Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ସାଲିଆ ସାହିରେ ମଦ ଓ ପୋଚ ନଷ୍ଟ କଲା ପୁଲିସ,ଚାଲିଲା ବୁଲ୍ଦୋଜର
ସାଲିଆସାହିର ଅଜ୍ବେସ୍ଷ୍ଟସ୍ ଘର। ଘର ଭିତରେ ସୁଡ଼ଙ୍ଗ। ଅଣ୍ଡର୍ଗ୍ରାଉଣ୍ଡରେ ଲାଗିଥିଲା ଏସି ଓ ଏଲ୍ଇଡି ଟିଭି। ତା’ ଭିତରେ ଚାଲିଥିଲା ଦେଶୀ ମଦ ତିଆରି। ସୁରକ୍ଷା ପାଇଁ ସାଇତା ହୋଇଥିଲା ମାରଣାସ୍ତ୍ର। ସାଲିଆସାହିରୁ ସଂପୂର୍ଣ୍ଣ ଭାବେ ଦେଶୀ ମଦ ଭାଟି ବନ୍ଦ କରିବାକୁ କମିସନରେଟ୍ ପୁଲିସ ଓ…
ଆଇଏଲ୍ଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା
ଆଇଏଲ୍ଏସ୍ର ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଛନ୍ତି। ଭୁବନେଶ୍ବରସ୍ଥିତ ତାଙ୍କ ଘରୁ ମୃତଦେହ ଉଦ୍ଧାର କରାଯାଇଛି। ଏହା ପରେ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏବେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପାଇଁ ମୃତଦେହ…
ଫୁଲ଼ୁଛି ମହାନଦୀ
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ରାଜ୍ୟର ବିଭିନ୍ନ ଜିଳ୍ଲାରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତା ଘାଟରେ ମଧ୍ୟ ଯାତାୟତ ପ୍ରଭାବିତ ହୋଇଛି । ସେପଟେ ହୀରାକୁଦ ଜଳଭଣ୍ଡାରରେ ମଧ୍ୟ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଉଛି ।ହୀରାକୁଦରେ…
ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ହିନ୍ଦୁ ସଂଗଠନ
ଭୁବନେଶ୍ୱର: ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ସିବିଆଇ ତଦନ୍ତ ଓ ୨୫ ବର୍ଷ ଧରି କେନ୍ଦୁଝର ଜେଲ୍ରେ ସଜା କାଟୁଥିବା ହିନ୍ଦୁ ନେତା ଦାରା ସିଂହଙ୍କୁ ମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ ଜଣାଇଛି ସତ୍ୟ ସନାତନ ସମାଜ। ଯନ୍ତ୍ରୀ ଦେବାଶିଷ ହୋତାଙ୍କ ନେତୃତ୍ବରେ…
ସାଲିଆ ସାହିରେ ବୁଲିଲା ବୁଲଡୋଜର
ରାଜଧାନୀ ଭୁବନେଶ୍ୱରର ସାଲିଆସାହିରେ ଶନିବାର ବୁଲିଲା ବୁଲଡୋଜର। ସାଲିଆସାହିରେ ୩ଟି ଦେଶୀ ମଦ କାରଖାନା ଠାବ ହେବା ପରେ ବୁଲିଲା ବୁଲଡୋଜର। ବୁଲଡୋଜର ଲଗାଇ ଚୋରା ମଦ ଭାଟି ପୁଲିସ ଭାଙ୍ଗିଛି । ଘଟଣାସ୍ଥଳରେ ଡିସିପି ପ୍ରତୀକ ସିଂହ ଉପସ୍ଥିତ ଥିବା ବେଳେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…
ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ
ଆଳୁ ଦାମ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଓୟୁଏଟି ପ୍ରତିଷ୍ଠା ଦିବସରେ ଯୋଗ ଦେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି ମୋହନ।ସେ କହିଛନ୍ତି, ପୂର୍ବ ସରକାରରେ କୃତ୍ରିମ ସମସ୍ୟା ତିଆରି କରାଯାଇଥିଲା। ଆଳୁ ମିଶନକୁ ନିଜ…
ବହିଷ୍କୃତ ହେଲେ ଏସସିବି ମେଡିକାଲର ଅଭିଯୁକ୍ତ ଡାକ୍ତର
କୋଲକତା ହରର ଘଟଣାରେ ସମଗ୍ର ଦେଶ ବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ କଟକ ଏସସିବି ମେଡିକାଲରେ ବି ଏମିତି ଏକ ଲଜ୍ଜାଜନକ ଘଟଣା ଘଟିଥିଲା। ୨ ମହିଳା ରୋଗୀଙ୍କୁ ଜଣେ ଡାକ୍ତର ଚିକିତ୍ସା ବାହାନାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ତୁରନ୍ତ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ…
ଭଣ୍ଡାର ଯାଞ୍ଚ ନିମନ୍ତେ ଏଏସ୍ଆଇକୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାର ଭିତରେ ରହିଥିବା ଖାଲି ସିନ୍ଦୁକ ଓ ଆଲମିରାକୁ ସ୍ଥାନାନ୍ତର କରାଯାଇଛି । ଗତକାଲି ଦିନ ୨ଟାରେ ଏହି କାମ ଆରମ୍ଭ ହୋଇ ଅପରାହ୍ନ ୪.୫୦ରେ ଶେଷ ହୋଇଥିଲା । ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା । ୧୨ ଜଣିଆ କମିଟି ଓ ସେବା ଥିବା ସେବାୟତ…
ମହାନଦୀକୁ ଡେଇଁପଡିଲେ ହାଇସ୍କୁଲ ଛାତ୍ରୀ
ମହାନଦୀକୁ ଡେଇଁପଡିଲେ ହାଇସ୍କୁଲ ଛାତ୍ରୀ। ସମ୍ବଲପୁର ଚାଉଁରପୁର ବ୍ରିଜ୍ ରୁ ମହାନଦୀକୁ ହାଇସ୍କୁଲ ଛାତ୍ରୀ ଜଣକ ଡେଇଁ ପଡିଥିବା ସୂଚନା ମିଳିଛି। ଛାତ୍ରୀ ଜଣଙ୍କ ନାଁ କାଜଲ ବୋଲି ଜଣାପଡିଛି। ଆଜି ସକାଳେ କାଜଲ ସାଇକେଲ ଧରି ଘରୁ ବାହାରି ଆସିଥିଲେ। ଏହାପରେ ସେ ସାଇକେଲଟିକୁ ବ୍ରିଜ୍ ଉପରେ ରଖି…
ରାଜ୍ୟରେ ସବୁ ଡ୍ୟାନ୍ସ ବାର ରେ ଝୁଲିବା ତାଲା
ରାଜ୍ୟ ରେ ସବୁ ଡ୍ୟାନ୍ସ ବାର ରେ ପଡିବ ତାଲା ଆଉ ଚାଲିପାରିବ ନାହିଁ ଡ୍ୟାନ୍ସ ବାର । ଶିକ୍ଷାନୁଷ୍ଠାନ ଓ ଧର୍ମାନୁଷ୍ଠାନ ପାଖରେ ଥିବା ମଦ ଦୋକାନଗୁଡ଼ିକୁ ବି ବନ୍ଦ କରାଯିବ । ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।ରାଜ୍ୟ ଅବକାରୀ…