Trending
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
Browsing Category
Odisha
All about all odisha state news updates
ନୂଆ ସରକାରରେ ଆଡଭୋକେଟ ଜେନେରାଲ ହେଲେ ପୀତାମ୍ବର ଆଚାର୍ଯ୍ୟ
ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ବ ମିଳିଛି । ନୂଆ ସରକାରେ ଆଡଭୋକେଟ ଜେନେରାଲ ହୋଇଛନ୍ତି ପୀତାମ୍ବର ଆଚାର୍ଯ୍ୟ । ତାଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ମିଳିଛି । ଏଜି ଭାବେ ନିଯୁକ୍ତି କଲେ ରାଜ୍ୟପାଳ । ଏ ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…
ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେଇଥିଲେ ଦଳୀୟ ନେତା, ମନ୍ତ୍ରୀ ।ଆଜିଠାରୁ ଦୁଇ ଦିନ ଧରି ପୁରୀରେ ଅନୁଷ୍ଠିତ ବିଜେପିର ଦଳୀୟ…
ଆଜି ନୀଳାଦ୍ରି ବିଜେ
୧୨ ଦିନର ଲୀଳାଖେଳ ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ନୀଳାଦ୍ରିନାଥ। ରଥାରୂଢ଼ ଚତୁର୍ଦ୍ଧା ବିଗ୍ରହ ରଥ ଉପରୁ ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ…
ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହେଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ସାମଗ୍ରୀ
ପୁରୀ: ମହାପ୍ରଭୁଙ୍କ ଭିତର ରତ୍ନଭଣ୍ଡାର ଆଜି ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ଭିତରକୁ ପ୍ରବେଶ କରିଥିଲୁ। ସମସ୍ତେ ଦିବ୍ୟମନରେ ପ୍ରବେଶ କରିଥିଲୁ। ସିଂହଦ୍ବାର ସମ୍ମୁଖରେ ରଥାରୂଢ ମହାପ୍ରଭୁଙ୍କ ଦର୍ଶନ କରି…
ଚାଲୁ ରହିବ ଆହାର ଯୋଜନା
ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ଲୋକପ୍ରିୟ ଆହାର ଯୋଜନା ବନ୍ଦ କରାଯିବନି। ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର ଗସ୍ତ କରି ଏହି ଘୋଷଣା କରିଛନ୍ତି।
ମନ୍ତ୍ରୀ ଆହାର କେନ୍ଦ୍ର ବୁଲି ସମୀକ୍ଷା କରିବା ସହ ଟୋକେନ୍ କାଟି…
ସୁପ୍ରିମକୋର୍ଟରେ ୨ ନୂଆ ବିଚାରପତି ନିଯୁକ୍ତ
ସୁପ୍ରିମକୋର୍ଟରେ ଗୁରୁବାର ୨ ନୂଆ ବିଚାରପତି ନିଯୁକ୍ତ ହୋଛନ୍ତି। ମାଡ୍ରାସ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଆର. ମହାଦେବନ ଏବଂ ଜମ୍ମୁ କଶ୍ମୀରର ତଥା ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ନଙ୍ଗମେଇକାପାମ କୋଟିଶ୍ୱର ସିଂ ମଧ୍ୟ ସୁପ୍ରିମକୋର୍ଟର ବିଚାରପତି ଭାବରେ ଶପଥ ଗ୍ରହଣ…
ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର
ଶୁଭ ମୁହୂର୍ତ୍ତରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଭିତରକୁ ଅଧିକୃତ ୧୧ଜଣିଆ ଟିମ୍ ପ୍ରବେଶ କରିଛନ୍ତି। କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ, ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ, ସଦସ୍ୟ ଡାକ୍ତର ସିବିକେ ମହାନ୍ତି ପ୍ରମୁଖ ଏହି ଟିମରେ ରହିଛନ୍ତି। ଏଣେ ମହାପ୍ରଭୁଙ୍କ…
ଆଜି ଖୋଲିବ ଭିତର ରତ୍ନଭଣ୍ଡାର
ଆଜି ପୁଣିଥରେ ରତ୍ନଭଣ୍ଡାର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ଉଚ୍ଚସ୍ତରୀୟ ରତ୍ନଭଣ୍ଡାର ଯାଞ୍ଚ କମିଟି। ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ଓ ସ୍ଥିତି ଅନୁଧ୍ୟାନ ପାଇଁ ୧୧ଜଣିଆ ପ୍ରତିନିଧି ଦଳଙ୍କୁ ବଛାଯାଇଛି। ସକାଳ ୯ଟା ୧୫ରୁ ୧୨ଟା ୧୫ ଶୁଭମୁହୂର୍ତ୍ତ ଥିବାରୁ ଏହି ସମୟ ଭିତରେ…
ସୁନାରେ ସଜେଇ ହେଲେ ଶ୍ରୀଜିଉ
ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଏହି ସୁନାବେଶ ଦେଖିବାର ସୌଭାଗ୍ୟ ଲାଭ କରିପାରିବେ ବୋଲି…
ଓଡିଶା ଆସିବେ ଜେପି ନଡ୍ଡା
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଓଡିଶା ଗସ୍ତରେ ଆସି ସେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ନେଇ ସୂଚନା ମିଳିଛି । ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି । ଏହି ବୈଠକରେ…