Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ବିକାଶ ନାଁରେ ୩ଟି ପରିବାର ଯାଜପୁରକୁ ଲୁଟିଛନ୍ତି
ବିକାଶ ନାଁରେ ୩ଟି ପରିବାର ଯାଜପୁରକୁ ଲୁଟିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଯାଜପୁରର ବଡ଼ଚଣାରେ ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ନାଁ ନନେଇ ବିଜେଡିର ୩ ଜଣ ନେତାଙ୍କୁ ଟାର୍ଗେଟ କରି ଏ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେମାନେ (୩ ବିଜେଡି ନେତା)…
ମନ କୀ ବାତରେ ମୟୂରଭଂଜର ରାମଜୀ ଟୁଡୁଙ୍କୁ ମନେପକାଇଲେ ମୋଦି
ରାମଜୀ ଟୁଡୁଙ୍କୁ ମନକୀ ବାତରେ ମନେପକାଇ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସାନ୍ତାଳୀ ଭାଷାକୁ ମୋବାଇଲରେ ଲେଖିବା ସହଜ କରିଛନ୍ତି । ଅନେକ ଲୋକ ଏବେ କଂପୁଟର ଏବଂ ମେବାଇଲରେ ଏହି ଭାଷାରେ ଲେଖିବାକୁ ତାଙ୍କର ପ୍ରୟାସ ଏବେ ସଫଳ ହୋଇଛି । ସାନ୍ତାଳୀ ଭାଷାରେ ଲିପିକୁ ସେ ଡିଜିଟାଲ…
ମାଲକାନଗିରି: ଲ୍ୟାଣ୍ଡମାଇନ ବିସ୍ଫୋରଣ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଟେରାମ ଏବଂ ଗୁଡୁମ ମଧ୍ୟରେ ବିସ୍ଫୋରଣ ହୋଇଛି ।ଲ୍ୟାଣ୍ଡମାଇନ ବିସ୍ଫୋରଣ, ୫ ଯବାନ ଆହତ । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ । ଅଳ୍ପକେ ବର୍ତ୍ତିଲେ ୩୦ ଯବାନ ।ସିଆରପିଏଫ୍ ଯବାନ ସର୍ଚ୍ଚ ଅପରେସନ କରୁଥିବାବେଳେ ଏହି…
ପଲିଗ୍ରାଫ ଟେଷ୍ଟ ଲାଗି ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୋଲିସ କର୍ମଚାରୀ
ଭୁବନେଶ୍ବର: ଆଜି ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ, ବ୍ରେନ୍ ମ୍ୟାପିଂ ଓ ନାର୍କୋ ଟେଷ୍ଟ କରାଯିବ । ବାକି ୪ ପୋଲିସଙ୍କ ପଲିଗ୍ରାଫ ଟେଷ୍ଟ ହେବ । ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁଙ୍କଠାରୁ ଘଟଣା ଦିନର ସତ ଆଦାୟ…
ଦୁର୍ଗା ପୂଜା ପାଇଁ ଟ୍ରାଫିକ ସମସ୍ୟା ଉପରେ ଗୁରୁତ୍ୱ
ଆଗକୁ ଦୁର୍ଗା ପୂଜା ଚଳଚଞ୍ଚଳ ସହର ବାସୀ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯିବ ସେନେଇ କମିଶନରେଟ ପୋଲିସ ପକ୍ଷରୁ ପ୍ରଥମ ପ୍ରିପାରେସନ ବୈଠକ । ଡିସିପିଙ୍କ ନେତୃତ୍ୱ ଏହି ବୈଠକରେ ଭୁବନେଶ୍ୱର ୟୁପିଡିର ସମସ୍ତ ବରିଷ୍ଠ…
କ୍ୟାବିନେଟରେ ୭ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୭ ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ଏଥିମଧ୍ୟରେ ରହିଛି ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୮ଟି ବିଭିନ୍ନ ଦିଗ, ଗୋପାଳନ, ସୁରକ୍ଷା, ଦୁଗ୍ଧ ଉପାଦାନକୁ ଜାତୀୟ ସ୍ତରରେ ପହଞ୍ଚାଇବା, ମଇଁଷି ପାଳନ, ଗୋ ସମ୍ପଦ ବୀମା, ବାଛୁରୀଙ୍କୁ ଖାଦ୍ୟ ଯୋଗାଣ,…
ନର୍ସିଂ ଆନ୍ଦୋଳନକୁ ନେଇ ମନ୍ତ୍ରୀ କହିଲେ ବଡ଼ କଥା
ଭୁବନେଶ୍ବର: ୧୦ ଦଫା ଦାବି ନେଇ ଦୁଇଦିନ ହେଲା ଆନ୍ଦୋଳନ କରିଛନ୍ତି ନର୍ସ । ସେପଟେ ଆଲୋଚନା କରି ମନ୍ତ୍ରୀ କହିଛନ୍ତି ନର୍ସମାନେ କାର୍ଯ୍ୟରେ ଯୋଗ ଦେବେ । ତେବେ ସଂଘ କହୁଛି ଆମେ ଆଲୋଚନା କରି ଜଣାଇବୁ । ମନ୍ତ୍ରୀ ଆଲୋଚନା ପରେ କହିଛନ୍ତି ସଂଘ ସହ ଆଲୋଚନା ହୋଇଛି ଓ ସେମାନେ କାଲିଠାରୁ…
ବାଲୁକା ଶିଳ୍ପୀ ପଦ୍ମଶ୍ରୀଙ୍କ ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ୍ ହୋଇଛି। କୋଲକାତାରୁ କେହି ଜଣେ ତାଙ୍କ ଆକାଉଣ୍ଟକୁ ହ୍ୟାକ୍ କରିଥିବା ଜଣାପଡିଛି। ଏ ନେଇ ସୋସିଆଲ ମିଡ଼ିଆ ସାଇଟ୍ ଏକ୍ସ ପକ୍ଷରୁ ତାଙ୍କୁ ମେଲ୍ ଯୋଗେ ଅବଗତ କରାଯାଇଛି।ତାଙ୍କ ଆକାଉଣ୍ଟ ହ୍ୟାକ୍…
ନିଯୁକ୍ତି ପାଇବେ ହୋମ୍ଗାର୍ଡ
ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ ସରକାରରେ ହୋମ୍ଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରି ଦିଆଯାଇଥିଲା। ଆମ ସରକାର ହୋମ୍ଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ…
ଝାଡ଼ଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲ୍ହାନ ଯିବେ। ସେଠାରେ ଭାଜପାର ପରିବର୍ତ୍ତନ ଯାତ୍ରାରେ…