Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
ପରଲୋକରେ ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି
ପରଲୋକରେ ଭୁବନେଶ୍ବର-ମଧ୍ୟର ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି । ଆଜି ତାଙ୍କର ନିଧନ ହୋଇଛି। ସେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା। ସେ ଭୁବନେଶ୍ବର-ମଧ୍ୟ ଆସନରୁ ଦୁଇ ଥର ବିଧାୟକ…
୪ ଦିନିଆ ଓଡିଶା ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ
୪ ଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗତକାଲି ରାତି ୧୦ ଟାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଥିବା ବେଳେ ଭୁବନେଶ୍ଵରରେ ରାତ୍ରି ଯାପନ କରିଛନ୍ତି । ଆଜି ଭୁବନେଶ୍ଵରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପରବର୍ତ୍ତୀ…
ଓଡିଶାର ପର୍ଯ୍ୟଟନର ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କା ଦାବି କଲେ ମୁଖ୍ୟମନ୍ତ୍ରୀ
ସ୍ବତନ୍ତ୍ର ସହାୟତା ଯୋଜନା 2025- 26 ଅଧୀନରେ ଓଡିଶା କୁ ଅଧିକ ଆବଣ୍ଟନ ମିଳୁ ବୋଲି କେନ୍ଦ୍ର ଆଗରେ ଦାବୀ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ |କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ରାଜସ୍ଥାନର ଜୈସଲମେର ଠାରେ ବସିଥିଲା ପ୍ରାକ-ବଜେଟ୍ ପରାମର୍ଶ ବୈଠକ |ଏଥିରେ…
ଲଗାଣ ବର୍ଷା ଯୋଗୁ ଶିମିଳିପାଳ ବନ୍ଦ
ଲଗାଣ ବର୍ଷା ଯୋଗୁ ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପନିର୍ଦ୍ଦେଶକ ସାଇ କିରଣ ସୂଚନା ଦେଇଛନ୍ତି।
କୋହଲା ପାଗ , ଆଜିର ପଥୋତ୍ସବ ସ୍ଥଗିତ
କୋହଲା ପାଗ ଏବଂ ବର୍ଷା କାରଣରୁ ଆଜି ହେବାକୁ ଥିବା ପଥୋତ୍ସବକୁ ସ୍ଥଗିତ ରଖାଯାଇଥିବା ବିଏମସି ପକ୍ଷରୁ ସୂଚନା ମିଳିଛି। ମାଷ୍ଟର କ୍ୟାଣ୍ଟିନରୁ ରାମ ମନ୍ଦିର ପର୍ଯ୍ୟନ୍ତ ୨୨, ୨୯ ଏବଂ ଜାନୁଆରୀ ୫ ତାରିଖରେ ପଥୋତ୍ସବ ଅନୁଷ୍ଠିତ ହେବା ନେଇ ବିଏମସି ପକ୍ଷରୁ ସ୍ପଷ୍ଟ କରାଯାଇଥିଲା। କିନ୍ତୁ ଆଜି…
ଆଜି ବର୍ଷର ସବୁଠାରୁ ଛୋଟ ଦିନ
ଆଜି ହେଉଛି ସବୁଠୁ ଛୋଟ ଦିନ । ଆପଣ ଜାଣନ୍ତି ବର୍ଷକେ ଥରେ ଏଭଳି ଦିନ ଆସେ ନଭେମ୍ବର ମାସରେ । ଚଳିତବର୍ଷର ସବୁଠାରୁ ଛୋଟ ଦିନ ଓ ଦୀର୍ଘତମ ରାତି ଆଜି ଆପଣ ଅନୁଭବ କରିପାରିବେ। ଆଜି ସହ କାଲି ମଧ୍ୟ ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା ବୋଲି ମହାକାଶ ବିଜ୍ଞାନୀ ଶୁଭେନ୍ଦୁ ପଟ୍ଟନାୟକ ।…
ଅଦିନିଆ ବର୍ଷା ଉଜାଡି ଦେଲା ସୁନାର ଫସଲ
ଅଦିନିଆ ବର୍ଷା ପାଇଁ ଚାଷୀ ଚିନ୍ତାରେ । ପୁରୀ ଜିଲ୍ଲାର ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି । ଖୋର୍ଧା ଜିଲ୍ଲାର ଚାଷୀମାନେ ଏ ଲଗାଣ ବର୍ଷାରେ କଣ କରିବେ ଭାବି ପାରୁନାହାଁନ୍ତି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଧାନ ବିକିବା ପୂର୍ବରୁ ଖଳାରେ ଧାନ ଭିଜିବାରେ ଲାଗିଛି । ଜିଲ୍ଲାରେ ଚଳିତ…
ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା
ଗତକାଲିଠାରୁ କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ହେଉଛି । ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିଛି । ଚାଷୀମାନେ ଧାନ ଫସଲ,…
ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ ରହିବ
ଆସନ୍ତା ଡିସେମ୍ବର ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ।…
ଲଗାଣ ବର୍ଷାରେ ଲୋକେ ହନ୍ତସନ୍ତ
ଲଗାଣ ବର୍ଷାରେ ଲୋକେ ହନ୍ତସନ୍ତ । ଚାଷୀ ଚିନ୍ତାରେ । ବିଲରେ ଧାନ ପଡ଼ିଛି । ଗତକାଲି , ଆଜି ମଧ୍ୟମ ଧରଣର ବର୍ଷା ଚାଲିଛି। କେବଳ ଟୁଇନ୍ ସିଟି ନୁହେଁ, ରାଜ୍ୟର ୧୯ଟି ଜିଲ୍ଲାରେ ଅବସ୍ଥା ସମାନ। ଶନିବାର ସକାଳେ ବର୍ଷ ହେଉଥିବାରୁ ବସ୍ ସମେତ ଅନ୍ୟ ଯାନବାହନ ଚଳାଚଳ କମ୍ ରହିଛି। ଠିକ୍ ସେହିପରି…