Browsing Category

Odisha

All about all odisha state news updates

ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ

ଆଜି ପବିତ୍ର ବାହୁଡ଼ା ଯାତ୍ରା । କାଳିଆ ଭାବରେ ବନ୍ଧା ଭକ୍ତ । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚା ମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ଶୂନ୍ୟ ପହଣ୍ଡିରେ ରଥାରୁଢ…

ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି

ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର । ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ଆସନ୍ତା ଅଗଷ୍ଟ ୧୬ ତାରିଖ ସରକାରୀ ଚାକିରିରୁ ଅବସର ନେବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ୧୯୯୦ ବ୍ୟାଚର ଆଇପିଏସ୍…

ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ

ଆଜି ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ । ଗୁଣ୍ଡିଚା ମନ୍ଦିର ସାମ୍ନାରେ ଦକ୍ଷିଣ ମୋଡ଼ ହୋଇ ଅପେକ୍ଷା କରିଛି ତିନି ରଥ । ଦୀର୍ଘ ଅପେକ୍ଷା ପରେ ପୁଣିଥରେ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି । ଏହି ପବିତ୍ର ମୁହୂର୍ତ୍ତକୁ ସାକ୍ଷୀ…

ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ

କାଲି ବାହୁଡ଼ା, ଆଜି ସନ୍ଧ୍ୟା ଦର୍ଶନ । ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ । ଏଥିପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଆଧାରରେ ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆଡପ ମଣ୍ଡପରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ ।…

ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ

ବିଲକୁ ଓଲଟିଲା ବସ୍ । ୪୦ ଆହତ । ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡିରୁ ଜୟପୁର ଅଭିମୁଖେ ଆସୁଥିବା ବେଳେ ଆଉଳି ନିକଟରେ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସ୍ ସମ୍ମୁଖକୁ ହଠାତ୍ ଏକ ମୋଟର ସାଇକେଲ୍ ଆସିଯିବାରୁ ଭାରସାସ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା ବସ୍ ଟି । ଏଥିରେ ୪୦…

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି…

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍ । ପୂର୍ବରୁ ୧୨ ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା ।  ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ବାମ ପାର୍ଶ୍ବରୁ ୧୧ଟି ଓ ଡାହାଣ ପାର୍ଶ୍ବରୁ ୫ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି ।…

ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ…

ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ଶୀଘ୍ର ଆଇନଗତ ନ୍ୟାୟ ପ୍ରଦାନ ଏବଂ ସେମାନଙ୍କ ଅଧିକାରର ସୁରକ୍ଷା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି (ଅତ୍ୟାଚାର ନିରୋଧ) ଆଇନ, ୧୯୮୯ ଅଧୀନରେ…

ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର

ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୩ ଦଶମିକ ୩୯ ଫୁଟରେ ପହଞ୍ଚିଛି । ଉପରମୁଣ୍ଡରୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୧୦ ହଜାର ୨୦୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବାବେଳେ, ଜଳଭଣ୍ଡାରରୁ ୧ ଲକ୍ଷ ୮୬ ହଜାର ୧୩୩ କ୍ୟୁସେକ୍ ଜଳ ନିଷ୍କାସନ…

ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ

ଜନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ । ଜିଲ୍ଲାପାଳଙ୍କ ସହ ବୈଠକ ପରେ ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ ସୂଚନା ଦେଇଛନ୍ତି । ଆସନ୍ତା ୩୧ ସୁଦ୍ଧା ସର୍ଭେ ପାଇଁ ଟିମ୍ ଗଠନ କରାଯିବ । ଅକ୍ଟୋବରରୁ ଡୋର୍ ଟୁ ଡୋର ସର୍ଭେ ଆରମ୍ଭ ହେବ । ୧୦ ଫେବ୍ରୁଆରୀ ସୁଦ୍ଧା…

ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ରାଜ୍ୟର ବିଦ୍ୟୁତ୍ ଭିତ୍ତିଭୂମିକୁ ସୁରକ୍ଷିତ ରଖିବା ପାଇଁ ରାଜ୍ୟ ସରକାର ଏକ ବଡ଼ ଓ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଉଠାଇବାକୁ ଯାଉଛନ୍ତି। ଏଣିକି ରାଜ୍ୟରେ ଓଭରହେଡ୍ ତାର ପରିବର୍ତ୍ତେ ମାଟିତଳେ ଅର୍ଥାତ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ। ଏଥିପାଇଁ…