Trending
- ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
Browsing Category
Odisha
All about all odisha state news updates
ବଡ଼ ଠାକୁର ଖସିପଡ଼ିବା ଘଟଣା ଅକ୍ଷମଣୀୟ ତ୍ରୁଟି କହିଲା ବିଜେଡି
ଭୁବନେଶ୍ବର: ବଡ଼ଠାକୁର ବଳଭଦ୍ର ଆଡ଼ପ ପହଣ୍ଡି ବେଳେ ଖସିପଡ଼ିବାକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ରଖିଛି । ଏହା ଏକ ଅକ୍ଷମଣୀୟ ତ୍ରୁଟି । କୋଟି କୋଟି ଓଡ଼ିଆ ଓ ଜଗନ୍ନାଥପ୍ରେମୀଙ୍କୁ ଏହା ଗଭୀର ଭାବେ ଆଘାତ ଦେବା ସହ ଏହି ଘଟଣା ମର୍ମାହତ କରିଛି । ଆଇନ ମନ୍ତ୍ରୀ ଓ ଉପ…
୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି । ଓଡ଼ିଆ ଭାଷା ସାହିତ୍ୟ ସଂସ୍କୁତି ବିଭାଗ ଅଧୀନ ରେ ଥିବା ଓଡ଼ିଆ ଅସ୍ମିତାକୁ ଉଜ୍ଜୀବିତ ପାଇଁ, ପ୍ରଚାର ପ୍ରସାର ପାଇଁ ଓଡ଼ିଆ ଅସ୍ମିତା ପାଇଁ କରଫୋସ ଫଣ୍ଡ ୨୦୦ କୋଟି…
ଆଜି ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ
ଆଜି ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ନିଆଯାଇପାରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ନୂଆ ସରକାର ଅନେକ ପ୍ରତିଶ୍ରୁତି ଦେଇଥିବା ବେଳେ ତାହା କିପରି ପୂରଣ କରୁଛି ତାହା ଦେଖିବାକୁ ଲୋକଙ୍କ ଅପେକ୍ଷା ରହିଛି । ପୂର୍ବାହ୍ନ ୧୧ଟା ୩୦ ମିନିଟରେ ଲୋକସେବା ଭବନରେ ବୈଠକ…
ଓଡ଼ିଶାରେ ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଶ୍ରୀ ସ୍କୁଲ
ରାଜ୍ୟରେ ଲାଗୁ ହୋଇଛି ପ୍ରଧାନମନ୍ତ୍ରୀ ଶ୍ରୀ ସ୍କୁଲ । ପିଏମ ଶ୍ରୀ ସ୍କୁଲ ଏହି ବ୍ୟବସ୍ଥାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ୨ଟି ଲେଖାଏଁ ସ୍କୁଲ ଖୋଲାଯିବ । ଏ ନେଇ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ରାଜ୍ୟ ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏମଓୟୁ ସ୍ୱାକ୍ଷରିତ…
ପ୍ରଭୁ ବଳଭଦ୍ର ଚାରମାଳ ଉପରେ ପଡ଼ିଯିବାରୁ ୭ ସେବାୟତ ଆହତ
ପୁରୀ : ଆଡ଼ପ ପହଣ୍ଡି ସମୟରେ ଅଘଟଣ ଘଟିବାରୁ କିଛି ସେବାୟତ ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ପହଣ୍ଡି ବିଜେ ସମୟରେ ବଡ଼ଠାକୁର ପ୍ରଭୁ ବଳଭଦ୍ର ଚାରମାଳ ଉପରେ ପଡ଼ିଯାଇଥିଲେ । ଫଳରେ ୭ ଜଣ ସେବାୟତ ଆହତ ଥିବା ଜଣାପଡ଼ିଛି। ଆହତମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ…
ପହଣ୍ଡି ବେଳେ ବଡ଼ ଅଘଟଣ
ଆଡ଼ପ ପହଣ୍ଡି ବେଳେ ବଡ଼ ଅଘଟଣ । ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର । ତାଳଧ୍ୱଜ ରଥର ଚାରମାଳ ଉପରୁ ହାମୁଡେଇ ପଡ଼ିଲେ ବଡ଼ ଠାକୁର । ପହଣ୍ଡିରେ ସାମିଲ ହୋଇଥିବା ପାଞ୍ଚ ସେବାୟତ ଆହତ ହୋଇଥିବା ସୂଟନା । ଆହତ ସେବାୟତଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ ଏପରି ଅଘଟଣ କୋଟି କୋଟି…
୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର
ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର । ଏନେଇ ସ୍ପଷ୍ଟ କରିଛି କମିଟି । ତେବେ ସରକାର ଅନୁମତି ଦେଲେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର କମିଟି ବୈଠକରେ ବଡ ନିଷ୍ପତ୍ତି ନିଆଯାଇଛି । ରଥ ଯାତ୍ରାରେ ବେଳେ ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ଏ ନେଇ…
ଯାଞ୍ଚ ହେବ ଶ୍ରୀମନ୍ଦିର ଗର୍ଭଗୃହ
ପ୍ରତିବର୍ଷ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବା ସମୟରେ ଶ୍ରୀମନ୍ଦିରରେ ବାର୍ଷିକ ଯାଞ୍ଚ ଏବଂ ମରାମତି ହୋଇଥାଏ । ଏହି କ୍ରମରେ ଆଜି ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ କରାଯିବ। ଏଥିରେ ଏଏସଆଇ, ପୂର୍ତ୍ତ ବିଭାଗର ବିଶେଷଜ୍ଞ ସହ ଶ୍ରୀମନ୍ଦିର ବୈଷୟିକ କୋର କମିଟି ଏବଂ…
ବଢ଼ିଲାଣି ଡେଙ୍ଗୁ ସଂକ୍ରମଣ
ରାଜ୍ୟରେ ଆରମ୍ଭ ହେଲା ଡେଙ୍ଗୁ ସଂକ୍ରମଣ। ଅନ୍ୟ ଜିଲ୍ଲା ତୁଳନାରେ ଖୋର୍ଦ୍ଧାରେ ବଢ଼ିଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଜାରି କରିଛି । ବିଗତ ୫ବର୍ଷ ଭିତରେ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ୍ ରହିଥିଲା, ତାହାକୁ…
ଆଜି ଚତୁର୍ଦ୍ଧାବିଗ୍ରହଙ୍କ ଆଡ଼ପପହଣ୍ଡି
ତିନି ରଥ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ରଥ ଉପରେ ଆଜିର ଦୈନନ୍ଦିନ ନୀତି ସଂପନ୍ନ ହୋଇଛି। ରଥଟଣା ଦିନ ଆଡ଼ପପହଣ୍ଡି ପରମ୍ପରା-ବିରୋଧୀ ଥିବାରୁ ମଙ୍ଗଳବାର ଅପରାହ୍ଣରେ ଚତୁର୍ଦ୍ଧାବିଗ୍ରହଙ୍କ ଆଡ଼ପପହଣ୍ଡି ଅନୁଷ୍ଠିତ ହେବ। ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଆଡ଼ପମଣ୍ଡପ…