Browsing Category

Odisha

All about all odisha state news updates

ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…

ରାଜ୍ୟର ଜିଲ୍ଲା, ଉପଖଣ୍ଡ, ତହସିଲ, ବ୍ଲକ୍ ଏବଂ ସହରାଞ୍ଚଳମାନଙ୍କର ନାମର ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ ସଂକ୍ରାନ୍ତରେ ରାଜସ୍ୱ ଓ…

ଆଜି  ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ…

ବିରଜା ପଞ୍ଜିକା ଅନୁସାରେ ଆଜି  ଶ୍ରାବଣ ମାସର ପ୍ରଥମ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି ବିଭିନ୍ନ ଶୈବ ପୀଠକୁ ଲମ୍ୱିଛି । ଅନେକ…

ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ

ଜନ୍ମବେଦିରେ ଶ୍ରୀଜିଉଙ୍କ ଲୀଳାଖେଳା । ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ ଆଉ ଶ୍ରଦ୍ଧାଳୁ । ରବିବାରଠୁ ବାହୁଡା ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଅବଢ଼ା ପାଇବେ ଭକ୍ତ । ଜନ୍ମବେଦିରେ ସୋମବାର ଅନୁଷ୍ଠିତ ହେବ ହେରାପଞ୍ଚମୀ ନୀତି । ଏହାପୂର୍ବରୁ ରବିବାର…

ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ…

ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି । ଏ ନେଇ ସୂଚନା ଦେଲେ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ । ସେ କହିଛନ୍ତି, ଶୁକ୍ରବାର ଓ ତା ପୂର୍ବ ଦିନ ବର୍ଷା ପାଇଁ ଜଳବନ୍ଦୀ ପରିସ୍ଥିତି ହୋଇଥିଲା । ସାପୁଆରୁ ପାଣି କମିଲାଣି । ରବିବାର ସକାଳ ସୁଦ୍ଧା ପାଣି ପୂରା କମିଯିବ ।…

ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ

ଶ୍ରୀମନ୍ଦିରରେ ଏଏସଆଇ ଟିମ୍। ରତ୍ନସିଂହାସନ ଛାଡ଼ି ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରାରେ ଯାଇଛନ୍ତି ମହାପ୍ରଭୁ। ଏଣୁ ଏହି ସମୟରେ ଶ୍ରୀମନ୍ଦିର ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶ୍ରୀମନ୍ଦିର ମୁଖ୍ୟ…

ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ

ଚାଉଳିଆଗଞ୍ଜ ଥାନାର ପୂର୍ବତନ ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ପଛର ସଠିକ୍ କାରଣ କ’ଣ, ତାହା ଏବେବି ରହସ୍ୟ ଘେରରେ । ତାର ଅର୍ଥ ନୁହେଁ ଯେ, ପୋଲିସକୁ କିଛି ତଥ୍ୟ ବା ପ୍ରମାଣ ମିଳିନାହିଁ । ବ୍ୟୁଟି ବ୍ୟବହାର କରୁଥିବା ଦୁଇଟି ମୋବାଇଲ ଫୋନରୁ କିଛିଟା ଡିଜିଟାଲ ଏଭିଡେନ୍ସ ମିଳିସାରିଛି ।…

ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ

ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ । ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ସାରା ବିଶ୍ୱ ବଡ଼ଦାଣ୍ଡରେ ରଥଟଣା ଦେଖୁଛି । ସେତିକିବେଳେ ଚିଲିକା ହ୍ରଦ ମଧ୍ୟରେ ଥିବା କଙ୍କଣ ଶିଖରୀଠାରେ ସମ୍ପୂର୍ଣ୍ଣ ନିଆରା ପରମ୍ପରା ଦେଖିବାକୁ ମିଳିଛି।…

ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ

ଶେଷ ହେଲା ରଥ ଟଣା । ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ । ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ପୁରା ବଡ଼ଦାଣ୍ଡ । ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ପହଞ୍ଚିଥିଲା। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ମହାପ୍ରଭୁ…

ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା

ଗୁରୁବାର ପାଇଁ ସରିଲା ରଥଟଣା। ସୂର୍ଯ୍ୟାସ୍ତ ହୋଇଯିବାରୁ ରଥଟଣା ବନ୍ଦ ରଖାଯାଇଛି। ବର୍ତ୍ତମାନ ମାର୍କେଟ ଛକରେ ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ଅଟକିଥିବା ବେଳେ, ମରିଚିକୋଟରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଅଟକି ରହିଛି। ସେହିଭଳି ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଚକେ ଗଡ଼ି ଅଟକିଛି।…

ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇଲେ କାଳିଆ ସାଆନ୍ତ,ଚାରିଆଡ଼େ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେହି ବିଶ୍ୱମୋହିନୀ ‘ପହଣ୍ଡି ବିଜେ’ ସମ୍ପୂର୍ଣ୍ଣ ରୂପେ ବିନା ‘ଟାହିଆ’ (ପାରମ୍ପରିକ ଫୁଲ ମୁକୁଟ) ରେ ଅନୁଷ୍ଠିତ ହୋଇଛି ।  କାଳିଆ ସାଆନ୍ତ ଆଜି ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ସାଧାରଣତଃ ପହଣ୍ଡି ସମୟରେ ପ୍ରବଳ ଭିଡ଼…