Trending
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
Browsing Category
Odisha
All about all odisha state news updates
କୋଇଲା ହପର୍ ଭୁଶୁଡିବା ଘଟଣା : ଦୁଇ ଶ୍ରମିକଙ୍କ ମୃତଦେହ ଉଦ୍ଧାର
ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାରେ କୋଇଲା ହପର୍ ଭୁଶୁଡିବା ଘଟଣାରେ ନିଖୋଜ ଥିବା ସମସ୍ତ ୩ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶନିବାର ପ୍ରଥମେ ଦୁଇ ଜଣଙ୍କ ମୃତଦେହ ମିଳିଥିବାବେଳେ ପରବର୍ତ୍ତୀ ସମୟରେ ଆଉ ଜଣେ ନିଖୋଜ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ଦୀର୍ଘ ୩୬…
ହୁଣ୍ଡି ସ୍ଥାନାନ୍ତର ପରେ ଫେବୃଆରୀ ପହିଲାରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇପାରେ
ଫେବୃଆରୀ ପହିଲାରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇପାରେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀମନ୍ଦିରରେ ନୂତନ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ତାରିଖ ପୁନର୍ବାର ଘୁଞ୍ଚିବାକୁ ନେଇ ଚର୍ଚା ଜୋର ଧରିଛି ।
ହୁଣ୍ଡି ସ୍ଥାନାନ୍ତର ପାଇଁ କିଛି ଅନୁମତି ଜରୁରୀ।…
ପକ୍ଷୀ ଗଣନା ଚାଲିଛି
ରାଜ୍ୟରେ ପକ୍ଷୀଗଣନା ଚାଲିଛି। ଚଳିତବର୍ଷ ଗୋଟିଏ ଦିନରେ ରାଜ୍ୟର ସମସ୍ତ ସ୍ଥାନରେ ପକ୍ଷୀ ଗଣନା କରାଯିବାକୁ ଯୋଜନା ହୋଇଛି। ଗଣନାରେ ସାମିଲ୍ ହେବାକୁ ଥିବା ସମସ୍ତ ସଦସ୍ୟଙ୍କ ତାଲିମ ପ୍ରକ୍ରିୟା ଶେଷ ହୋଇଛି।
ଆଜି ଭୋର୍ରୁ ଗଣନା ଆରମ୍ଭ ହୋଇ ସଂଧ୍ୟା ସୁଦ୍ଧା ଶେଷ କରିବାକୁ…
ଅନେକ ଦିନର ଅପେକ୍ଷା ପରେ ଆଜି ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ଉପରେ ବୁଲିଲା ବୁଲଡୋଜର
ଅନେକ ଦିନର ଅପେକ୍ଷା ପରେ ଆଜି ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ଉପରେ ବୁଲିଲା ବୁଲଡୋଜର । ଗତକାଲି ଏନେଇ ବିଡିଏ ପକ୍ଷରୁ ଘୋଷଣା ହୋଇଥିଲା। ଆଜି ଦିନ ୧୨ ଟା ସୁଦ୍ଧା ଆଶ୍ରମରୁ ସବୁ ଜିନିଷପତ୍ର ଖାଲି କରିବାକୁ ମଧ୍ୟ ଘୋଷଣା କରିଥିଲା ବିଡିଏ । ଆଜି ସୁରକ୍ଷା କର୍ମୀଙ୍କ ସହ ଠିକଣା…
ମାଟିରେ ମିଶିବ ବୈକୁଣ୍ଠ ଧାମ ଆଶ୍ରମ
ଆଜି ମାଟିରେ ମିଶିବ ବୈକୁଣ୍ଠ ଧାମ ଆଶ୍ରମ । ବୈକୁଣ୍ଠ ଧାମ ଆଶ୍ରମରେ ଆଉ ଚାଲିବନାହିଁ ଆତ୍ମଘୋଷିତ ବାବା କାଶୀନାଥଙ୍କ ଦରବାର । ଧର୍ମ ନାଁରେ ଆଉ ଠକିପାରିବେ ନାହିଁ ବାବା କାଶୀନାଥ । ବେଆଇନ ଭାବେ ସରକାରୀ ଜମି ଉପରେ ଗଢିଥିବା ସାମ୍ରାଜ୍ୟକୁ ମାଟିରେ ମିଶାଇବାକୁ ଯାଉଛି ବିଡିଏ । ଜବରଦଖଲକୁ…
ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ
ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । ତାଙ୍କର ଏହି ଗସ୍ତ ଦୁଇ ଦିନିଆ ହେବ ବୋଲି ଜଣାପଡ଼ିଛି । ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ଏକ ଏକ ପ୍ରତିନିଧି ମଣ୍ଡଳୀ ମଧ୍ୟ ଆସିବେ । ସିଙ୍ଗାପୁରର ଜୁରଙ୍ଗ ପେଟ୍ରୋକେମିକାଲକ୍ସ କମ୍ପ୍ଲେକ୍ସ ଓ ଟୁଆସ ବନ୍ଦର ମଡେଲ୍ରେ…
କୁମ୍ବିଂ ଅପରେସନ ବେଳେ ମାଓ ଡମ୍ପ ଠାବ
ମାଲକାନଗିରି ସୀମାନ୍ତ ଛତିଶଗଡ଼ କୋଣ୍ଡାଗାଓଁ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି । କୁମ୍ବିଂ ଅପରେସନ ବେଳେ ଘଞ୍ଚ ଜଙ୍ଗଲ ଭିତରୁ ମାଓ ଡମ୍ପ ଠାବ କଲେ ଯବାନ ।
ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ମାନେ ଲୁଚାଇ ରଖିଥିବା ଏହି ଡମ୍ପ ଭିତରୁ ୧୪ଟି ଭାର୍ମର ବନ୍ଧୁକ ଓ…
ଆଜିଠାରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ
ରତ୍ନଭଣ୍ଡାର ପ୍ଲାଷ୍ଟର ଛଡ଼ା କାର୍ଯ୍ୟ ଶେଷ ହୋଇଛି । ଏବେ କାନ୍ଥର ମରାମତି ଓ ଯେଉଁ ପଥରରେ ଅଧିକ ଫାଟ ରହିଥିବ, ସେଗୁଡିକ ପରିବର୍ତ୍ତନ କରାଯିବ । ଚଟାଣ ନୂଆ ଭାବେ କରାଯିବ । ଯେଉଁ ଦିନଠାରୁ କାମ ଆରମ୍ଭ ହେଲାଣି ସଠିକ ସମୟ ଦିଆଯାଇପାରିନି । ସେହିପରି ବିଶେଷ ଦିନ ମାନଙ୍କରେ କାମ ବନ୍ଦ ରହିଛି ।…
ଗଜପତି ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ
ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଛି ଗଜପତିଙ୍କ ପୁଷ୍ୟାଭିଷେକ । ଏଥିପାଇଁ ଶ୍ରୀନହରରେ ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା । ଏହି ଅବସରରେ ଗଜପତି ମହାରାଜା ସିଂହାସନ ଆରୋହଣ କରିବା ସହ ଅଭିଷିକ୍ତ ହୋଇଥିଲେ । ଶ୍ରୀନଅରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଗଜପତି…
୧୮ରୁ ଭିତରକନିକାରେ ପକ୍ଷୀ ଗଣନା
ରାଜନଗର ବନଖଣ୍ଡର ରାଜନଗର,କନିକା, ଗହୀରମଥା, ମହାକାଳପଡ଼ା ଓ କୁଜଙ୍ଗ ୫ଟି ରେଞ୍ଜରେ ଏହି ପକ୍ଷୀ ଗଣନା ଅନୁଷ୍ଠିତ ହେବ । ଆସନ୍ତାକାଲି ପକ୍ଷୀ ବିଷାରଦ ମାନଙ୍କ ସହିତ ବନ କର୍ମଚାରୀ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହେବା ପରେ ୧୮ ତାରିଖ ଦିନ ପକ୍ଷୀ ଗଣନା କରାଯିବ । ଗତବର୍ଷ ୧୨୧…