Trending
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
- ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” : ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସିଜେପିର ପ୍ରତିକ୍ରିୟା
- ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ,ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
Browsing Category
Odisha
All about all odisha state news updates
ବାତ୍ୟା ପେଙ୍ଗାଲ ପ୍ରଭାବରେ ଆଜି ୧୭ ଜିଲାରେ ହେବେ ବର୍ଷା
ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ କ୍ରମଶଃ ବାତ୍ୟାର ରୂପ ନେବାକୁ ଯାଉଛି। ଏହା ତାମିଲନାଡୁ ଉପକୂଳରେ ମାଡ଼ହେବା ସମ୍ଭାବନା ରହିଛି। ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ଥିଲେ ମଧ୍ୟ ଅଧିକାଂଶ ଜିଲାରେ କୋହଲା ପାଗ ସହ ବର୍ଷା…
କ୍ରୀଡ଼ାମନ୍ତ୍ରୀଙ୍କୁ ଭେଟିଲେ ବିଧାୟିକା ସୋଫିଆ
ବାରବାଟୀ ଷ୍ଟାଡିୟମର ନବୀକରଣ ସହ କଟକ ସହରରେ ଏକ ଇଣ୍ଟିଗ୍ରେଟେଡ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ବାରବାଟୀ-କଟକ ବିଧାୟିକା ଇଞ୍ଜିନିୟର ସୋଫିଆ ଫିର୍ଦୌସ ଆଜି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଆଲୋଚନା କରିଛନ୍ତି। ବାରବାଟୀ ଷ୍ଟାଡିୟମରେ…
ସର୍ବଭାରତୀୟ ଡ଼ିିଜିପି ସମ୍ମିଳନୀର ଦ୍ବିତୀୟ ଦିନ : ଆଜି ଯୋଗ ଦେବେ ପ୍ରଧାନମନ୍ତ୍ରୀ
ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍ଭେନ୍ଶନ ସେଣ୍ଟରରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ଉଦ୍ଘାଟନ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଜାତୀୟ…
ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ବରରେ ଭବ୍ୟ ସ୍ବାଗତ
ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ବରରେ ଭବ୍ୟ ସ୍ବାଗତ । ପ୍ରିୟ ନେତାଙ୍କୁ ଦେଖିବାକୁ ଜନସମୁଦ୍ର ପାଲଟିଥିଲା ବିମାନ ବନ୍ଦର ପାଖ ରାସ୍ତା। ରାଜଧାନୀର ରାଜରାସ୍ତାରେ ଦେଖିବାକୁ ମିଳିଲା ପାରମ୍ପରିକ ବାଦ୍ୟ ସାଙ୍ଗକୁ ଲୋକକଳା ଓ ଲୋକନୃତ୍ୟର ଝଲକ। ଅପେକ୍ଷା କରିଥିଲେ ହଜାର ହଜାର ସଂଖ୍ୟାରେ ଲୋକେ।…
ହାର୍ଡକୋର ମହିଳା ମାଓବାଦୀ ମାଧବୀ ଗିରଫ
ଓଡ଼ିଶାରେ ଧରା ପଡ଼ିଲେ ଛତିଶଗଡ ମହିଳା ମାଓବାଦୀ। ଆନ୍ତି ମାଡବି ଓରଫ ଲାକେକୁ ଗିରଫ କରିଛି ମାଲକାନଗିରି ପୁଲିସ। ଏମଭି ୭୯ ଥାନା କୁର୍ତ୍ତୀ ଜଙ୍ଗଲରୁ ଗିରଫ କରାଯାଇଛି। ମାଓନେତା ଉଦୟଙ୍କ ପ୍ରୋଟେକ୍ସନ ଟିମ୍ ସଦସ୍ୟା ଥିଲେ ଲାକେ। ତାଙ୍କ ନାଁରେ ୨ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ୧୧ଟି…
ଭୁବନେଶ୍ବରରେ ମୋଦୀଙ୍କ ଘୋଷଣା : ଓଡ଼ିଶାରେ ପାଳନ ହେବ ପ୍ରବାସୀ ଭାରତୀୟ ଦିବସ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱ ଆସି ନିଜ ଉଦବୋଧନରେ ବାଲିଯାତ୍ରା କଥା ମନେପକାଇଛନ୍ତି । ଆଉ କହିଛନ୍ତି, ଚଳିତ ମାସରେ ଓଡିଶାରେ ବାଲିଯାତ୍ରାର ସଫଳ ଆୟୋଜନ ହେଲା । ଆଉ ଆଜି ମୁଁ ଏଠାରେ ଡିଜିପି ସମ୍ମିଳନୀରେ ଯୋଗ ଦେବାକୁ ଆସିଛି । ଆମେ ଦେଶରେ ୧୦୦ରୁ ୧୫୦ ବର୍ଷ ହେବ ଏହି ସମ୍ମିଳନୀ…
ମୋଦୀଙ୍କୁ ଦେଖିବାକୁ ଜନସମୁଦ୍ର ପାଲଟିଛି ଭୁବନେଶ୍ବର
ଓଡ଼ିଆରେ ଅଭିଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ । ସମସ୍ତଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କଲେ । ଅଭିଭାଷଣ ଆରମ୍ଭ କରିବା ସମୟରେ ଦିଲ୍ଲୀରେ ଓଡିଶା ପର୍ବ କଥା ବଖାଣିଲେ । ଏହାସହ ଲିଙ୍ଗରାଜଙ୍କ ଭୂମିକୁ ଆସିଥିବାର ସୁଯୋଗ ମିଳିଥିବାରୁ ଖୁସି ବ୍ୟକ୍ତ କଲେ। ବିମାନ ବନ୍ଦରରେ…
ଭୁୁବନେଶ୍ୱରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ
ଭୁୁବନେଶ୍ୱରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ । ସମ୍ମିଳନୀରେ ଉପସ୍ଥିତ ଅଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । ସବୁ ରାଜ୍ୟର ଡିଜିପି ମଧ୍ୟ ଉପସ୍ଥିତ ଅଛନ୍ତି । ସମ୍ମିଳନୀକୁ ଉଦଘାଟନ କଲେ ଶାହ । ତିନି ଦିନ ଧରି ଚାଲିବ ଏହି ସମ୍ମିଳନୀ । ଆରମ୍ଭ ହୋଇଛି ୫୯ ତମ ଡିଜି-ଆଇଜି ସମ୍ମିଳନୀ । ଏହି…
ଭୁବନେଶ୍ବରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଡିଜିପି ସମ୍ମିଳନୀ ଉଦଘାଟନ କଲେ
ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଜରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,…
ବିବାଦୀୟ ଜମିରେ ଅର୍ଦ୍ଧନିର୍ମିତ ଆପାର୍ଟମେଣ୍ଟ କାମ ବନ୍ଦ କଲା ବିଏମସି
ଭୁବନେଶ୍ୱର ପଟିଆରେ ବିବାଦୀୟ ଜମିରେ ଅର୍ଦ୍ଧନିର୍ମିତ ଆପାର୍ଟମେଣ୍ଟ କାମ ବନ୍ଦ କଲା ବିଏମସି । ଅରବାନ ମାଜେଷ୍ଟିକ ନିର୍ମାଣକୁ ତୁରନ୍ତ ବନ୍ଦ କରିବାକୁ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ନିର୍ଦ୍ଦେଶ ଦେଇଛି।
ବିଏମସିର ସିଭିକ ବଡି ପ୍ରଥମେ ବହୁମୁଖୀ…