Trending
- ବାତ୍ୟା ଅର୍ଣ୍ଣବ କ୍ଷୟକ୍ଷତି ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ସମସ୍ତ ବିପନ୍ନ ପରିବାରକୁ ୫୦ କିଲୋ ଚାଉଳ ସହ ୨୫୦୦ ଟଙ୍କା ମିଳିବ
- ଓଡ଼ିଶା ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ,ଆଠ ଜଣ ଆଇପିଏସ୍ ଓ ଓପିଏସ୍ ଅଧିକାରୀଙ୍କୁ ବଦଳି
- ଜ୍ଞାନେଶ କୁମାରଙ୍କ ବିନା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହୋଇ ପାରି ନ ଥାନ୍ତେ – ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ
- କଇଁଛ ସୁରକ୍ଷା ପାଇଁ ନଭେମ୍ବର ୧ ରୁ ମଇ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମାଛ ଧରିବା ଉପରେ କଟକଣା ଜାରି
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
Browsing Category
Odisha
All about all odisha state news updates
ରାଜ୍ୟରେ ନୂଆ ଥାନା ଏବଂ ଫାଣ୍ଡି ନିର୍ମାଣ ପାଇଁ 27 ଟି ପ୍ରସ୍ତାବ ଆସିଛି
ତିନି ଦିନ ପରେ ଆଜି ପ୍ରଶ୍ନକାଳ ସ୍ୱାଭାବିକ ହୋଇଛି। ଆଇନ ବିଭାଗର ବିଭିନ୍ନ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ସମଗ୍ର ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ୨୭ଟି ପ୍ରସ୍ତାବ ଆସିଛି ନୂଆ ଥାନା ଏବଂ ଫାଣ୍ଡି କରିବା ପାଇଁ | ଜିଲ୍ଲାରୁ ପ୍ରସ୍ତାବ ଆସିବା ପରେ…
୨୦୨୪ ମସିହାରେ ପଞ୍ଜିକୃତ ଅପରାଧରେ ବୃଦ୍ଧି ଘଟିଛି
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨୦୨୩ ମସିହାରେ ସର୍ବମୋଟ ୧ ଲକ୍ଷ ୯୯…
ଆଜି ଆସିବ ମୋହନ ସରକାରଙ୍କ ଦ୍ବିତୀୟ ବଜେଟ୍
ଆଜି ବିଧାନସଭାରେ ଉପସ୍ଥାପିତ ହେବ ମୋହନ ସରକାରଙ୍କ ଦ୍ବିତୀୟ ବଜେଟ୍ । କଣ ଆସିବ ନୂଆ ଯୋଜନା। ପୂର୍ବ ଫ୍ଲାଗସିପ୍ ଯୋଜନାକୁ କେତେ ଅର୍ଥ ମିଳିବ । ଏ ଆକଳନ ଆରମ୍ଭ ହୋଇଛି । ସେପଟେ ଅର୍ଥନୀତି ସର୍ଭେ ରିପୋର୍ଟରେ, ୨୦୨୩-୨୪ ତୁଳନାରେ ୨୦୨୪-୨୫ରେ କମିଛି ରାଜ୍ୟର ଜିଡିପି ଓ ଶିଳ୍ପ ଅଭିବୃଦ୍ଧି ।…
ରାଜଧାନୀ ଭୁବନେଶ୍ୱର ବିଚ୍ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ମାମଲା,ହତ୍ୟାକାଣ୍ଡର ୪୦ଦିନ ପରେ ଆତ୍ମସମର୍ପଣ କଲା…
ରାଜଧାନୀ ଭୁବନେଶ୍ୱର ବିଚ୍ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ମାମଲା । ହତ୍ୟାକାଣ୍ଡର ୪୦ଦିନ ପରେ ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ରମା ନାୟକ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା । ହତ୍ୟାକାଣ୍ଡ ପରଠାରୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ ।…
୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା
୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜର କେତେକ ସ୍ଥାନରେ…
ଉନ୍ମୋଚିତ ହେଲା ପୁସ୍ତକ ‘ବ୍ଲକବ୍ଲଷ୍ଟର ଟୁ ବାଲେଟ ବକ୍ସ’
ଅଭିନେତା ତଥା ରାଜନେତା ଅନୁଭବ ମହାନ୍ତିଙ୍କ ଆତ୍ମଜୀବନି ଶନିବାର ଉନ୍ମୋଚିତ ହୋଇ ଯାଇଛି । ବ୍ଲକ୍ ବଷ୍ଟରରୁ ବାଲଟ ବକ୍ସ ନାମରେ ଅନୁଭବ ମହାନ୍ତିଙ୍କ ପୁସ୍ତକର ଉନ୍ମୋଚନ ହୋଇଛି । ‘ଅନୁଭବ ମହାନ୍ତି’ ଜୀବନୀ ପୁସ୍ତକ ରଚନା କରିଛନ୍ତି ବିଶିଷ୍ଟ ସାମ୍ବାଦିକା ତଥା ଲେଖିକା ଜାଗୃତି ଶୁକ୍ଳା ।…
ଯେଉଁମାନେ ବି ଇ-କେୱାଇସି କରିନାହାନ୍ତି ସେମାନଙ୍କୁ ପୁଣି ଏକ ସୁଯୋଗ ଦେଇଛନ୍ତି, ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢିଲା ସମୟ…
ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପଞ୍ଚମ ଥର ପାଇଁ ସମ୍ପ୍ରସାରଣ କରିଛନ୍ତି ରାଜ୍ୟ ସରକାର। ଆଜି ଇ-କେୱାଇସି ଅପଡେଟର ଅବଧି ସରିବାର ଥିଲା । କିନ୍ତୁ ଏହି ଅବଧିକୁ…
ମମତା କୁଲକର୍ଣ୍ଣି ମହାମଣ୍ଡଳେଶ୍ୱର ଭାବରେ କିନ୍ନର ଆଖଡାକୁ ଫେରିଛନ୍ତି
ବହୁଚର୍ଚ୍ଚିତ ଥିବା ମମତା କୁଲକର୍ଣ୍ଣୀ ଦୀର୍ଘ ୨୫ ବର୍ଷ ଧରି ବଲିଉଡ୍ରୁ ଉଭାନ ହୋଇଯାଇଥିଲେ। ନିକଟରେ ସେ କେନିଆରୁ ମୁମ୍ବାଇକୁ ଫେରିଥିଲେ। ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ କିନ୍ନର ଆଖଡ଼ାର ଆଚାର୍ଯ୍ୟ ମହାମଣ୍ଡଳେଶ୍ୱର ଲକ୍ଷ୍ମୀନାରାୟଣ ତ୍ରିପାଠୀ ଗତମାସରେ ତାଙ୍କୁ…
ଦିବାରାତ୍ର ଗୁରୁପ୍ରସାଦ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ନିରାକରପୁରରେ ଅନୁଷ୍ଠିତ ହୋଇଯାଇଛି
ଖୋର୍ଦ୍ଧା ଜିଲ୍ଲା ନିରାକାରପୁର କ୍ରିକେଟ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ବାଳିକା ବିଦ୍ୟାଳୟ ପଡିଆଠାରେ ତୃତୀୟବାର୍ଷିକ ଗୁରୁପ୍ରସାଦ ମେମୋରିଆଲ ଦିବାରାତ୍ର କ୍ରିକେଟ ଟୁର୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି |ଏହି ଟୁର୍ଣାମେଣ୍ଟରେ 16 ଟି ଦଳ ଅଂଶଗ୍ରହଣ କରିଥିଲେ | ଶେଷରେ ରସୁଲଗଡ ଓ ଗ୍ରୀନ ଷ୍ଟାର…
ଆଜି ପୂରୁଛି ରାସନ କାର୍ଡ ଇ-କେଓ୍ବାଇସି ଡେଡଲାଇନ୍
ରାସନ କାର୍ଡ ଇ-କେଓ୍ବାଇସି ପାଇଁ ଆଜି ପୂରୁଛି ଡେଡଲାଇନ୍ । ତେଣୁ ଯେଉଁ ହିତାଧିକାରୀମାନେ ଇ-କେଓ୍ବାଇସି କରିନାହାନ୍ତି। ଆଜି ହିଁ କରିଦିଅନ୍ତୁ। ଆଉ ଯେଉଁମାନେ ନ କରିବେ , ତାକୁ ସରେଣ୍ଡର କରାଗଲା ବୋଲି ଧରିନିଆଯିବ। ସେହି ଜାଗାରେ ନୂଆ ଲୋକଙ୍କୁ ଦିଆଯିବ ବୋଲି ପୂର୍ବରୁ ସ୍ପଷ୍ଟ କରିଥିଲେ…