Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି
ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା।
ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ। ସେଠାରେ ଡାକ୍ତରଙ୍କ…
ନିଯୁକ୍ତି ମେଳାରେ ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ
ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ଆୟୋଜିତ ନିଯୁକ୍ତି ମେଳାରେ ୪୭୬ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି ମୁଁ ଆନନ୍ଦିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ…
ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି। ଓଡ଼ିଶା ଗସ୍ତରେ ଆସି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହେବାକୁ ଥିବା ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରି ଏହାର ଶୁଭାରମ୍ଭ କରିବେ। ଏହି ଯୋଜନା…
ଆଜି ବସ୍ ଚଳାଚଳ ବନ୍ଦ ନେଇ ଘରୋଇ ବସ୍ ମାଲିକ ସଂଘର ଡାକରା
ଆଜି କୁଚିଣ୍ଡାରୁ ଗଡୁନି ଘରୋଇ ବସ୍। ବସ୍ ଚଳାଚଳ ବନ୍ଦ ନେଇ ଘରୋଇ ବସ୍ ମାଲିକ ସଂଘ ଡାକରା ଦେଇଛି। କୁଚିଣ୍ଡା, ଝାରସୁଗୁଡା ଘରୋଇ ବସ୍ ମାଲିକ ସଂଘର ବିବାଦରେ କୁଚିଣ୍ଡା ଥାନା ଅଧିକାରୀଙ୍କ ହସ୍ତକ୍ଷେପକୁ ବିରୋଧ କରି ସଂଘ ଏଭଳି ଡାକରା ଦେଇଛି। ଏ ନେଇ ଘରୋଇ ବସ୍ ମାଲିକ ସଂଘ ଉପଜିଲ୍ଲାପାଳ,…
ସ୍ମାର୍ଟ ସିଟି ଅଧାରେ ଅଟକିଛି
ରାଉରକେଲାରେ ସ୍ମାର୍ଟ ସିଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ତାହାର ଅଡିଟ୍ କରି ସିଏଜି ଜଣାଇଛନ୍ତି ଯେ ଯୋଜନା ପ୍ରସ୍ତୁତି ଓ ସମ୍ବଳ ସଂଗ୍ରହରେ ଦୁର୍ବଳତା ପାଇଁ ଉଭୟ ପ୍ରକଳ୍ପ ମୂଲ୍ୟ ଯଥାକ୍ରମେ ୩୬ ପ୍ରତିଶତ ଓ ୩୭ ପ୍ରତିଶତ କାର୍ଯ୍ୟକାରୀ ହୋଇପାରିଛି। ଭୁବନେଶ୍ବର ସ୍ମାର୍ଟ ସିଟି…
ମାର୍ଚ୍ଚ ୨୦୨୫ ସୁଦ୍ଧା ରାଜ୍ୟର ସବୁ ରାଜସ୍ୱ ଗାଁକୁ ବିଜୁଳି ସଂଯୋଗ କରାଯିବ
ମାର୍ଚ୍ଚ ୨୦୨୫ ସୁଦ୍ଧା ରାଜ୍ୟର ସବୁ ରାଜସ୍ୱ ଗାଁକୁ ବିଜୁଳି ସଂଯୋଗ କରାଯିବ। ଆଜି ବିଧାନସଭା ପ୍ରଶ୍ନକାଳରେ ବିଜୁଳି ସଂଯୋଗ ସମ୍ପର୍କରେ ଆଲୋଚନା ହେବା ବେଳେ ଏହି ସୂଚନା ଦେଇଛନ୍ତି ଶକ୍ତିମନ୍ତ୍ରୀ କେ.ଭି ସିଂଦେଓ। ସମସ୍ତ ଗାଁକୁ କେବେ ବିଜୁଳି ସଂଯୋଗ ହେବ ବିଜେଡି ବିଧାୟକ ବଦ୍ରି ପାତ୍ରଙ୍କ…
ଆଜି ବି ସରଗରମ ରହିପାରେ ବିଧାନସଭା,ଗୃହରେ ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ
ଆଜି ବି ସରଗରମ ରହିପାରେ ବିଧାନସଭା। ,। ଗୃହରେ ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ କୃଷି ଓ କୃଷକ ସଶକ୍ତିକରଣ , ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ , ଶକ୍ତି , ସମବାୟ , ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ , ସୂକ୍ଷ୍ମ କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ , ବିଜ୍ଞାନ ଓ କାରିଗରୀ…
ଓଡ଼ିଶାରେ ଗଡ଼ିବ ଆଉ ୩ଟି ବନ୍ଦେ ଭାରତ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ୍ର ଶୁଭାରମ୍ଭ ହେବ। ସେଥିମଧ୍ୟରୁ ଓଡ଼ିଶା ମଧ୍ୟରେ ୩ଟି ଟ୍ରେନ୍ ଚଳାଚଳ କରିବ। ସେଗୁଡ଼ିକ ହେଲା ଟାଟାନଗର-ବ୍ରହ୍ମପୁର ବନ୍ଦେ ଭାରତ, ରାଉରକେଲା-ହାୱଡା ବନ୍ଦେ ଭାରତ ଓ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ…
ଦୟା ନଦୀରେ ହେବ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ
ଦୟା ନଦୀରେ ହେବ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ। ଏନେଇ ବିଧାନସଭାରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ପ୍ରଶ୍ନରେ ଉତ୍ତର ଦେଇ ପଞ୍ଚାୟତରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାଏକ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ପୂର୍ବ ସରକାର କେନ୍ଦ୍ରର ଜଳ ସମ୍ପଦ ଯୋଜନାକୁ କାର୍ଯ୍ୟକାରୀ…
ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ,ଆଜି ଠାରୁ ଆରମ୍ଭ ହେବ ଗଣନା
ଭିତରକନିକାରେ ଦେଶୀୟ ପକ୍ଷୀ ଭିଡ଼ ଜମାଇଛନ୍ତି। ଏମାନଙ୍କ ଗଣନା ସୋମବାରଠାରୁ ଆରମ୍ଭ ହେବ। କନିକା ରେଞ୍ଜ ଅଧୀନ ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ମଠଆଡ଼ିଆ ସହ ରାଜନଗର ରେଞ୍ଜ ଅଧୀନ ଏକମାଣିଆ ବାଲିଡ଼ିଆ ଆଇଲ୍ୟାଣ୍ଡରେ ଦେଶୀୟ ପକ୍ଷୀ ବସା କରି ଅଣ୍ଡା ଦେଇଛନ୍ତି। ଚଳିତବର୍ଷ…