Trending
- ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
Browsing Category
Odisha
All about all odisha state news updates
ସରିଲା ବିଜେଡି ବିଧାୟକ ଦଳ ବୈଠକ ,ବିରୋଧୀ ଦଳ ନେତା ହେଲେ ନବୀନ
ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର ବିରୋଧୀ ଦଳ ନେତା ହୋଇଛନ୍ତି। ୫ ଥର ମୁଖ୍ୟମନ୍ତ୍ରୀ ରହିବା ପରେ ସେ…
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତି, ଆସନ୍ତା ଜୁଲାଇ ୮ ତାରିଖରେ ରତ୍ନ ଭଣ୍ଡାର ଖୋଲାଯିବ
ଜୁଲାଇ ୮ ତାରିଖରେ ଖୋଲିବ ରତ୍ନ ଭଣ୍ଡାର । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତି, ଆସନ୍ତା ଜୁଲାଇ ୮ ତାରିଖରେ ରତ୍ନ ଭଣ୍ଡାର ଖୋଲାଯିବ । କୋର କମିଟି, ଟେକ୍ନିକାଲ କମିଟିର ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ । ଜୁଲାଇ ୭ ତାରିଖରେ ରଥଯାତ୍ରା । ରଥଯାତ୍ରା ସମୟରେ ରତ୍ନ ଭଣ୍ଡାର…
ବିଧାୟକଙ୍କ ଦୁଇ ଦିନିଆ ଶପଥ ଗ୍ରହଣ ସମାରୋହର ଆଜି ଶେଷ ଦିନ
ବିଧାୟକଙ୍କ ଦୁଇ ଦିନିଆ ଶପଥ ଗ୍ରହଣ ସମାରୋହର ଆଜି ଶେଷ ଦିନ । କାଲିଠୁ ଆରମ୍ଭ ହୋଇଛି ଶପଥ ସମାରୋହ । ଆଜି ଅବଶିଷ୍ଟ ବିଧାୟକ ଶପଥ ଗ୍ରହଣ କରିବେ । ଗତକାଲି ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଓ କେଭି ସିଂହଦେଓ ।…
ମୁକୁଳା ଡ଼୍ରେନ ନେଲା ନାବାଳକର ଜୀବନ
ସ୍ଥାନୀୟ ୟୁନିଟ-୩ ମସଜିଦ କଲୋନି ନିକଟରେ ମଙ୍ଗଳବାର ଅପରାହ୍ଣରେ ନାଳରେ ଭାସିଯାଇ ୮ ବର୍ଷ ବୟସର ନାବାଳକ ଶିଶୁର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସାମାଜିଗ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣା ମତେ…
ବାହାହେଲେ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ନେଦରଲାଣ୍ଡରେ ବିବାହ କରିଛନ୍ତି। ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ସେ ବିବାହର ଫଟୋ ଶେୟାର କରିଛନ୍ତି। ଫଟୋରେ ଅରୁଣ ବିଦେଶୀ କନ୍ୟାଙ୍କ…
ବିଧାୟକ ଭାବେ ଶପଥ ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି।୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ…
ଆଜି ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଚାଷୀ ପାଇବେ ପିଏମ୍ କିଷାନ ଟଙ୍କା । ଆଉ ଓଡିଶାରେ ବରଗଡରେ ଏଥିପାଇଁ ଏକ ସଭା ହେଉଛି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ । ମୋହନ ମାଝୀଙ୍କ ଗସ୍ତକୁ ଦେଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତାକାଲି ବରଗଡ ମିନି ଷ୍ଟାଡିୟମରେ ହେଲିକପ୍ଟର ଯୋଗେ ଯାଇ ଓହ୍ଲାଇବେ…
ପରିବା ବଜାରରେ ଆକାଶ ଛୁଆଁ
ବଜାରରେ ପନିପରିବା ଦର ଆକାଶ ଛୁଆଁ ହେଲାଣି । ଟମାଟୋ କିଲୋଗ୍ରାମରେ ୭୦-୮୦ ଟଙ୍କା ପର୍ଯ୍ୟନ୍ତ ପହଞ୍ଚିଲାଣି। ଲେମ୍ବୁ କଥା ନ କହିଲେ ଭଲ । ଗୋଟେ ଖରା ଗରମ ଅନ୍ୟପଟେ ବଜାରରେ ଲେମ୍ବୁର ମୂଲ୍ୟ ବୃଦ୍ଧି । ସବୁଠୁ ଚିନ୍ତାରେ ପକାଇଲାଣି ଟମାଟୋ କିଲୋଗ୍ରାମରେ ୧୦୦ଟଙ୍କା ପର୍ଯ୍ୟନ୍ତ ବଢ଼ି ଯାଇଛି…
ବିଶ୍ୱ କ୍ରୀଡା ଜଗତରେ ଓଡ଼ିଶାକୁ କ୍ରୀଡା ରାଜଧାନୀ କରିବାକୁ ଲକ୍ଷ୍ୟ
ଆଜି କଳିଙ୍ଗ ଷ୍ଟାଡିୟମରେ ବିଭାଗୀୟ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ବୈଠକରେ କ୍ରୀଡ଼ା ସଚିବ ଭିନିଲ କ୍ରୀଷ୍ଣା, ପ୍ରମୁଖ ସଚିବ ଅରବିନ୍ଦ ଅଗ୍ରୱାଲ, ହକି ପ୍ରମୋସନ କାଉନସିଲ ଚେୟାରମ୍ୟାନ ଦିପଙ୍କର ମହାପାତ୍ର ଓ ଯୁଗ୍ମ ସଚିବ ଉପସ୍ଥିତ…
ଡଙ୍ଗା ବୁଡି ଅଘଟଣ :୧୧ ଉଦ୍ଧାର, ୬ ନିଖୋଜ
ଗଙ୍ଗା ଦଶହରା ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ବୁଡ ଦେବାକୁ ଗଙ୍ଗୀ ନଦୀକୂଳରେ ଭିଡ ଜମାଇଥିଲେ । ବୁଡ ଦେବାକୁ ଏ କୂଳରୁ ସେ କୂଳ ଯିବା ବେଳେ ଡଙ୍ଗା ବୁଡି ଅଘଟଣ ଘଟିଛି । ୧୭ ଜଣ ଯାତ୍ରୀଙ୍କୁ ନେଇ ଗଙ୍ଗୀ ନଦୀରେ ଯିବା ସମୟରେ ଭାରସାମ୍ୟ ହରାଇ ଡଙ୍ଗା ଓଲଟି ପଡିଛି । ଡଙ୍ଗାରେ ଥିବା ୧୧ ଜଣ…