Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
କଳାଧନ ସମ୍ପର୍କିତ ଏସଆଇଟି ବୈଠକ
ଆଜି ବସିଛି କଳାଧନ ସମ୍ପର୍କିତ ଏସଆଇଟି ବୈଠକ । ଏସଆଇଟି ଉପାଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତଙ୍କ କଟକସ୍ଥିତ ବାସଭବନରେ ବସିଛି ବୈଠକ । ଏଥିରେ ଯୋଗଦେଇଛନ୍ତି ଇଡି ନିର୍ଦ୍ଦେଶକ ରାହୁଲ ନବୀନ । ଏଥିପାଇଁ ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ରାହୁଲ ନବୀନ। ତାଙ୍କ ସହ ସେଣ୍ଟ୍ରାଲ ବୋର୍ଡ ଅଫ…
ଓ୍ବେବ୍ ସାମ୍ବାଦିକମାନଙ୍କୁ ପଞ୍ଜିକୃତ କରିବା ପାଇଁ କୌଣସି ବ୍ୟବସ୍ଥା ନାହିଁ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ରାଜ୍ୟରେ ସାମ୍ବାଦିକମାନଙ୍କୁ ପଞ୍ଜିକୃତ କରିବା ନୀତି ଉପରେ ବଡ଼ ତଥ୍ୟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୃହରେ ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ପ୍ରଶ୍ନରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଓ ଓ୍ବେବ୍ ସାମ୍ବାଦିକଙ୍କ ପଞ୍ଜିକରଣ ନେଇ ଗୁରୁତ୍ଵପୂର୍ଣ୍ଣ ତଥ୍ୟ…
ଭିଜିଲାନ୍ସ ଜାଲରେ CHSE ଅଧିକାରୀ
CHSE ଅଧିକାରୀଙ୍କ ଘରେ ବୁଧବାର ଭିଜିଲାନ୍ସ ରେଡ୍ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍ ହୋଇଥିବା ଜଣାପଡିଛି। CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ୨ଟି, ଜଗତସିଂହପୁର ପୈତୃକ ଘରେ ରେଡ କରାଯାଉଛି। ଭୁବନେଶ୍ୱରର କାନନ ବିହାରସ୍ଥିତ ୪ ମହଲା ଘର…
ବନ୍ୟଜନ୍ତୁଙ୍କ ସୁରକ୍ଷା , ଜଙ୍ଗଲ ଜଗିବ ଡଗ୍ ସ୍କ୍ବାଡ୍
ରାଜ୍ୟରେ ବିଭିନ୍ନ ବନଖଣ୍ଡ ଅଞ୍ଚଳରେ ବନ୍ୟଜନ୍ତୁଙ୍କ ସୁରକ୍ଷା, ପ୍ରାଣଘାତୀ ବୋମା ଏବଂ ପଶୁ ଶିକାରୀଙ୍କ ଜନ୍ତା (ଫାସ)ର ସନ୍ଧାନ କରିବାକୁ ପ୍ରଶିକ୍ଷଣପ୍ରାପ୍ତ କୁକୁର ପାଇଁ ଟେଣ୍ଡର ଆହ୍ବାନ କରିଛି ବନ ବିଭାଗ। ପ୍ରଥମ ପର୍ଯ୍ୟାୟରେ ୫ଟି ଡିଭିଜନରେ ୧୦ଟି ଡଗ୍ ସ୍କ୍ବାଡ଼ ରଖାଯିବାକୁ ବ୍ୟବସ୍ଥା…
ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ବିଜେଡିରୁ ବହିଷ୍କାର
ବିଜେଡି ସରକାର ଯିବା ପରେ ଏବେ ଗୁମର ଖୋଲିବାରେ ଲାଗିଛି । ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି । ଭିକେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା…
ଜାରି ହେଲା ସୁଭଦ୍ରା ଯୋଜନାର ଗାଇଡଲାଇନ
ସୁଭଦ୍ରା ଯୋଜନାର ଗାଇଡଲାଇନ ବା ନିର୍ଦେଶାବଳୀ ଜାରି କରିଛନ୍ତି ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ। ଗାଇଡଲାଇନ ଅନୁସାରେ ୨୧ ବର୍ଷରୁ ଅଧିକ ଏବଂ ୬୦ ବର୍ଷରୁ କମ ବୟସର ମହିଳାମାନେ ଏହି ଯୋଜନାରେ ଆବେଦନ କରିପାରିବେ। ସେମାନଙ୍କ ଆଧାରକାର୍ଡରେ ରହିଥିବା ଜନ୍ମ ତାରିଖକୁ ଆଧାର କରି…
ସାର୍ବଜନୀନ ହେବ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ
ଖୁବ୍ ଶୀଘ୍ର ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ। ଏ ନେଇ ନିଷ୍ପତ୍ତି ନେବେ ସରକାର।ମୁଖ୍ୟମନ୍ତ୍ରୀ ଏ ନେଇ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ସରକାର କଣ କରିବେ ସେ ନେଇ ଶୀଘ୍ର ନିଷ୍ପତ୍ତି ହେବ। ଏଭଳି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ…
ହୀରାକୁଦର ୨୦ଟି ଗେଟ୍ ଖୋଲାଯାଇଛି
ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏଥିମଧ୍ୟରେ ହୀରାକୁଦରୁ ବନ୍ୟାଜଳ ନିଷ୍କାସନ ପାଇଁ ୨୦ ଟି ଗେଟ୍ ଖୋଲାଯାଇଛି । ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୧.୭୭ ଫୁଟ ରେକର୍ଡ଼ କରାଯାଇଥିଲା । ହୀରାକୁଦରେ ୩, ୧୦, ୩୨୬ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୩, ୫୪,…
ଖୋଲିଲା ହିରାକୁଦର ଆଉ 6 ଟି ଗେଟ
ଉପରମୁଣ୍ଡରେ ବର୍ଷା ପରେ ଫୁଲୁଛି ହୀରାକୁଦ, ବଢୁଛି ଜଳସ୍ତର। ଆଜି ହୀରାକୁଦ ଡ୍ୟାମ୍ର ଆଉ ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଫଳରେ ତଳିଆ ଅଞ୍ଚଳର ଲୋକେ ସତର୍କ ରହିବାକୁ କୁହାଯାଇଛି। ଗେଟ୍ ଖୋଲିବା ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ତଳିଆ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ପୁରୀଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ମୁଖ୍ୟ…