Trending
- ବାତ୍ୟା ଅର୍ଣ୍ଣବ କ୍ଷୟକ୍ଷତି ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ସମସ୍ତ ବିପନ୍ନ ପରିବାରକୁ ୫୦ କିଲୋ ଚାଉଳ ସହ ୨୫୦୦ ଟଙ୍କା ମିଳିବ
- ଓଡ଼ିଶା ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ,ଆଠ ଜଣ ଆଇପିଏସ୍ ଓ ଓପିଏସ୍ ଅଧିକାରୀଙ୍କୁ ବଦଳି
- ଜ୍ଞାନେଶ କୁମାରଙ୍କ ବିନା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହୋଇ ପାରି ନ ଥାନ୍ତେ – ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ
- କଇଁଛ ସୁରକ୍ଷା ପାଇଁ ନଭେମ୍ବର ୧ ରୁ ମଇ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମାଛ ଧରିବା ଉପରେ କଟକଣା ଜାରି
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
Browsing Category
Odisha
All about all odisha state news updates
ବିଜେବି କଲେଜକୁ ମିଳିଲା `NAAC A’ ମାନ୍ୟତା
ପୁଣି ବିଜେବି କଲେଜକୁ ମିଳିଛି ନାକ ମାନ୍ୟତା। ଚଳିତଥରକୁ ମିଶାଇଲେ ବିଜେବି କଲେଜକୁ ତୃତୀୟଥର ପାଇଁ ନାକ ଏ ମାନ୍ୟତା ମିଳିଛି। ବିଜେବି କଲେଜକୁ ମିଳିଲା `A' ଗ୍ରେଡ। ନାକ ମାନ୍ୟତା ହାସଲରେ ଲଗାତାର ତୃତୀୟ ଥରରେ A ଗ୍ରେଡ ନେଲା ବିଜେବି ସ୍ବୟଂ ଶାସିତ ମହାବିଦ୍ୟାଳୟ। CGPA ରିପୋର୍ଟ ଅନୁସାରେ…
ଆଜି ବିଧାନସଭାର ବଜେଟ୍ ଅଧିବେଶନ, ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି
ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ଏକାଧିକ ପ୍ରସଙ୍ଗ ନେଇ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା…
୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡିଶାର ଭୂମିକା ରହିବ
ବିଧାନସଭାର ବଜେଟ୍ ଅଧିବେଶନ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ଅଧିବେଶନ। ଜୟ ଜଗନ୍ନାଥ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି। ପ୍ରଥମ ଅଭିଭାଷଣରେ ରାଜ୍ୟ ସରକାରଙ୍କ ବିକାଶର କଥା ବଖାଣିଛନ୍ତି। କହିଛନ୍ତି ମାତ୍ର ୮ମାସରେ ମୋ ସରକାର ମାଇଲଖୁଣ୍ଟ ସୃଷ୍ଟି…
ବିଜୟୱାଡାରୁ ଧରାପଡିଲା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଚୋର
ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲାରେ କମିଶନରେଟ ପୋଲିସକୁ ସପଳତା । ୧୯ ଦିନ ପରେ ଧରାପଡିଲା ଚୋର। ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଧରିଛି ନୟାପଲ୍ଲୀ ପୋଲିସ । ତାକୁ ଏବେ ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରାଯାଛି । ଆଜି ତାକୁ କୋର୍ଟରେ ହାଜର…
ଅମୃତ ଅନ୍ନରେ ରନ୍ଧାହେବ ମହାପ୍ରଭୁଙ୍କ ଅବଢ଼ା ମହାପ୍ରସାଦ
ଅମୃତ ଅନ୍ନରେ ରନ୍ଧାହେବ ମହାପ୍ରଭୁଙ୍କ ଅବଢ଼ା ମହାପ୍ରସାଦ । ସମ୍ପୂର୍ଣ୍ଣ ଜୈବିକ ପ୍ରଣାଳୀରେ ପ୍ରସ୍ତୁତ ହୋଇ ଏହି ଅମୃତ ଅନ୍ନ ମହାପ୍ରସାଦ ରନ୍ଧନରେ ବ୍ୟବହୃତ ହେବ । ଏଣିକି ରାସାୟନିକଯୁକ୍ତ ଚାଉଳରେ ହେବନି ଅବଢ଼ା ମହାପ୍ରସାଦ । ମହାପ୍ରସାଦରେ ରାସାୟନିକ ମୁକ୍ତ ଚାଉଳ ଡାଲି ବ୍ୟବହାର ପାଇଁ…
ଭିଜିଲାନ୍ସ ଜାଲରେ କୋଟପାଡ଼ ବ୍ଳକ ADEO ପାର୍ଥସାରଥୀ ବିଶୋଇ
କୋରାପୁଟ ଜିଲା କୋଟପାଡ଼ ବ୍ଲକ ଅନ୍ତର୍ଗତ ବତାଶନା ପଞ୍ଚାୟତର କାର୍ଯ୍ୟରତ ଏଡିଇଓ ପାର୍ଥସାରଥୀ ବିଶୋଇଙ୍କ ଘରେ ଭିଜିଲାନ୍ସ ଚଡାଉ କରିଛି। ଗୁରୁବାର ସକାଳେ ତାଙ୍କର ବୋରିଗୁମ୍ମା ବ୍ଲକ ଚମ୍ପିଆରେ ଥିବା ପୈତୃକ ଘର ସହ ୭ଟି ସ୍ଥାନରେ ଜୟପୁର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୁତ ସମ୍ପତି ଠୁଳ…
ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡ଼ିଜିପି
ବିଧାନସଭାରେ ଗୁରୁବାରଠାରୁ ଚଳିତବର୍ଷର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ବିଧାନସଭା ରହିଛି। ବୁଧବାର ଅପରାହ୍ନରେ ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ବିଧାନସଭା ପରିସରରେ…
କ୍ଳିନ ସୁଇପ ଲକ୍ଷ୍ୟରେ ଭାରତ
ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଶେଷ ମ୍ୟାଚ୍ ବୁଧବାର ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍ରେ ଖେଳାଯିବ। ଶୃଙ୍ଖଳାକୁ ଘରୋଇ ଦଳ ୨-୦ରେ ଆଗୁଆ ଜିତି ସାରିଥିବାରୁ ଏବେ ମୂଳପୋଛ ସହ ଦୃଢ଼ ମନୋବଳ ନେଇ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଲକ୍ଷ୍ୟ ରଖିଛି। ୨୦୨୩…
ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ
ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ । ଫେବୃଆରୀ ୧୩ରୁ ୨୧ ପର୍ଯ୍ୟନ୍ତ ପ୍ରଥମ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ । ଫେବୃଆରୀ ୧୭ରେ ଅର୍ଥମନ୍ତ୍ରୀ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ…
ଶ୍ରୀମନ୍ଦିରରେ ହେବ ଭିଡ଼ ନିୟନ୍ତ୍ରଣ କରିବା AI
ଶ୍ରୀମନ୍ଦିରରେ ଖୁବ୍ ଶୀଘ୍ର AI ମାଧ୍ୟମରେ କରାଯିବ ଭିଡ଼ ନିୟନ୍ତ୍ରଣ । ଚଳିତ ସପ୍ତାହରୁ ଶ୍ରୀମନ୍ଦିରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା AI ପାଇଁ ଓପନ ହେବ ଫାଇନାନ୍ସିଆଲ୍ ବିଡିଂ। ଟେକ୍ନିକାଲ ଆସେସମେଣ୍ଟ, ଫାଇନାଲ ପ୍ରେଜେଣ୍ଟେସନ୍ ସରିଛି । ପ୍ରୁଫ ଅଫ୍ କନ୍ସେପ୍ଟ ଓ UI FLOAT ଶେଷ…