ ଛୋଟ ଅଦଳବଦଳ
ଓଡ଼ିଶା ସରକାର ଆଇଏଏସ୍ସ୍ତରରେ ଏକ ଛୋଟ ଅଦଳବଦଳ କରିଛନ୍ତି। ୩ ଆଇଏଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି।ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ୨୦୧୧ ବ୍ୟାଚ୍ ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ ବୈଷୟିକ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକଙ୍କୁ…
ଔରଙ୍ଗଜେବ କବର ବିବାଦକୁ ନେଇ ନାଗପୁରରେ ହିଂସା
ମହାରାଷ୍ଟ୍ର ନାଗପୁରରେ ଔରଙ୍ଗଜେବ କବର ବିବାଦକୁ ନେଇ ହିଂସା ଦେଖାଯାଇଛି । ୨ ଗୋଷ୍ଠୀ ଭିଏଚପି ଓ ବଜରଙ୍ଗ ଦଳର ପ୍ରଦର୍ଶନ ପରେ ହିଂସା ବଢିବାରେ ଲାଗିଛି । କାର, ବାଇକ ଓ ଜେସିବି ଜାଳିଦେଇଛନ୍ତି ଉପଦ୍ରବକାରୀ । ପୁଲିସ ଉପରେ ମଧ୍ୟ ଢେଲାପଥର ମାଡ କରାଯାଇଛି । ଯେଉଁଥିରେ ୫୦ ଜଣ…