Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
ମୋହନାରେ ମୃଦୁ ଭୂମିକମ୍ପ
ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ ମୃଦୁ ଭୂମିକମ୍ପ । ମୋହନା ଓ ଆଖପାଖ ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଭୂମିକମ୍ପ ଝଟକା ପରେ ଭୟରେ ଭୟରେ ଘରୁ ବାହାରି ଆସିଲେ ଲୋକେ । ୨ ସେକେଣ୍ଡ ପାଖାପାଖି ଭୂମିକମ୍ପ ଅନୁଭୂତ ହୋଇଛି । ଅପରାହ୍ନ ୧ଟା ୧ ମିନିଟରେ ଭୂମିକମ୍ପ ହୋଇଥିବା ସୂଚନା ।…
ଗଠନ ହେଲା ଓଡ଼ିଶା ଆଇନ କମିଶନ
ଆଇନ କମିଶନ ଗଠନ କଲେ ରାଜ୍ୟ ସରକାର । ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିଶନ ଗଠନ ହୋଇଛି। ଓଡ଼ିଶା ଲ’ କମିଶନରେ ଅଧ୍ୟକ୍ଷଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି।କମିଶନରେ ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରକାଶ ମିଶ୍ର ଓ ସୌର ଚନ୍ଦ୍ର ମହାପାତ୍ର ସଦସ୍ୟ ରହିଛନ୍ତି । ସେହିପରି ଆଡଭୋକେଟ…
ଜିରୋ ନାଇଟ ପାଇଁ କୌଣସି ଅସ୍ଥାୟୀ ଲାଇସେନ୍ସ ଦିଆଯିବ ନାହିଁ
ନୂଆବର୍ଷ ପାଳନକୁ ନେଇ ସଜାଗ ରହିଛି ଅବକାରୀ ବିଭାଗ । ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେବ ଜିରୋ ନାଇଟ୍ ସେଲିବ୍ରେସନ୍। ଭୋଜି ଭାତ, ନାଚ ଗୀତର ଆସର ଜମିବ। ନବ ବର୍ଷ ସେଲିବ୍ରେସନ୍ ବେଳେ ଯେପରି କୌଣସି ଅପରାଧ ନଘଟେ ତା’ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏଣେ ଆଇନ ମନ୍ତ୍ରୀ…
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଇ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିବାକୁ ଥିବା ବେଳେ ରାଜ୍ୟ ସରକାର ତାହା ଆହୁରି ଏକ ବର୍ଷ ଯାଏ ବଢ଼ାଇଦେଇଛନ୍ତି। ଅର୍ଥାତ୍ ୨୦୨୫ ଡିସେମ୍ବର ୩୧ ଯାଏ ଓଡ଼ିଶାର ମୁଖ୍ୟଶାସନ ସଚିବ ଦାୟିତ୍ବରେ ରହିବେ…
ବର୍ଷା ଉଜାଡ଼ିଲା ଅମଳ ଧାନ , କ୍ଷତିପୂରଣ ଦେବାକୁ ସରକାର କୁନ୍ଥକୁନ୍ଥ
ଝାଳବୁହା ପରିଶ୍ରମ କରି ଖେତରେ ଫଳାଇଥିବା ସୁନାର ଫସଲକୁ ଘରକୁ ଆଣିବା ପାଇଁ ସଜବାଜ ହେଉଥିବାବେଳେ ଚାଷୀର ମେରୁଦଣ୍ଡ ଭାଙ୍ଗିଦେଇଛି ପୁଷ ମାସର ଲଗାଣ ବର୍ଷା। ଲଘୁଚାପ ବର୍ଷା କାରଣରୁ ରାଜ୍ୟର ପ୍ରାୟ ୨୧ଟି ଜିଲ୍ଲା ଗଭୀର ଭାବେ ପ୍ରଭାବିତ ହୋଇଛି। ହଜାର ହଜାର ହେକ୍ଟର ଚାଷଜମି ବର୍ଷା ପାଣିରେ ଧାନ…
ନବୀନଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର
ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତାକୁ କଡ଼ା ଭାଷାରେ ସମାଲୋଚନା କରିଛି ବିଜେପି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ତାଙ୍କୁ କିଏ ଲେଖା ଧରାଇ ଦେଇଥିବ ଓ ସେ ଅଜାଣତରେ ପଢ଼ି ଦେଇଥିବେ। ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪ ବର୍ଷରେ ପାଣି ଯୋଗାଇ ପାରିଲେ ନାହିଁ, ସିଏ…
ଓଡ଼ିଶା ଛାଡିବେ ବିଦାୟୀ ରାଜ୍ୟପାଳ ରଘୁବର ଦାସ
ଓଡ଼ିଶା ଛାଡିବେ ବିଦାୟୀ ରାଜ୍ୟପାଳ ରଘୁବର ଦାସ। ଆଜି ସେ ଓଡ଼ିଶାରୁ ବିଦାୟ ନେବେ। ଏନେଇ ଅତିଥି ଭବନରେ ରଘୁବରଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଉଛି। ଏହି ବିଦାୟୀ ସମ୍ବର୍ଦ୍ଧନାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି, ମନ୍ତ୍ରିମଣ୍ଡଳ ସଦସ୍ୟ ଓ ମୁଖ୍ୟ ସଚିବ…
ଏଫଏକ୍ଯୁ୍ ମାନରେ କେତେ ହେବ କୋହଳ
ଏଫଏକ୍ଯୁ୍ ମାନରେ କେତେ କୋହଳ କରିହେବ ସେନେଇ ନିଷ୍ପତ୍ତି ନେବେ ଜିଲ୍ଲାପାଳ। ଜିଲ୍ଲା ସ୍ତରରେ ଚାଷୀ ଏବଂ ଜିଲ୍ଲାପାଳ ବସି ନିଷ୍ପତ୍ତି କରିବେ | ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି| ସେ କହିଛନ୍ତି, ଏଫଏକ୍ଯୁ୍ ମାନ ଉପରେ ସମ୍ପୂର୍ଣ୍ଣ କମ୍ପ୍ରୋମାଇଜ କରିହେବନି |…
ଆଜି ଭୁବନେଶ୍ୱରରେ ଗର୍ଜିବେ ୪୮୮ ବର୍ଗ ଶିକ୍ଷକ ଓ କର୍ମଚାରୀ ସଂଘ
ଆଜି ଭୁବନେଶ୍ୱରରେ ଗର୍ଜିବେ ୪୮୮ ବର୍ଗ ଶିକ୍ଷକ ଓ କର୍ମଚାରୀ ସଂଘ । ଚାକିରୀ ସର୍ତ୍ତାବଳୀ ଓ ପେନସନ ଦାବିରେ କରିବେ ଆନ୍ଦୋଳନ । ଭୁବନେଶ୍ୱର ଲୋୟର ପିଏମଜିରେ ଆୟୋଜିତ ହେବାକୁ ଥିବା ଆନ୍ଦୋଳନରେ ହଜାର ହଜାର ଶିକ୍ଷକ ଓ କର୍ମଚାରୀ ସାମିଲ ହେବେ ବୋଲି ସଂଘ କହିଛି । ୪୮୮ ବର୍ଗ …
ଦୁର୍ବଳ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ : ଅଜିଠୁ ବର୍ଷା କମିବ, ଶୀତ ବଢିବ
ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି। ଫଳରେ ଆଜି ଅପରାହ୍ନ…