Trending
- ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
Browsing Category
Odisha
All about all odisha state news updates
ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି । ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଶ୍ରୀ ଦାସ ପୂର୍ବତନ ରାଜ୍ୟପାଳଙ୍କ ଆତ୍ମାର ସଦଗତି ନିମନ୍ତେ କାମନା କରିବା ସହିତ…
ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ
ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ ୧୬ ଜଣଙ୍କ ଭିତରେ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ…
ଛତିଶଗଡରେ ୮ ନକ୍ସଲଙ୍କୁ ଏନକାଉଣ୍ଟର
ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଅନ୍ୟ ଦୁଇ ଯବାନ ଆହତ ହୋଇଛନ୍ତି ।ପୋଲିସ ଅଧିକାରୀଙ୍କ କହିବା ମୁତାବକ, ୧୨ ତାରିଖରୁ ଅବୁଝମାଡରେ…
ରଜ ସଂକ୍ରାନ୍ତିରେ ଘରେ ଘରେ ମଉଜ
ରଜ କେବଳ ଗୋଟିଏ ପର୍ବ ନୁହିଁ । ବରଂ ଗୋଟିଏ ଜାତିର ନିଜସ୍ବ ପରମ୍ପରାର ନମୁନା । ରଜ ଆସିଲେ ଖୁସି ହୋଇଉଠେ ଓଡ଼ିଶାର ପୁରପଲ୍ଲୀ । ସାରା ଓଡ଼ିଶା ଖୁସିରେ ପାଳନ କରେ ତାର ଅତି ପ୍ରିୟ ପର୍ବ ରଜ । ସାଙ୍ଗସାଥୀ ମେଳରେ ରଜେଦାଳି ଖେଳ ଆଉ ତା ସାଙ୍ଗକୁ ପାନର ପସରା ଓ ପୋଡ଼ପିଠାର ମହକ । ଚାରିଆଡ଼େ…
ରଜ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜି ସାରା ରାଜ୍ୟରେ ପହିଲି ରଜ ପାଳନ କରାଯାଉଛି । ପହିଲି ରଜ ପାଳନ ପାଇଁ ସବୁଠି ଉତ୍ସାହ ଦେଖିବାକୁ ମିଳିଛି । ରଜ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ସମ୍ବଲପୁର ସାଂସଦ ତଥା ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ରାଜ୍ୟବାସୀଙ୍କୁ ରଜ ଉତ୍ସବ ପାଇଁ…
ରାଜ୍ଯରୁ ହଟିଲା ‘ଫାଇଭ-ଟି’ ବ୍ୟବସ୍ଥା
ରାଜ୍ଯରୁ ହଟିଲା ଫାଇଭ-ଟି ବ୍ୟବସ୍ଥା । ସରକାରୀ କାର୍ଯ୍ୟାଳଯ ପରିସରରୁ ‘ଫାଇଭ-ଟି’ ବୋର୍ଡ଼ ହଟାଇବାକୁ ନିର୍ଦ୍ଦେଶ ହୋଇଛି। ଏପରିକି ‘ମୋ-ସରକାର’ ବୋର୍ଡ ହଟାଇବାକୁ ମଧ୍ଯ ନିର୍ଦ୍ଦେଶ ହୋଇଛି । ଏନେଇ ନିର୍ଦ୍ଦେଶ ଦେଲା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସୋସିଆଲ ମିଡିଆ ଏକ୍ସ କେ ସୂଚନା…
ରାତି ପାହିଲେ ରଜ, ଓଡିଶାର ପୁର ପଲ୍ଲୀରେ ରଜ ପ୍ରସ୍ତୁତି
ରାତି ପାହିଲେ ରଜ । ପ୍ରତି ଓଡିଆଙ୍କ ପାଇଁ ୫ ଦିନିଆ ପର୍ବ । ସଜବାଜ, ଖିଆପିଆ, ବୁଲାବୁଲି ଓ ମଜାମସ୍ତିରେ ସମୟ ବିତାଇବାର ମୁହୁର୍ତ । ସଜବାଜରୁ ଆରମ୍ଭ ହେଉଥିବା ଏହି ପର୍ବ ବସୁମତି ସ୍ନାନରେ ଶେଷ ହୁଏ । ଆଜି ହେଉଛି ସେଇ ସଜବାଜ ବା ରଜ ଉତ୍ସବର ଆଦ୍ୟ ପର୍ବ କହିଲେ ଚଳେ । କଟକ ଜିଲ୍ଲା…
ବଦଳୁଛି ‘ନବୀନ ନିବାସ’
ଜନତା ଜନାର୍ଦ୍ଦନଙ୍କ ଭୋଟ୍ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି ଚିତ୍ର ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶାରେ ଶାସନ କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ନବୀନ…
ମଞ୍ଚରେ ସୁଖ ଦୁଃଖ ବାଣ୍ଟିଲେ
ବିଜେଡି ସରକାର ୨୪ ବର୍ଷରୁ ଅଧିକ ସମୟ ଧରି ଶାସନ କରୁଥିଲେ। ଆଜିଠାରୁ ମୋହନ ମାଝୀଙ୍କ ନେତୃତ୍ବରେ ବିଜେପି ସରକାରର ଶାସନ ଆରମ୍ଭ ହୋଇଛି। ଆଜି ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ଏହା ବେଶ୍ ଚର୍ଚ୍ଚାର ବିଷୟ ହୋଇଥିଲା।ଆଜି…
ଖୋଲିଲା ଶ୍ରୀମନ୍ଦିର ଚାରିଦ୍ୱାର
ମଙ୍ଗଳ ଆଳତି ପରେ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିଲା । ବିନାବାଧାରେ ଶ୍ରଦ୍ଧାଳୁ ମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି । ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳ ସଦସ୍ୟଙ୍କ ଉପସ୍ଥିତିରେ ପୁରୀ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିଛି । ତେବେ ଚାରିଦ୍ୱାର ଖୋଲିବାକୁ ଦୀର୍ଘଦୀନର ଦାବି ଥିଲା ।ଶ୍ରୀମନ୍ଦିରରେ…