Trending
- କଇଁଛ ସୁରକ୍ଷା ପାଇଁ ନଭେମ୍ବର ୧ ରୁ ମଇ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମାଛ ଧରିବା ଉପରେ କଟକଣା ଜାରି
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
Browsing Category
Odisha
All about all odisha state news updates
ଘନ କୁହୁଡ଼ି ପାଇଁ ୟେଲୋ ଓ୍ବାର୍ନିଂ
ରାଜ୍ୟରେ ଗତ କିଛିଦିନ ଧରି ପାଗ ଶୁଖିଲା ରହିଥିଲେ ମଧ୍ୟ ତାପମାତ୍ରା ଅଧିକ ରହିଛି। ବୁଧବାର ଦିନ ତାପମାତ୍ରା ବୌଦ୍ଧ ଜିଲାରେ ସର୍ବାଧିକ ୩୬.୮ ଡିଗ୍ରୀ ରହିଥିଲାବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୧୫.୩ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ତେବେ ଆସନ୍ତା ୨ଦିନ ରାତି ତାପମାତ୍ରାରେ…
ଲିଙ୍ଗରାଜ ମନ୍ଦିରରେ ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟାରେ ୨ ମହିଳା ଆହତ
ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ। ଓମ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ। ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ। ପବିତ୍ର ମହା ଶିବରାତ୍ରି ପାଇଁ ଉତ୍ସବ ମୁଖର ଲିଙ୍ଗରାଜ ମନ୍ଦିର। ଶ୍ରୀଲିଙ୍ଗରାଜଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି। ପ୍ରବଳ…
ବାବା ଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ନୀତି
ଆଜି ପୁରୀରେ ଚାଲିଛି ବାବା ଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ନୀତି । ବର୍ଷକର ଏହି ଗୋଟିଏ ଦିନରେ ଗମ୍ଭୀରା ଭିତରକୁ ଯାଇ ଶ୍ରୀଲିଙ୍ଗ ଦର୍ଶନ କରିଥାନ୍ତି ଭକ୍ତ। ପାଦୁକା ଉଦ୍ଧାର ପରେ ସମ୍ପୁର୍ଣ୍ଣ ଦୃଶ୍ୟମାନ ହୁଏ ଶ୍ରୀଲିଙ୍ଗ । ବର୍ଷ ତମାମ ଫୁଲ,ବେଲପତ୍ର,ଦହି,କଦଳୀରେ ବୁଡି ରହୁଥିବା ଲୋକନାଥଙ୍କ…
ବିପୁଳ ପରିମାଣର କଇଁଚ ବୋଝେଇ ଗାଡି ଜବତ ଜଣେ ଅଟକ
ବିପୁଳ ପରିମାଣର କଇଁଚ ଵୋଝେଇ ଗାଡି ଜବତ ଜଣେ ଅଟକ। ଆନ୍ଧ୍ରପ୍ରଦେଶ ର ଭାଇଜାଗ୍ ରୁ ପଶ୍ଚିମବଙ୍ଗ ହେଉଥିଲା କଇଁଛ ଚୋରାଚାଲଣ । ମିନିଟ୍ରକ ନଂ WB25_D_4015 ରେ ହେଉଥିଲା କଇଁଛ ଚୋରାଚାଲଣ । ମାଛ ପାର୍ସଲ ଟ୍ରେ-ରେ ହେଉଥିଲା କଇଁଛ ଗୁଡିକୁ ଭର୍ତ୍ତି କରି ହେଉଥିଲା ଚୋରାଚାଲଣ।ଖବର ପାଇ…
ଆଉ ୨ଦିନ ହେବ ବର୍ଷା
ରାଜ୍ୟରେ ଗତ କିଛିଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ହେଉଛି। ତେବେ ଆସନ୍ତା ୨ଦିନ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।
ସୋମବାର ମୟୂରଭଞ୍ଜ,…
ପ୍ରୟାଗରାଜ କୁମ୍ଭମେଳାରେ ବୁଡ଼ ପକାଇବେ ମୋହନ ମାଝି
ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜରେ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରିବେ। ସୂତ୍ର ଅନୁଯାୟୀ ଓଡିଶା ମୁଖ୍ୟମନ୍ତ୍ରୀ ପବିତ୍ର ତ୍ରିବେଣୀ ସଙ୍ଗମରେ ଭୟଭୀତ ହୋଇ ବୁଡ଼ ପକାଇବେ।
ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୧୪୪ ବର୍ଷ…
ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ
କିଟ୍ ବିଶ୍ୱବିଦ୍ୟାଳୟ ଘଟଣାରେ ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ । ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ପିଲାମାନଙ୍କ ଭରସା ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଲେ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନେପାଳ…
ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍ ଟ୍ରେନରୁ ଖସିପଡ଼ିଲା ଯାନ୍ତ୍ରିକ ସାମଗ୍ରୀ
ବାଲେଶ୍ୱର ଜିଲା ସୋର ଷ୍ଟେଶନ ନିକଟ ସର୍ବରା ଷ୍ଟେଶନର କିଛି ଦୂରରେ ଶନିବାର ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ଟି ପଶ୍ଚିମବଙ୍ଗର ନ୍ୟୁଜଲପାଇଗୁଡିରୁ ଚେନ୍ନାଇ ସେଣ୍ଟ୍ରାଲ ଅଭିମୁଖେ ଯାଉଥିବା ବେଳେ ବ୍ୟାଟେରି ସହିତ ଅନ୍ୟ ଯାନ୍ତ୍ରିକ…
ଓଲଟିଲା OSRTC ବସ୍
ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଓଏସ୍ଆର୍ଟିସି ବସ୍, ଯାହାଫଳରେ ୨୦ ଆହତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲା ଲହୁଣିପଡା ଥାନା ମୁଚୁରିନାଳ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯାଇଛି ଏବଂ ପରେ ଓଲଟିପଡିଛି।…
ମାଲବାହୀ ଟ୍ରେନ୍ର ୩ଟି ୱାଗନ ଲାଇନଚ୍ୟୁତ
ଟିଟିଲାଗଡ଼ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ । ଟିଟିଲାଗଡ଼ ଠାରୁ ୮ ନମ୍ବର ଲାଇନରୁ ଡାଉନ୍ ଲାଇନ୍ ରହେନ୍ ଭଟା ଆଡ଼କୁ ଯାଉଥିବା ବେଳେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଗୋଟିଏ ୱାଗନ ପୁରା ରେଳ ଧାରଣାର କଡ଼କୁ ଚଢ଼ି ଯାଇଥିବା ବେଳେ ଆଉ ଦୁଇଟି ୱାଗନ ଲାଇନଚ୍ୟୁତ୍…