Trending
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
Browsing Category
Odisha
All about all odisha state news updates
ମଧ୍ୟାହ୍ନ ଭୋଜନରେ ପରିବର୍ତ୍ତନ!
ପିଲାଙ୍କ ପାଇଁ ତିଆରି ହେଉଥିବା ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ହେବା ନେଇ ଆଲୋଚନା କରାଯାଉଛି । ଏଥର ମଧ୍ୟାହ୍ନ ଭୋଜନରେ ଏହି ଖାଦ୍ୟ ନ ଦେବାକୁ ସରକାରଙ୍କ ଚିଠି ଲେଖି ଅନୁରୋଧ କରିଛନ୍ତି ଜଣେ ଡାକ୍ତର । ଏଭଳି ଖାଦ୍ୟ ଖାଇବା ଦ୍ୱାରା ପିଲାମାନଙ୍କ ଉପରେ ଖରାପ ପ୍ରଭାବ ପକାଉଥିବା…
ଆଳୁ ସଙ୍କଟ!
ଆଳୁର ଅଭାବ ଯୋଗୁ ରାଜ୍ୟରେ ବ୍ୟବସାୟୀ ଚଢା ଦରରେ ଆଳୁ ବିକ୍ରି କରୁଛନ୍ତି। ତେବେ ଆଳୁ ସଙ୍କଟ କେବେ ଦୂର ହେବ ସେନେଇ ପ୍ରଶ୍ନ ଉଠୁଥିବା ବେଳେ ଏବେ ଗ୍ରାହକଙ୍କୁ ଝଟକା ଦେବା ଭବି ଖବର ଆସିଛି। ରାଜ୍ୟରେ ପୁଣି ଦେଖା ଆଳୁ ସଙ୍କଟ ଦେଇପାରେ ବୋଲି କୁହାଯାଉଛି। ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ…
ଦୋକାନ ଭିତରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ବ୍ରହ୍ମପୁର: ରାକ୍ଷୀ ପର୍ଣ୍ଣିମାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି |ଲଙ୍ଗଳେଶ୍ୱର ଗ୍ରାମରେ ଥିବା ଏକ ଦୋକାନ ଭିତରୁ ସ୍ୱାମୀ ସ୍ତ୍ରୀଙ୍କ ମୃତଦେହ ଠାବ ହୋଇଛି। ଗଞ୍ଜାମ ୧୬ ନମ୍ବର ଜାତୀୟ ରାଜପଥ ଲଙ୍ଗଳେଶ୍ୱର କଳାଝରନଇ ନିକଟରେ ଏଭଳି ଅଘଟଣା ସାମ୍ନାକୁ ଆସିଛି । ଝୁଲନ୍ତା ଅବସ୍ଥାରେ…
ପବିତ୍ର ଗହ୍ମା ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି…
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ
ଆଜି ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଭୁବନେଶ୍ୱର, ୟୁନିଟ ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ…
ଆଜି ଶ୍ରାବଣ ମାସର ଶେଷ ସୋମବାର
ଭୁବନେଶ୍ଵର: ଆଜି ଶ୍ରାବଣ ମାସର ଶେଷ ସୋମବାର। ଏଥିଲାଗି ରାଜ୍ୟର ସମସ୍ତ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଲାଗିରହିଥିବା ଦେଖିବାକୁ ମିଳୁଛି। ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ଭୋର ସମୟରୁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଦୂର ଦୂରାନ୍ତରୁ ପାଣି ଆଣି ଆସୁଥିବା କାଉଡିଆ…
ଦୁଗଲ ପଞ୍ଚାୟତରେ ସୁପ୍ରିମ୍କୋର୍ଟ ବିଚାରପତି: ଭୂମିହୀନ ଲୋକଙ୍କ ସମସ୍ୟା ବୁଝିଲେ
ସାକ୍ଷୀଗୋପାଳ: ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ତଥା ଜାତୀୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ସଞ୍ଜୀବ ଖାନ୍ନା ଆଜି ପୁରୀ ଗସ୍ତରେ ଆସିଥିଲେ। ଏହି ଅବସରରେ ସେ ସତ୍ୟବାଦୀ ବ୍ଲକ୍ ଅନ୍ତର୍ଗତ ଦୁଗଲ ପଞ୍ଚାୟତ ଅଠାଇଶ ଗ୍ରାମର କିଛି ଭୂମିହୀନ ପରିବାର ଲୋକଙ୍କୁ ଭେଟିଥିଲେ।…
ଗଣେଶ ପୂଜା ଭସାଣି ରେ ଡ଼ିଜେ ଉପରେ ଲାଗିଲାକଟକଣା
ଭୁବନେଶ୍ବର: ଆଦ୍ୟ ଦେବତା ଶ୍ରୀ ଗଣେଶଙ୍କ ପୂଜା ଆସନ୍ତା ୭ ତାରିଖ ଦିନ ଠାରୁ ଆରମ୍ଭ ହେବ। ଦେଶବ୍ୟାପୀ ଗଣେଶ ପୂଜା ଉତ୍ସାହର ସହିତ ପାଳନ କରାଯିବ। ଓଡ଼ିଶାରେ ପ୍ରସିଦ୍ଧ ଜଟଣୀ, ତାଳଚେର, ଦେବଗଡ଼ ସମେତ କଟକ ଓ ଭୁବନେଶ୍ବରରେ ମଧ୍ୟ ଧୁମଧାମ୍ରେ ଗଣେଶ ପୂଜାର ଆୟୋଜନ ହେବ। ରାଜଧାନୀ ଭୁବନେଶ୍ବରରେ…
ୟୁପିରୁ ଟ୍ରେନ୍ରେ ଆସିବ ଆଳୁ
ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ନେଉନି ଆଳୁ ସଂକଟ। ବଜାରରୁ ଗାଏବ ହେଲାଣି ଆଳୁ, ଚଢା ଦର ଦେଖି ଖାଉଟି ନିରାଶ । ଏହାରି ଭିତରେ ଓଡ଼ିଶାରେ ଆଳୁ ସଂକଟ ଦୂର କରିବା ପାଇଁ ସରକାର ବଡ଼ ପଦକ୍ଷେପ ନେଉଥିବା ସୂଚନା ରୁ ଜଣାପଡିଛି। ଉତ୍ତରପ୍ରଦେଶରୁ ଟ୍ରେନ୍ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ…
ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବାକୁ ଲଗାଯିବ ଏ.ଆଇ. କ୍ୟାମେରା
ପୁରୀ: ରତ୍ନଭଣ୍ଡାରରୁ ବାକ୍ସ ଓ ଆଲମିରା ସ୍ଥାନାନ୍ତର ପାଇଁ ସରକାରୀ ଅନୁମତି ମିଳିସାରିଛି। ଖୁବ୍ ଶୀଘ୍ର ରତ୍ନଭଣ୍ଡାର ମରାମତି ସାଙ୍ଗକୁ ଅଳଙ୍କାର ଗଣତି, ମଣତି ପ୍ରକ୍ରିୟା ଆରମ୍ଭ ହେବ। ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ପାଇଁ ଜିପିଆରଏସ୍ ସର୍ଭେ ସହ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ…